କଳାହାଣ୍ଡି

‘ଆମ ଓଡିଶା, ଆମ ଗାଁ ବିକାଶ’ ଉପରେ ଗୁରୁତ୍ୱ: ବିଭାଗୀୟ କର୍ମଚାରୀଙ୍କୁ ତାଗିଦ

ଥୁଆମୂଳ ରାମପୁର,୨୬।୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଳକ ସଭାଗୃହ ଠାରେ ଦ୍ବିମାସିକ ପଞ୍ଚାୟତ ସମିତି ବୈଠକ ବ୍ଳକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁଚରଣ ମୁଦୁଲି…

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଉନ୍ମୁକ୍ତ କାଣ୍ଡ: ଦୀର୍ଘ ସମୟ ପରେ ଉଦ୍ଧାର

କର୍ଲାମୁଣ୍ଡା,୨୬।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ବୋରପଦର ଗ୍ରାମ ପଞ୍ଚାୟତ ଭଟାପଲା ଗାଁରେ ଥିବା ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତେବେ ଦୀର୍ଘ ସମୟ ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ…

ପଞ୍ଚାୟତ ସମିତି ବୈଠକରେ ବନବିଭାଗ ବିଭାଗୀୟ କର୍ମକର୍ତ୍ତା ଅନୁପସ୍ଥିତ: କାର୍ଯ୍ୟାନୁଷ୍ଠାନ ଦାବି

ଲାଞ୍ଜିଗଡ,୨୬।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୂରସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସର ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାହାଣ୍ଡି ଲୋକ…

ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀ ହନ୍ତସନ୍ତ:ଟଙ୍କିକିଆ ଚାଉଳ ପାଇଁ ଖର୍ଚ୍ଚାନ୍ତ

ଭବାନୀପାଟଣା,୨୬।୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନଏସିରେ ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀମାନେ ଏବେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଯାହାକୁନେଇ ସେମାନଙ୍କ ମଧ୍ୟରେ ତୀବ୍ର ଉଦବେଗ୍‌ ପ୍ରକାଶ ପାଇଛି। ଜୁନାଗଡ ଏନଏସିରେ ୧୨ଟି ୱାର୍ଡ ଥିବାବେଳେ ଏଥିରେ ୪୦୬୭ ଜଣ…

ନାମ ବଦଳିଲା, ପୂରଣ ହେଲାନି ପଦବୀ

ଭବାନୀପାଟଣା,୨୫।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ବିଶ୍ୱ ବିଦ୍ୟାଳୟରୁ ନାମ ପରିବର୍ତ୍ତନ ହୋଇ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ହେଲା। ତଥାପି ପୂରଣ ହେଲାନି ପଦବୀ। ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଏବେ ଅନେକ ପଦବୀ ଖାଲିପଡିଛି। ଯାହାକୁ ନେଇ ଜିଲାର ଶିକ୍ଷାବିତ୍‌, ବୁଦ୍ଧିଜୀବୀଙ୍କ…

ସରକାରୀ ବସକୁ ଭାୟା କେସିଙ୍ଗା-ଅମାଠ ଛକ-ମ.ରାମପୁର ଦେଇ ଚଳାଇବାକୁ ମନ୍ତ୍ରୀଙ୍କ ନିକଟରେ ଦାବି

କେସିଙ୍ଗା, ୨୪ା୨(ତୁମେଶ୍ଵର ସାହୁ): କଳାହାଣ୍ଡି ଗଞ୍ଜାମ ଜିଲା ସହିତ ଏକ ବ୍ୟବସାୟିକ ସଂପର୍କ ରହିଆସିଛି। ବ୍ୟବସାୟ ବାଣିଜ୍ୟ ସହିତ ପାଠପଢା ଓ ଅନ୍ୟାନ୍ୟ କାର୍ଯ୍ୟରେ ପ୍ରାୟ ପ୍ରତ୍ୟହ ଅନେକ ଯାତ୍ରୀ, ଛାତ୍ରଛାତ୍ରୀ ବ୍ରହ୍ମପୁରକୁ ଯିବାଆସିବା କରିଥାନ୍ତି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

ଜିଲାରେ କୃଷିଭିତ୍ତିକ ଶିଳ୍ପର ବିକାଶ ବାଟବଣା

ଭବାନୀପାଟଣା,୨୪ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଗୌଡ଼ସର୍ଗିଗୁଡା ଓ ଭବାନୀପାଟଣା ସରକାରୀ ଆଇଟିଆଇ ନିକଟରେ ଘରୋଇ ଉଦ୍ୟମରେ ୨ଟି ଚିନିକଳ ପ୍ରତିଷ୍ଠା ହୋଇଥିଲା। ଭବାନୀପାଟଣା ଚିନିକଳ ୧୯୭୭ରୁ ବନ୍ଦ ହୋଇଥିବା ବେଳେ ସର୍ଗିଗୁଡା ଚିନିକଳ ୨୪ବର୍ଷ ହେଲା ବନ୍ଦ…

ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଗୋଲାମୁଣ୍ଡା,୨୩ା୨(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଫାଣ୍ଡି ଅନ୍ତର୍ଗତ ଘୋଟିଆ ବ୍ରିଜ ନିକଟରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକହେଲେ ଭବାନୀପାଟଣା ଥାନା ଅନ୍ତର୍ଗତ ଦେପୁର ଗ୍ରାମର ସୁରେନ୍ଦ୍ର କୁମାର ଜାନି(୩୦)।…

ଦୁର୍ଗମ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ମାସକୁ ୮ ରୁ ୧୨ ଦିନ ସ୍କୁଲ ଆସୁଛନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୨।୦୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ସରକାର ଠାରୁ ଆରମ୍ଭ କରି ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତି ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେବି ଦୁର୍ଗମ ଅଞ୍ଚଳରେ ଶିକ୍ଷାର ଉନ୍ନତି ହୋଇନାହିଁ, କେଉଁଠି ଶିକ୍ଷକ ନାହାନ୍ତି ତ…

ଡଙ୍ଗରିଆ କନ୍ଧଙ୍କ ନିୟମରାଜା ପର୍ବ ସମ୍ପନ୍ନ, ନିୟମଗିରି ପାହାଡ଼ ସୁରକ୍ଷା ପାଇଁ ଆଦିବାସୀଙ୍କ ବଜ୍ରଶପଥ

ଲାଞ୍ଜିଗଡ, ୨୩/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଓ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୀମାନ୍ତରେ ଥିବା ଡଙ୍ଗରିଆ କନ୍ଧମାନଙ୍କ ଦ୍ବାରା ନିୟମରାଜା ପର୍ବ ପାଳନ ରବିବାର ସମ୍ପନ୍ନ ହୋଇଯାଇଛି। ନିୟମରାଜାଙ୍କ ନିୟମଗିରି ପାହାଡ଼ ଶିଖରରେ ଥିବା ଧଙ୍ଗଡ଼Iବସା…

ଗାଁ ମୁଣ୍ଡରେ ଘୁରିବୁଲୁଛି ମଣିଷମରା ଦନ୍ତାହାତୀ, ନିଆଁଜାଳି ରାତିରେ ଜଗି ବସୁଛନ୍ତି ଗାଁଲୋକେ

ଲାଞ୍ଜିଗଡ଼, ୨୩।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜୀ ପଞ୍ଚାୟତ ଅନ୍ତର୍ଗତ ଦକ୍ଷିଣ ବନଖଣ୍ଡ ବିଶ୍ବନାଥପୁର ରେଞ୍ଜ ତୁର୍କା ଗାଁ ମୁଣ୍ଡରେ ଦନ୍ତାହାତୀ ବୁଲୁଛି। ସେଥିପାଇଁ ରାତିହେଲେ ଗାଁ ମୁଣ୍ଡରେ ନିଆଁଜାଳି ଜଗି ବସୁଛନ୍ତି ତୂର୍କା ଗ୍ରାମବାସୀ I…

ସରପଞ୍ଚ, ସମିତି ସଭ୍ୟ ଆଣିଲେ ସାଂଘାତିକ ଅଭିଯୋଗ

କେସିଙ୍ଗା,୨୨ା୨(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପୂର୍ବତନ ବିଡିଓ ମିଥ୍ୟା ବିଲ୍‌ କରି ଟଙ୍କା ଆତ୍ମସାତ୍‌ କରିଥିବା ନେଇ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ଦର୍ଶାଯାଇଛି, ଏହି ବ୍ଲକରେ ଆମ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?