କଳାହାଣ୍ଡି

ସରୋଜ ବାଗ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ରାଜ୍ୟ ସାଧାରଣ ସମ୍ପାଦକ ମନୋନୀତ

ଭବାନୀପାଟଣା,୧୦ା୩(ଉତ୍ତମ କୁମାର ଦାଶ): ଓଡ଼ିଶା ରାଜ୍ୟ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନର ସାଧାରଣ ସମ୍ପାଦକ ଭାବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ସରୋଜ ବାଗଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରାଯାଇଛି। ଏହା ପୂର୍ବରୁ ସେ ଭବାନୀପାଟଣା ସହରର ଟାଉନ କାର୍ଯ୍ୟକାରୀ…

ବିଜେପୁର ଥାନା ପକ୍ଷରୁ ନୂଆ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧିକାରୀ ବିଶ୍ଵମ୍ବର କହଁରଙ୍କ ସଭାପତିତ୍ୱରେ ବେନଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ଠାରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…

ମୋହନ ବିଶି ପାଇଲେ ରାଜ୍ୟପାଳ ପୁରସ୍କାର

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା ଯୁବ ରେଡ୍‌କ୍ରସ ପରାମର୍ଶଦାତା ମୋହନ ଚରଣ ବିଶି ପୁରସ୍କୃତ ହୋଇଛନ୍ତି। ଭୁବନେଶର ରାଜଭବନର ନୂଆ ଅଭିଷେକ…

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୭ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତ ବାଣିପଙ୍ଗାସ୍ଥିତ ସରକାରୀ ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ବସନ୍ତ କୁମାର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଥୁଆମୂଳ ରାମପୁର…

ଆନ୍ତର୍ଜାତୀୟ ବିଜ୍ଞାନ ପ୍ରଦର୍ଶନୀ: ରାଜମିସ୍ତ୍ରୀଙ୍କ ଝିଅ ଯିବେ ଜାପାନ

ବରଗଡ଼,୭।୩(ପ୍ରେମାନନ୍ଦ ଖମାରୀ): ଆନ୍ତର୍ଜାତୀୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବା ପାଇଁ ବରଗଡ଼ ଜିଲାର ୨ଝିଅ ମନୋନୀତ ହୋଇଛନ୍ତି। ସେମାନେ ହେଲେ, ଭଟଲି ବ୍ଲକ କେଶାଇପାଲି ଗ୍ରାମର ଦିବ୍ୟାସା ପ୍ରଧାନ ଏବଂ ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା ଗ୍ରାମର ଟିକେଶ୍ୱରୀ ଭୁଏ। ବରଗଡ଼ର…

ଗ୍ରାହକସେବା କେନ୍ଦ୍ରରେ ଚଞ୍ଚକତା ଅଭିଯୋଗ, ଲିଙ୍କ ଆସୁନାହିଁ କହି ୫୦ ହଜାର ଉଠାଇନେଲେ…

ଲାଞ୍ଜିଗଡ଼,୭ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତରେ ଥିବା ଗ୍ରାହକ ସେବାକେନ୍ଦ୍ରରେ ଚଞ୍ଚକତା କରି ଗ୍ରାହକଙ୍କ ଜମାଖାତାରୁ ୫୦ ହଜାର ଟଙ୍କା ଉଠାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବେନଗାଁ ଷ୍ଟେଟବ୍ୟାଙ୍କ ଶାଖା ଅଧୀନ ବିଜେପୁର…

ଭାଇ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିଲେ, ରାସ୍ତାରେ ଛକିବସିଥିଲା

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ବିରିମୁହାଣ ଛକ ନିକଟରେ ଶୁକ୍ରବାର ଏକ ବାଇକ୍‌କୁ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା। ଫଳରେ ବାଇକ୍‌ରେ ଥିବା ୩ ଯୁବକଙ୍କ ମଧ୍ୟରୁ…

ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯିବ: ଆକ୍ସନ ମୋଡରେ କେସିଙ୍ଗା ବ୍ଲକର ନୂଆ ବିଡ଼ିଓ

କେସିଙ୍ଗା,୭।୩ (ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ନୂତନ ବିଡ଼ିଓ ଭାବେ ଜନ୍ମେଜୟ ସ୍ବାଇଁ ଗୁରୁବାର ଦାୟିତ୍ୱ ନେଇଛନ୍ତି। ସେ ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଜନ୍ମେଜୟ ସ୍ବାଇଁ ନୂଆପଡ଼ା ଜିଲା…

ନିଆଁ ଲାଗି କାଜୁ ଫସଲ ନଷ୍ଟ

କୋକସରା,୬ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନାଗପଡା ନିକଟରେ ଥିବା କାଜୁ ଜଙ୍ଗଲ ସମେତ ଆଖପାଖ ଚାଷଜମିରେ ଗୁରୁବାର ନିଆଁ ଲାଗିଯାଇଥିଲା। ଫଳରେ କିଛି ସମୟ ମଧ୍ୟରେ ନିଆଁ କାଜୁ ଜଙ୍ଗଲକୁ ବ୍ୟାପୀ ଯାଇଥିଲା। ଏହା…

ନୂଆ ଆପରାଧିକ ଆଇନ ସଚେତନତା: ବହୁସଂଖ୍ୟାରେ ଜନସାଧାରଣଙ୍କ ଯୋଗଦାନ

ଲାଞ୍ଜିଗଡ଼,୫ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଥାନା ପକ୍ଷରୁ ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶାଳଙ୍କ ସଭାପତିତ୍ୱରେ ଛତ୍ରପୁର ପଞ୍ଚାୟତ ଅଧିନସ୍ଥ ମସ୍କI ପଦର ଗ୍ରାମ ପରିସରରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

କଳାହାଣ୍ଡିରେ ବଳ ଗୋଟାଉଛି ଭାଜପା: ବିଜେଡି ଛାଡ଼ି ସାମିଲ ହେଲେ ଏକାଧିକ ସରପଞ୍ଚ, ସମିତି ସଭ୍ୟାସଭ୍ୟ, ଓ୍ବାର୍ଡ ସଦସ୍ୟ

ଭବାନୀପାଟଣା,୬ା୩(ଉତ୍ତମ କୁମାର ଦାଶ): ରାଜ୍ୟରେ ଭାଜପା ସରକାର ଆସିବା ପରେ କଳାହାଣ୍ଡି ଜିଲାରେ ଦଳର ଲୋକପ୍ରିୟତା ବଢୁଥିବା ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ଆସ୍ଥା ପ୍ରକଟ କରି ବିଭିନ୍ନ ଦଳର କାର୍ଯ୍ୟକର୍ତ୍ତା…

ଶ୍ରମିକଙ୍କ ପାରିଶ୍ରମିକ ଆତ୍ମସାତ୍‌: ଦେଢ଼ବର୍ଷ ହେଲାଣି ମିଳୁନି, ବିଡିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୬ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚର ଗ୍ରାମର ମୁଖ୍ୟ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ତତ୍‌କାଳୀନ ସରକାର ଥିବାବେଳେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରୁ ଏକ ବସ୍‌ ଷ୍ଟପେଜ୍‌ ଗତ ୮.୧୧.୨୩ରେ ନିର୍ମାଣ କାର୍ଯ୍ୟଆରମ୍ଭ ହୋଇ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?