କଳାହାଣ୍ଡି

୩୭ ଦିନରେ ପହଞ୍ଚିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବି

କୋକସରା,୪ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗଣଧାରଣା ଆଜିକୁ ୩୭ ଦିନରେ ପହଞ୍ଚିଛି। ବୁଧବାର କ୍ରିୟାନୁଷ୍ଠାନ କମିଟିର ଡାକରାରେ ଧର୍ମଗଡ଼ ଉପଖଣ୍ଡର ଗୋଲାମୁଣ୍ଡା, ଧର୍ମଗଡ଼, କୋକସରା, କଲମପୁର ବ୍ଲକରେ ବନ୍ଦ ଡାକରା ଦିଆଯାଇଛି। ଫଳରେ…

ଏପଟେ ଚାଲିଛି ସାଇବର ସଚେତନ ପକ୍ଷ, ସେପଟେ ୫୬ ହଜାର ଟଙ୍କା ଠକେଇର ଶିକାର ଛାତ୍ରୀ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): ଦିନକୁ ଦିନ ସାଇବର ଠକେଇ ବଢ଼ିବାରେ ଲାଗିଛି। ଏହି ସାଇବର ଠକାମୀରୁ ବଞ୍ଚିବା ପାଇଁ ପୋଲିସ ବିଭାଗ ପକ୍ଷରୁ ସାଇବର ସଚେତନ ଅଭିଯାନ ସାରା ରାଜ୍ୟରେ ପାଳନ କରାଯାଉଛି। ସରକାରଙ୍କ ତରଫରୁ ମଧ୍ୟ ବ୍ୟାପକ ସଚେତନ କରାଯାଉଛି। ତଥାପି…

କାନ୍ଥ ତଳେ ଚାପି ହୋଇ ଶିଶୁ କନ୍ୟାଙ୍କ  ମୃତ୍ୟୁ 

କୋକସରା,୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ  ଆମପାଣି ଥାନା ଅଧୀନରେ ଥିବା କୁସୁମଖୁଣ୍ଟି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମରେ ଥିବା ପରିତ୍ୟକ୍ତ କ୍ଲବ ଘର କାନ୍ଥ ଭୁଶୁଡ଼ି ଜଣେ ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ବାଲୁକା କଳାରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା,୨ା୧୦(ପ୍ରଦୀପ କୁମାର ସାହୁ): ସାରା ଦେଶରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ସୋମବାର ପାଳିତ ହେଉଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଡଙ୍ଗରମୁଣ୍ଡା ଗ୍ରାମର ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ ସାହୁ ତାଙ୍କ ବାଲୁକା କଳା ମାଧ୍ୟମରେ…

ଜୁନାଗଡ଼ରେ ଟ୍ରିପଲ୍‌ ମର୍ଡର: କାରଣ ଖୋଜୁଛି ପୋଲିସ

ଭବାନୀପାଟଣା/ଜୁନାଗଡ଼,୨ା୧୦(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଶଙ୍କରପଲା ଗ୍ରାମରେ ରବିବାର ଟ୍ରିପଲ ମର୍ଡର ହୋଇଥିବା ସୂଚନା ମିଳିଛି। କେହି ଦୁର୍ବୃତ୍ତ ୩ଜଣଙ୍କୁ ଗଳାକାଟି ହତ୍ୟା କରି ଫେରାର ହୋଇଯାଇଛି। ମୃତକମାନେ ହେଲେ ଶଙ୍କରପଲା ଗ୍ରାମର ରାଏମତି…

ପୋଖରୀରେ ବୁଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

କୋକସରା,୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଝୀଗୁଡ଼ା ପୋଢ଼ପଡାରେ ରହୁଥିବା ଅଭିଲାଲ ପୋଢ଼ଙ୍କ ୮ ବର୍ଷର ଝିଅ। ମିଳିଥିବା ସୂଚନା ମୁତାବକ,…

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

ଭବାନୀପାଟଣା,୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ଯୁଗସାଇପାଟଣା ପଞ୍ଚାୟତ ସିକେରଗୁଡା ଗାଁରେ ରବିବାର ଏକ ଅଭବାନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହ କରି ବଡ଼ଭାଇ ଜଳ ନାଏକଙ୍କୁ ସାନଭାଇ ପରିବେଶ ନାଏକ ଏବଂ ୨ ପୁତୁରା…

ଖବରଦାତାଙ୍କୁ ହତ୍ୟାଧମକ ଘଟଣା:ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ସାମ୍ବାଦିକ ସଂଘ କର୍ମକର୍ତ୍ତା

ବେହେରା, ୩୦।୯(ଭୂପେଶ ତିୱାରୀ)-ଏକ ଦୈନିକ ଖବର କାଗଜର କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରତିନିଧିଙ୍କୁ ହତ୍ୟା ଧମକ ଓ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଦେଷୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଶୁକ୍ରବାର ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ସାମ୍ବାଦିକ ସଂଘର କର୍ମକର୍ତ୍ତାମାନେ…

କାର୍ଯ୍ୟ ସମାପ୍ତି ତାରିଖ ଶେଷ, ସରିନି ନିର୍ମାଣ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ମୁଖ୍ୟାଳୟ ଭବାନୀପାଟଣାଠାରେ ଗତ ଦେଢବଷରୁ ଊର୍ଦ୍ଧ୍ୱ ଧରି ଚାଲିଥିବା ଆଦର୍ଶ ବସ୍‌ ଟର୍ମିନାଲ ନିର୍ମାଣ କାମ ବିଳମ୍ବିତ ହୋଇଛି। ଏହି ଟର୍ମିନାଲ ନିର୍ମାଣ କାର୍ଯ୍ୟର ଶେଷ (ସମାପ୍ତି) ତାରିଖ ଗତ ଜୁନ୍‌ ୩୦ ତାରିଖ…

 ପାଣି ମୋଟର ଅଚଳ

କେସିଙ୍ଗା,୩୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୨୫ ତାରିଖରୁ ପାଇପ ପାଣି ଠିକ ସମୟରେ ଆସୁନାହିଁ। ଏ ନେଇ ହିତାଧିକାରୀମାନେ ବିଭାଗୀୟ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ପ୍ରତ୍ୟେକ ଦିନ ସକାଳ ୭ଟାରେ ପାଣି ଆସୁଥିଲା। କିନ୍ତୁ ବର୍ତ୍ତମାନ କେତେବେଳେ…

ବଳାତ୍କାରୀଙ୍କୁ ୧୪ବର୍ଷ ଜେଲ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ଥାନା ଅଞ୍ଚଳରେ ୨୦୧୬ରେ ଜଣେ ନାବାଳିକା ସ୍କୁଲ ଛାତ୍ରୀ ବଳାତ୍କାର ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ଜିଲା ସ୍ବତନ୍ତ୍ର ବିଚାରପତି (ପୋକ୍‌ସୋ) ଶୁଭଞ୍ଜନ ମହାନ୍ତି ମାମଲାର ୧୭ଜଣ ସାକ୍ଷ୍ୟ…

ବଜ୍ରପାତରେ ଗଲା ୪ ଜୀବନ

ବେହେରା/ରିଆମାଳ,୨୬।: (ଭୂପେଶ ତିୱାରୀ/ ନିରଞ୍ଜନ ବେହେରା): ମଙ୍ଗଳବାର ବଜ୍ରପାତରେ କଳାହାଣ୍ଡି ଓ ଦେବଗଡ ଜିଲାର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଜିଲାର ଏକ ଚାଷୀ ପରିବାରର ୩ ମହିଳା ଥିବାବେଳେ ଦେବଗଡ ଜିଲା ରିଆମାଳ ବ୍ଲକ ଜୋଡାଗୋଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri