୨୪ରେ ମା’ ମାଣିକେଶ୍ୱରୀଙ୍କଠାରେ ଲାଗି ହେବ ନବାନ୍ନ
ଭବାନୀପାଟଣା,୧୨।୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଅଁାଖାଇ ଆସନ୍ତା ୨୦ ତାରିଖରେ ପାଳିତ ହେବ। ଏହି ପରମ୍ପରା ଅନୁଯାୟୀ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାରେ ଥିବା ମା’ ମାଣିକେଶ୍ୱରୀଙ୍କ ପୀଠରେ ଆସନ୍ତା ୨୪ ତାରିଖ (ରବିବାର) ଭାଦ୍ରବ ଶୁକ୍ଲପକ୍ଷ…
ଗାଈ ପଲଙ୍କ ଉପରେ ଟ୍ରେନ୍ ମାଡ଼ିଯିବା ଘଟଣାର ତଦନ୍ତ ଦାବି: ଗୋପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ
ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ସିଂଝରଣ ଗାଁ ନିକଟ ରେଳ ଧାରଣାରେ ଏକ ଦୁର୍ଘଟଣା ଘଟିଛି। ଗାଈ ପଲ ରେଳ ଲାଇନ ପାର ହେଉଥିବା ବେଳେ ଏକ ଟ୍ରେନ୍ ମାଡି ଯିବାରୁ ୧୧ ଗାଈ,…
୨୨୨୭ ଭୂମିହୀନ ପରିବାରକୁ ମିଳିଛି ଏଲ୍ଆର୍ସି
ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ରାଜ୍ୟ ସରକାର ସହରାଞ୍ଚଳରେ ବାସ କରୁଥିବା ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜାଗା ଦେବା ପାଇଁ ଗତ ୨୦୧୮ରେ ଜାଗା ମିଶନ ଯୋଜନା ଆରମ୍ଭ କରିଥିଲେ। ଏଥିରେ ଗୋଟିଏ ପରିବାରକୁ ୩୮୩ ସ୍କୁଏର ଫୁଟ୍ ସ୍ଥାନ ପାଇଁ ଭୂମି ଅଧିକାର…
ଡିଭାଇଡ଼ରରେ ପିଟିହୋଇ ଚାଲିଗଲା ଜୀବନ
କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି-ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେର ବଡ଼କେନ୍ଦୁଗୁଡା ଛକ ନିକଟରେ ରବିବାର ସାରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା ଡିଭାଇଡ଼ରରେ ପିଟିହୋଇ ଜଣେ ବାଇକ୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଡୁଡୁକାଠେଙ୍ଗା ପଞ୍ଚାୟତ…
ନାଳ ଖୋଳି ୩ ଶହ ଏକର ଜମିକୁ ଜଳସେଚନ
କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତରେ ଅନାବୃଷ୍ଟି ଯୋଗୁ ଚଳିତ ବର୍ଷ ସମ୍ଭାବ୍ୟ ମରୁଡି ପରିସ୍ଥିତି ଉପୁଜିଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ବ୍ଲକକୁ ମରୁଡ଼ି ଘୋଷଣା ସହ ଚାଷ କ୍ଷୟକ୍ଷତି ଆକଳନ କରି ଇନ୍ପୁଟ ସବସିଡ଼ି,…
ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମରୁଡ଼ି ପରିସ୍ଥିତି: ଗ୍ରାମବାସୀଙ୍କ ପୂଜାର୍ଚ୍ଚନା
କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚଳିତ ବର୍ଷ କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଉପୁଜିଛି। ଏନେଇ ଚାଷୀ ନିରାଶ ହୋଇପଡ଼ିଛନ୍ତି। ଏଭଳିସ୍ଥିତିରେ ଗମ୍ଭାରୀଗୁଡ଼ା ପଞ୍ଚାୟତ ବଙ୍ଗୋମୁଣ୍ଡା ଗାଁର ଚାଷୀମାନେ ବର୍ଷା ପାଇଁ…
ପ୍ରାଥମିକରେ ୨୦୩୦, ହାଇସ୍କୁଲରେ ୩୨୨ ଶିକ୍ଷକ ପଦବୀ ଖାଲି
ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ)ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା କରୁଛନ୍ତି। ଏବେ ୫-ଟି ସ୍କୁଲ ରୂପାନ୍ତରିତ କରି କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ହେଲେ ସ୍କୁଲଗୁଡିକରେ ଖାଲି ପଡିଥିବା ଶିକ୍ଷକ ପୁରଣ କରାଯାଉ ନ ଥିବାରୁ…
ନର୍ସିଂ ସଙ୍ଘର ପ୍ରତିବାଦ: ୧୭ରୁ ଇଞ୍ଜେକ୍ଶନ ବନ୍ଦ ଆନ୍ଦୋଳନ
କେସିଙ୍ଗା,୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ନର୍ସିଂ ସଙ୍ଘ ୧୨ଦଫା ଦାବି ନେଇ କଳାବ୍ୟାଜ୍ ପରିଧାନ କରି ଶନିବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ନର୍ସମାନେ ବିଭିନ୍ନ ଦାବି ନେଇ ରାଜ୍ୟ ସରକାରଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ସମସ୍ୟାର…
କାର୍ଯ୍ୟରେ ଯୋଗଦେଲେ ନିର୍ବାହୀ ଅଧିକାରୀ
କେସିଙ୍ଗା,୮ା୯(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ବ୍ଲକର ବିଡିଓଙ୍କ କାର୍ଯ୍ୟାଳୟଠାରେ କେସିଙ୍ଗା ବ୍ଲକର ସମସ୍ତ ନିର୍ବାହୀ ଅଧିକାରୀ ଶୁକ୍ରବାର ଯୋଗଦେଇ ନିଜସ୍ବ ପଞ୍ଚାୟତ କାର୍ଯ୍ୟାଳୟ ଯୋଗ ଦେଇଛନ୍ତି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଦୁଙ୍କୁ ସଂଘ ପକ୍ଷରୁ ସୂଚନା ଦେଇଛନ୍ତି। ନିର୍ବାହୀ ଅଧିକାରୀଙ୍କ…
ରାସ୍ତାରେ ପଡ଼ି ହେଉଥିଲେ ଛଟପଟ, ଉଦ୍ଧାର କଲେ ସ୍ଥାନୀୟ ଲୋକେ
କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଚିଲିଗୁଡ଼ା ନିକଟରେ ବୁଧବାର ସନ୍ଧ୍ୟାରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଚାଳକ ଗୁରୁତର ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହା ଦେଖି…
ମରୁଡ଼ି ଘୋଷଣା ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ଲକ ଉପାଧ୍ୟକ୍ଷ
କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିକୁ ନେଇ ବ୍ଲକର ୨୨ ପଞ୍ଚାୟତକୁ ମରୁଡ଼ି ଘୋଷଣା ସହ କୃଷି ଋଣ ଛାଡ଼ କରିବାକୁ କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି…
ମୂର୍ତ୍ତି ତିଆରି କରି ଲକ୍ଷାଧିକ ଟଙ୍କା ରୋଜଗାର
କର୍ଲାମୁଣ୍ଡା:୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ଦୁଇ କିଲୋମିଟର ଦୂରରେ ରହିଛି ଫଲସାପଡା ଗାଁ। ଗାଁରେ ରୁହନ୍ତି ଶିଳ୍ପୀ ହେମାନନ୍ଦ ସାହୁ(୨୮)। ମୂର୍ତ୍ତି ତିଆରି କରି ବର୍ଷକୁ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଚଳିତ ବର୍ଷ…
Archives


