କଳାହାଣ୍ଡି

୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣା: ପରିବାରକୁ ସାମାଜିକ କର୍ମୀଙ୍କ ସହାୟତା

ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ଗତ ମଙ୍ଗଳବାର ପାଳ କୁଡ଼ିଆ ଜଳି ୨ ଶିଶୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଏ ନେଇ ବିଭିନ୍ନ ଗଣାମାଧ୍ୟମରେ ଖବର ପ୍ରସାରଣ ପରେ ମୃତ ଶିଶୁଙ୍କ ମା’ବାପାଙ୍କୁ…

ଫେଲ ମାରିଛି ବସୁଧା ଯୋଜନା:ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନ ଶୂନ

ଥୁଆମୁଳ ରାମପୁର,୧୩।୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ପକ୍ଷରୁ ଲୋକମାନଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ସେଥିପାଇଁ କଳାହାଣ୍ତି ଜିଲା ଆଦିବାସୀ ଅଧ୍ୟ୍ୟୁଷିତ ଥୁଆମୁଳ ରାମପୁର ବ୍ଳକର ୨୪ ଟି ପଞ୍ଚାୟତର ଗ୍ରାମଗୁଡିକରେ…

ମା’ ଛାଞ୍ଚେଣ ରୂପେନଙ୍କ ଝାମୁଯାତ୍ରା ସମ୍ପନ୍ନ: ପ୍ରବଳ ଭକ୍ତ ସମାଗମ

ଲାଞ୍ଜିଗଡ଼,୧୩ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମସ୍କାପଦର ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଛାଞ୍ଚେଣ ରୂପେନଙ୍କ ଝାମୁଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ପୂଜକମାନେ ମାଘ ସପ୍ତମୀରେ ୭ଟି ନୂଆ ଚାଙ୍ଗୁଡ଼ିରେ ନଦୀରୁ ବାଲି ଆଣି ବିଭିନ୍ନ…

ନିପୁଣ ଓଡ଼ିଶା ମେଳା: ମୌଳିକ ସାକ୍ଷରତା ଉପରେ ଗୁରୁତ୍ୱ

ଲାଞ୍ଜିଗଡ, ୧୩।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ହରେକୃଷ୍ଣପୁର କ୍ଲଷ୍ଟର ଭାଟଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିପୁଣ ଓଡ଼ିଶା ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ…

ପାଳକୁଡ଼ିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣା, ତଦନ୍ତ କଲା ପୋଲିସ

ଲାଞ୍ଜିଗଡ଼, ୧୨ା୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣାର ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନାକ୍ରମେ ତାଳବୋରା ଗାଁର କତାନା…

ମହିଳାଙ୍କୁ ନିର୍ଯାତନା ଘଟଣା: ଅଭିଯୁକ୍ତଙ୍କୁ ୨ବର୍ଷ ଜେଲ

ଭବାନୀପାଟଣା,୧୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୧୬ରେ ଜଣେ ବିବାହିତା ମହିଳାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଏଥିରେ ସମ୍ପୃକ୍ତ ଯୁବକଙ୍କ ନାମରେ ମହିଳା ଜଣକ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର…

କଳାହାଣ୍ଡିରେ ସରିଲା ଖରିଫ୍‌ ଧାନକିଣା:ଗତ ବର୍ଷଠାରୁ ଅଧିକ ଧାନ ସଂଗ୍ରହ

ଭବାନୀପାଟଣା,୧୧ା୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ ତାରିଖଠାରୁ ଚାଲିଥିବା ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ଚଳିତ ଖରିଫ୍‌ରେ ଜିଲାରେ ୬୪ଲକ୍ଷ ୬ହଜାର ୧୯୧ କୁଇଣ୍ଟାଲ ଧାନ ବିକ୍ରୟ ପାଇଁ ଟାର୍ଗେଟ ମଗାଯାଇଥିଲା। ସେଥିରୁ ୬୦ଲକ୍ଷ…

ମନରେଗା ଯୋଜନାରେ ଠିକାଦାର ମାଲାମାଲ୍‌: ମାାଷ୍ଟରମାଇଣ୍ଡ ସାଜିଛନ୍ତି ଜିଆର୍‌ଏସ-ଗାଁ ସାଥି

ଥୁଆମୁଳ ରାମପୁର,୧୨।୨(ଦୁର୍ଗା କୀର୍ତ୍ତି):ସରକାରଙ୍କ ପକ୍ଷରୁ ବେକାରୀ ଓ ଦାଦନ ରୋକିବା ସହ ଗରିବ ଲୋକଙ୍କୁ ସ୍ବାବଲମ୍ବୀ କରିବା ନେଇ ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରୁଛନ୍ତି। ବ୍ଳକର ବିଭିନ୍ନ ଗ୍ରାମପଞ୍ଚାୟତ ଅଧିନରେ ଥିବା ଗାଁ ଗୁଡିକରେ ବିଭିନ୍ନ ବିଭାଗ ତରଫରୁ ମନରେଗା…

ଜଳପ୍ରପାତରେ ନିଖୋଜ ଯୁବକଙ୍କ ମୃତଦେହ ଜବତ

କୋକସରା,୧୨ା୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡୋକାରୀଦର ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଜବତ ହୋଇଛି। ସୂଚନା ଅନୁସାରେ ଗତ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡୁମେରମୁଣ୍ଡା ଗ୍ରାମର ୨ ଜଣ…

ବଙ୍ଗଳାପଡ଼ାରେ ମାଘ ଝାମୁଯାତ୍ରା ସମ୍ପନ୍ନ: ପ୍ରବଳ ଭିଡ଼

ଥୁଆମୂଳ ରାମପୁର,୧୨ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ମାଘ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ମଙ୍ଗଳବାର ମାଘ ଝାମୁଯାତ୍ରା ବା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବ…

କୋଳଶୂନ୍ୟ ହୋଇଗଲା ମାଆ: ପାଳ କୁଡ଼ିଆରେ ନିଆଁଲାଗି ୨ ଝିଅପୁଅ ଜୀବନ୍ତ ଦଗ୍ଧ

ଲାଞ୍ଜିଗଡ଼, ୧୧/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା I କାନ୍ଦୁଲ ଗୁଡିଆ (ଚାଷ କରିଥିବା ଭଟା ଜମି) ଚାଷ ଜମିରେ ତିଆରି କରିଥିବା ପାଳ…

ଲାଞ୍ଜିଗଡରେ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କଲେ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା

ଲାଞ୍ଜିଗଡ଼,୧୧।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦୁଇ ଦିନିଆ ଗସ୍ତରେ ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଆସିଥିବାବେଳେ ମଙ୍ଗଳବାର ଦ୍ଵିତୀୟ ଦିନରେ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପ ପରିଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?