କଳାହାଣ୍ଡି

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

କର୍ଲାମୁଣ୍ଡା:୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପରେଡ଼ ପଡ଼ିଆରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇଙ୍କ ନେତୃବରେ କର୍ଲାମୁଣ୍ଡା ବସ୍ତି ସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ଘୁମୁରା ତାଳେତାଳେ ମଶାଲ…

ବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ନାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଗ୍ରାମରେ ବେଆଇନ ମଦ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା। ସ୍ଥାନୀୟ ଅବକାରୀ ବିଭାଗ ଚଢ଼ାଉ କରୁଥିବାବେଳେ ଗ୍ରାମବାସୀଙ୍କ ଆକ୍ରମଣର…

୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ

ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା ସାଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାବହ ବ୍ଲକ୍ ସ୍ତରୀୟ ୨୭ ତମ…

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ କରାଯାଇଛି।…

ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ

କର୍ଲାମୁଣ୍ଡା୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଓଡ଼ିଶା ସରକାରଙ୍କ ଶ୍ରୀଅନ୍ନ ଅଭିଯାନ ସଚେତନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର…

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍‌। ଏବେ ଉକ୍ତ ଡ୍ୟାମ୍‌ ପ୍ରାୟ…

ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ ସେଚନ…

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ ରବିବାର…

କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଜୁନାଗଡ଼ ବ୍ଲକର ୬୦ ଜଣ ଚାଷୀ (ଉଭୟ ମହିଳା…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୱାର୍ଡସଭ୍ୟ

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଗଣ୍ଡ ବାରୋଝୋଲା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ସ୍ଥାନୀୟ ନାଏବ ସରପଞ୍ଚ ଓ ୱାର୍ଡମେମ୍ବର। ଏ ନେଇ ଶୁକ୍ରବାର ସେମାନେ ଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗପତ୍ର ଦେଇଛନ୍ତି। ସ୍ଥାନୀୟ ସରପଞ୍ଚ ମାସିକ…

ମନରେଗାରେ ମହାଦୁର୍ନୀତି: କାମ ନ କରି ଟଙ୍କା ହଡ଼ପ ଅଭିଯୋଗ

ଥୁଆମୂଳ ରାମପୁର,୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡ଼େପଦର ପଞ୍ଚାୟତରେ ମନରେଗା ଯୋଜନା ଅର୍ଥ ହଡ଼ପ ହୋଇଥିବା ଭଳି ଏକ ସଂଗୀନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଖମାରପଦର ଗ୍ରାମରେ ମନରେଗା ଯୋଜନାରେ କାର୍ଯ୍ୟାଦେଶ…

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ସମସ୍ତ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?