ପାଣି ପାଇଁ ଲୋକେ ହନ୍ତସନ୍ତ
ବେହେରା,୨୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ପର୍ଲା ପଞ୍ଚାୟତ ସେମଲା ଗ୍ରାମରେ ନିର୍ମିତ ବସୁଧା ଯୋଜନା କାମକୁ ଆସୁ ନାହିଁ। ଗାଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବସୁଧା ଯୋଜନାରେ ନିର୍ମାଣ ହୋଇଛି ଓଭର ହେଡପାଣି ଟାଙ୍କି।...
ବେଲଖଣ୍ଡିରେ ୫ଟି ସଚିବ
କେସିଙ୍ଗ।,୧୯।୫(ଡିଏନଏ): ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡିକୁ ଦୁଇ ଦିନିଆ ଗସ୍ତରେ ଆସି ଶୁକ୍ରବାର ପୂର୍ବାହ୍ନରେ ୧୧ଟାରେ ଐତିହାସିକ ଶୈବପୀଠ ବେଲଖଣ୍ଡିରେ ପହଞ୍ଚିିଥିଲେ। ଘୁମୁରା ଓ ଗଣ୍ଡା ବାଜା ତାଳେ ତାଳେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କେସିଙ୍ଗା...
ପୋଷ୍ଟର ଲଗାଇ ଦାବି କଲେ ମାଓବାଦୀ
ଲାଞ୍ଜିଗଡ଼,୧୯।୫(ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସିକେରକୂପା ଫାଣ୍ଡି ଅଧିନସ୍ଥ ଡ଼େଙ୍ଗେନ ଛକ ବା କୁଚେଇଜୋର ଅଞ୍ଚଳରେ ମାଓ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି । ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଏହି ପୋଷ୍ଟରରେ ପାଷ୍ଟିକୁଡିର ଲାଲୁ ନିଆଲ,...
୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ତରବରିଆ କାର୍ଯ୍ୟ
ମ. ରାମପୁର,୧୯।୫(ଡି.ଏନ.ଏ.): ୧୯ ଓ ୨୦ ତାରିଖରେ ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିବେ ୫-ଟି ସଚିବ ଭି.କେ. ପାଣ୍ଡିୟାନ। ଏହି ଅବସରରେ ମ. ରାମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମୋ ହସ୍ପିଟାଲ ଓ ସନ୍ଦୂଲ୍ ନଦିଠାରେ ନିର୍ମାଣାଧୀନ ସେଚ...
ନିଜ ଖର୍ଚ୍ଚରେ ରାସ୍ତା ମରାମତି କଲେ ଯୁବ ସଙ୍ଗଠକ
କେସିଙ୍ଗା,୧୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହ ବଲାଙ୍ଗୀର ଜିଲା ଟିଟଲାଗଡ ସହରକୁ ସଂଯୋଗ କରୁଥିବା ରାସ୍ତାର କେସିଙ୍ଗା ସହରଠାରୁ ପ୍ରାୟ ୫୦୦ ମିଟର ଦୂର ଏକ କଲଭର୍ଟ ଉପରେ ଗତ ଏକ ବର୍ଷ ହେଲା ସିମେଣ୍ଟ ଫାଟି ଲୁହା ରଡ଼...
ଦୂରହେବ ଦୀର୍ଘ ଦଶନ୍ଧିର ଦୁଃଖ
ଭବାନୀପାଟଣା,୧୯।୫(ସ୍ବ.ପ୍ର.): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବାକୁ ସରକାର ରାସ୍ତା ଓ ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ଇଲାକାର ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ଯୋଜନା। ନଦୀରେ ପୋଲଟିଏ ନ ଥିବା...
ବିଧାୟକଙ୍କ ନିର୍ଦ୍ଦେଶରେ ୩ବର୍ଷ ପରେ ଖୋଲିଲେ ଗେଟ୍
କେସିଙ୍ଗା,୧୭।୫(ଡି.ଏନ.ଏ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରସୂତିକାଳୀନ ଏବଂ ଶିଶୁ ସାସ୍ଥ୍ୟ କେନ୍ଦ୍ରକୁ ଯାଇଥିବା ମୁଖ୍ୟ ଗେଟ୍କୁ ଜିଲାପାଳଙ୍କ ଉପସ୍ଥିତରେ ଖୋଲା ଯାଇଛି। ଜାତୀୟ ରାଜପଥ ୨୬ ଠାରୁ ମାର୍କେଟ ଦେଇ ପ୍ରସୂତିକାଳୀନ ଏବଂ ଶିଶୁ...
ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିବେ ୫ଟି ସଚିବ
କେସିଙ୍ଗା,୧୭।୫(ଡିଏନଏ) ଆସନ୍ତା ୧୯ ଓ ୨୦ ତାରିଖ ଶୁକ୍ରବାର ଏବଂ ଶନିବାର ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ଏନେଇ କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ ସୂଚନା ଦେଇଛନ୍ତି। ପ୍ରଥମେ ୧୯ ତାରିଖରେ କେସିଙ୍ଗା ବ୍ଲକର...
ଓଇଏସ ପାଇଲେ କୋକସରା ଜବାହର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ
କୋକସରା,୧୬।୫(ଡି.ଏନ.ଏ) ଓଡିଶା ଏଜୁକେସନ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି ମଧୁସ୍ମିତା ନାଏକ । ସେ ବର୍ତ୍ତମାନ କୋକସରା ଜବାହର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ସ୍ବର୍ଗତ ଅନାମ ନାଏକଙ୍କ...
୩ ୱାର୍ଡ ସଭ୍ୟଙ୍କ ସାମୂହିକ ଇସ୍ତଫା
କୋକସରା,୧୫।୫(ଡି.ଏନ.ଏ.): ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବାକୁ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ପ୍ରଶାସନର ଅଣଦେଖା ପ୍ରତିବାଦ କରି ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ଗ୍ରାମପଞ୍ଚାୟତର ୩ଜଣ ୱାର୍ଡ଼ ସଭ୍ୟ ସଭ୍ୟା ସାମୂହିକ ଭାବେ...
ଭତ୍ତା ପାଇଁ ବୃଦ୍ଧ ଦମ୍ପତି ଚାଲିଲେ ୭ କି.ମି.
କେସିଙ୍ଗା,୧୬।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମପଞ୍ଚାୟତ ପୋଢ଼ଖମ୍ବ ଗ୍ରାମର ନବ ଛତ୍ରିଆ (୭୦), ଫୁଲମତି ଛତ୍ରିଆ (୬୮) ବୃଦ୍ଧ ଦମ୍ପତି ସୋମବାର ଜିଲାପାଳଙ୍କ ଅଭିଯୋଗ ଶିବିରକୁ ଅଭିଯୋଗ କରିବା ପାଇଁ ବ୍ଲକ କାର୍ଯ୍ୟାଳୟ ଆସିଥିଲେ। ବାର୍ଦ୍ଧକ୍ୟ ଭତ୍ତା...
ଓଲଟିଲା ଟ୍ରାକ୍ଟର, ଚାପି ହୋଇ ଚାଳକ ମୃତ
ଜୁନାଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାନ୍ଦୁଲବନ୍ଦ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ସାମାନକୁ ଆସିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଚାଳକ ଜଣକ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଗୌଡଛେଣ୍ଡିଆ ଗଁାର...
Archives


