କଳାହାଣ୍ଡି

୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣା ନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର…

ଡିଏସ୍‌ସିର ହେଉଛି ଅପବ୍ୟବହାର

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): ଅନୁନ୍ନତ ଅଞ୍ଚଳରେ ଶିକ୍ଷାର ଅଭାବ ଥିବା ଜନପ୍ରତିନିଧି ଓ ଅଙ୍କୁଶ ନ ଥିବା ସରକାରୀ ବ୍ୟବସ୍ଥା ଭିତରେ କୋଟି କୋଟି ଟଙ୍କାର କେଳେଙ୍କାରୀ ଏବେ ପଦାକୁ ଆସୁଛି। ଲୋକଙ୍କୁ ସାମାଜିକ ସୁବିଧା ଯୋଗାଇବା ଦାୟିତ୍ୱରେ ନିୟୋଜିତ କର୍ମଚାରୀ…

ବିଜେଡିକୁ ଶକ୍ତ ଧକ୍କା: ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ

ଥୁଆମୂଳ ରାମପୁର,୨୭।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିଜେଡିକୁ ଗୋଟେ ପରେ ଗୋଟେ ଶକ୍ତ ଧକ୍କା ଲାଗିଛି। ବିଗତ ଦିନରେ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧକ୍ଷ ଦୟାନିଧି ମାଝୀଙ୍କ ନାମରେ ଆଗତ ଅନାସ୍ଥା ଆଣିଥିଲେ କିଛି ସରପଞ୍ଚ…

ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍‌: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍‌ ସହ ଧକ୍କା ହେବା ପରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡିଥିଲା। ଫଳର…

ସମସ୍ୟାଘେରରେ ବିଜ୍ରାଦର ଗାଁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ ବି ସମସ୍ୟାଘେରରେ ଛନ୍ଦିହୋଇ ରହିଛି। ଗାଁରେ ୧୮ ଆଦିବାସୀ ପରିବାର ଓ ୩ ଦଳିତ…

ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ଶାନ୍ତିନଗର ପଡ଼ା, ଡୁକେରମାଲ,ଫଲସାପଡ଼ଠାରେ ଅତିରିକ୍ତ…

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ ଦୋକାନକରି ଚଳୁଥିବା ରତ୍ନାକର ଗଉଡ଼ ଓ ତାଙ୍କ ସ୍ତ୍ରୀ ଗୋମତୀ ଗଉଡ଼ ଦୋକାନରେ ଜଳଖିଆ…

ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ

ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଘଟଣାରେ ପଦ ହରାଇବେ ସରପଞ୍ଚ ସମ୍ବାରି ମାଝୀ। ଥୁଆମୁଳ ରାମପୁର…

ଆଧାର ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ପରିବାର

ଥୁଆମୂଳ ରାମପୁର,୨୬ା୩ (ଦୁର୍ଗା କୀର୍ତ୍ତି):ବର୍ତ୍ତମାନ କୌଣସି ସରକାରୀ ଯୋଜନାର ଲାଭ ପାଇବାକୁ ହେଲେ ଆଧାର କାର୍ଡକୁ ମୁଖ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯାଉଛି। ଏପରି କି ପିଲାଙ୍କ ପାଠପଢା ପାଇଁ ଆଧାର ଜରୁରୀ ହୋଇପଡିଛି। ହେଲେ ଆଧାର କାର୍ଡ ନ ଥିବାରୁ…

ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀଙ୍କ ତାଲିମ ଶିବିର ଉଦଯାପିତ

କର୍ଲାମୁଣ୍ଡା:୨୫।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀମାନଙ୍କ ଦ୍ୱିଦିନିଆ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଅବସରରେ ସୋମବାର ପ୍ରଥମ ଦିବସରେ ରାଜପୁର ପଞ୍ଚାୟତ ସୁରୁଜୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଜୋରାଡବରା…

ଖାଲି ପଡ଼ିଛି ୫୧ ପଦବୀ: ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭବାନୀପାଟଣା,୨୪ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାବାସୀଙ୍କ ଦୀର୍ଘଦିନର ଆନ୍ଦୋଳନ ପ ରାଜ୍ୟ ସରକାରଙ୍କ ପକ୍ଷରୁ ଭବାନୀପାଟଣା ସହର ଭଙ୍ଗାବାରୀଠାରେ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଘୋଷଣା ହୋଇଥିଲା। ୨୦୨୩ ମସିହାରୁ ଏଠାରେ ପାଠପଢା ଆରମ୍ଭ ହୋଇଛି। ହେଲେ ମେଡିକାଲ କଲେଜରେ…

ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ

କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗତବର୍ଷ ମଣ୍ଡି ଖୋଲିବାକୁ ଅନୁମତି ଦେଇଥିଲେ ମଧ୍ୟ ଜାଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?