କଳାହାଣ୍ଡି

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ, ସାଙ୍ଘାତିକ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୩ା୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ ପରମାନନ୍ଦପୁର ଛକ ନିକଟରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ଠାବ ହୋଇଛି। ମୃତା ମହିଳାଙ୍କ ନାମ ସୁସ୍ମିତା ସାହ। ୩ବର୍ଷ ତଳେ ସେ ବିବାହ କରିଥିଲେ। ତାଙ୍କ…

ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାମ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ ବିଶୁଦ୍ଧ ପାନୀୟ ଜଳ ଅନ୍ୟତମ । ବିଶୁଦ୍ଧ ପାନୀୟଜଳ ସକାଶେ ପୂର୍ବ ସରକାରଙ୍କ ବୃହତ…

୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ

ଜୁନାଗଡ଼, ୩ା୨(ସୁନୀଳ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ଖେଳ ପଡିଆଠାରେ ଫେବୃଆରୀ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଜୁନାଗଡ଼ ମହୋତ୍ସବ ପାଳନ କରାଯିବ। ଏହାକୁ ନେଇ ମହୋତ୍ସବ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି…

ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଠାରେ ଶନିବାର ଏସସିଏମସି ଏବଂ ସ୍କିଲ୍ ଇନ୍ ଓଡ଼ିଶା ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପକ୍ଷରୁ ଡିଏମଏଫ୍ଟି ଯୋଜନାରେ ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ଥୁଆମୂଳ ରାମପୁର ଠାରେ ଉଦଘାଟିତ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ କୋକସରା ଗ୍ରାମର ଅଶୋକ କୁମାର ଦାସ(୫୪)। ଅଶୋକ ଦୀର୍ଘ ବର୍ଷ ହେଲା…

ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା…

ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଭବାନୀପାଟଣା/ଲାଞ୍ଜିଗଡ଼,୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ କାଦୋମାଳିରେ ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚାଷଜମିରେ ଘର କରି ରହିଥିବା ଦୋରାସାର୍ଲି ଗାଁର ମାଗାନା ମାଝୀ…

ରାଜପଥରେ ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା

କୋକସରା,୧ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା କାଉଡୋଳା ରାସ୍ତାର ଏକ ବୁଲାଣି ନିକଟରେ ଶନିବାର ବାଇକ୍‌-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କାହେବା ଫଳରେ ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ସେ ହେଲେ ବରାଡ଼ଙ୍ଗା ପଞ୍ଚାୟତ ତେନ୍ତୁଳିପଡ଼ା ଗ୍ରାମର…

ଆଲୁମିନା ପାଉଡର ଭର୍ତ୍ତି ବୋଲେରୋ ଜବତ, ଧରାପଡିଲେ ୨ ଅଭିଯୁକ୍ତ

ଲାଞ୍ଜିଗଡ଼,୧ା୨(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ ପୋଲିସ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି କରୁଥିବା ବେଳେ ବଲାଙ୍ଗୀର ଜିଲା ମାଳିଶିରାକ୍ର ରଞ୍ଜିତ ଘିଭେଲା (୨୪) ଏବଂ ରାୟଗଡା ଜିଲା ଜେକେପୁରର ଚନ୍ଦ୍ର କୌଶଲ୍ୟI (୪୩)ଙ୍କୁ ଗିରଫ କରିବା…

ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧ା୨(ଉତ୍ତମ କୁମାର ଦାଶ)): କଳାହାଣ୍ଡି ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ୮ ଅଭିଯୁକ୍ତଙ୍କୁ ଗିରଫ…

ଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷ

ଥୁଆମୂଳ ରାମପୁର,୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭା ଗୃହ ଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଏବଂ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଆର୍ଥିକ ବର୍ଷ ୨୦୨୪-୨୫…

‘ଛାତ୍ରୀମାନେ ଆଗେଇଲେ ଦେଶ ଆଗେଇବ’

କେସିଙ୍ଗା,୩୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନଶିକ୍ଷକ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧକାରୀ ଆନନ୍ଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?