ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ
ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର ମରାମତି ବଦଳରେ ସେହି କଲଭର୍ଟ ଉପରେ କିଛି କ୍ରଶର ଗୁଣ୍ଡ ପକାଯାଇଛି। ଏପରି…
ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ
ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ ସମସ୍ୟା ସତ୍ତ୍ୱେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଲଙ୍ଗୀ ଗ୍ରାମର ଜଣେ…
ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ
କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନବରଙ୍ଗପୁର(ହିର୍ଲି ଡଙ୍ଗର) ଅଞ୍ଚଳର ସୁକେନ ଗୌଡ଼ ବୋଲି ଜଣାପଡ଼ିଛି।…
ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ
ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର ରଣାଙ୍କୁ ବୁଧବାର ରାତିରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏ ନେଇ…
ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ
ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ ସେବାରେ ଗୁରୁତର ପ୍ରଭାବ ପଡୁଛି । ଡାକ୍ତର ଛୁଟିରେ ଥିବାରୁ ତାଙ୍କ ବଦଳରେ…
ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…
ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ପରେ ପୋଷ୍ଟମୋର୍ଟମ ପାଇଁ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି…
୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..
କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍ବ ହେଲା ନୂଆ ଖମ୍ବ ଓ କେବୁଲ ତାର ଟାଣି ଗାଁ ଗାଁରେ ପୋତା ଯାଇଛି। ବର୍ଷା ଋତୁରେ…
ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ
ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ…
ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ଭବାନୀପାଟଣା/ମ.ରାମପୁର,୫।୮(ଉତ୍ତମ କୁମାର ଦାଶ/ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ…
କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍ରେ ପକାଯାଉଛି ମଶାତେଲ
କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍ରେ ମଶାତେଲ ପକାଯାଉଛି। ବର୍ଷାଋତୁରେ ଏହି ସହରରେ ଥିବା ୧୧ ନମ୍ବର ଓ୍ବାର୍ଡରେ ଡେଙ୍ଗୁ ରୋଗ ରପ୍ରାଦୁର୍ଭା…
୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି
କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଆଇସିଡିଏସ ଯୋଜନାରେ ଏହି ବ୍ଲକରେ ରହିଛି ୭୫ଟି ଅଙ୍ଗନୱାଡି କେନ୍ଦ୍ର। ତେବେ…
ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ
କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ ଅଭିଭାବକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟରେ ପ୍ରଥମ…

