କଳାହାଣ୍ଡି

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ ରାମପୁର…

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ କଂଗ୍ରେସର ବିରୋଧ: କଂଗ୍ରେସ କର୍ମକର୍ତ୍ତାଙ୍କୁ ଉଠାଇନେଲା ପୋଲିସ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା। ଏହା ପୂର୍ବରୁ ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ସମେତ ୨୨ଜଣ…

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ…

କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି। ପ୍ରଥମ…

ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ କେଶବ ସଭାପତି, ସମ୍ବିତ ପୁଣି ସମ୍ପାଦକ

ବାଲେଶ୍ୱର,୩୦।୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି । ଶନିବାର ରାତି ୧୨ ଟାରେ ଫଳାଫଳ ପ୍ରକାଶ ପାଇଛି । ସଭାପତି ଭାବେ କେଶବ କୁମାର ଆଚାର୍ଯ୍ୟ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ମନୋଜ…

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିବେ।…

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଭାବେ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ଗଣେଶ୍ୱର ପଟ୍ଟନାୟକ, ସହକାରୀ…

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲାର ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ଗୁଣୁପୁରର ବଙ୍ଗଳା ପଡ଼ା ଠାରେ…

ସୀମା ନିର୍ଦ୍ଧାରଣକୁ ନେଇ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅସନ୍ତୋଷ ,ଜିଲାପାଳଙ୍କୁ ଅଭିଯୋଗ

କେସିଙ୍ଗା,୨୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ହେଉଛି ଏକ ପୁରାତନ ଆଦିବାସୀ ଅଧୁଷ୍ଠିତ ଗ୍ରାମ। ପଥର୍ଲା, ପଲକା ପଡା ଓ ବାହାଦୂରପଦର ପଡାର ମୁଖ୍ୟ ପାହାଡ ହେଉଛି ମଣିଭଦ୍ରା ବିରିପୁରା ପାହାଡ । ସେହି ମଣିଭଦ୍ରା…

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରାଧାମାଧବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼…

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ କୃଷକ /ଅଂଶଧନକାରୀମାନଙ୍କୁ ନେଇ ଏକ ସାଧାରଣ ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?