ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟୟ, ଲହଡ଼ି ମାରୁଛି ବର୍ଷା ପାଣି
କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଲଗାଣ ବର୍ଷା ଯୋଗୁ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ମୁକୁଳା ଡ୍ରେନରୁ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକଡ଼ରେ ଥିବା ଦୋକାନ ଆଗରେ ଲହଡ଼ି ମାରୁଛି। ଏପରି କିଛି ଚିତ୍ର…
ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ପରିବାର
କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୩ଦିନ ଧରି ଲଘୁଚାପ ଜନିତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅନେକ ସ୍ଥାନରେ ବର୍ଷା ଜନିତ କ୍ଷୟକ୍ଷତି ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ବରାଡଙ୍ଗା ଗ୍ରାମର ଜୟସେନ ମାଝିଙ୍କ ମାଟି ଘର…
ଧୋଇଗଲା କଲଭର୍ଟ
ଏମ୍.ରାମପୁର,୨ା୮: କଳାହାଣ୍ଡି ଜିଲା ମ.ରାମପୁରଠାରେ ୧୯୫ମିଲିମିଟର ବର୍ଷା ହୋଇଛି। ଯାହାକି କଳାହାଣ୍ଡିରେ ସର୍ବାଧିକ ରେକର୍ଡ କରାଯାଇଛି। ଏହି ବର୍ଷା ଯୋଗୁ ମ.ରାମପୁର ଅଞ୍ଚଳରେ ରାସ୍ତାଘାଟ, କଲଭର୍ଟ, ଚାଷଜମି, ବାସଗୃହ ପ୍ରମୁଖ କ୍ଷତିସାଧନ କରିଛି। ମ. ରାମପୁର ସହରସ୍ଥିତ ନୋଡାଲ ୟୁପି ସ୍କୁଲରେ…
ପାଣିରେ ବୁଡ଼ିଛି ଧାନତଳି, ଆଶଙ୍କାରେ ଚାଷୀ
କର୍ଲାମୁଣ୍ଡା,୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ ନଦୀନାଳ ଭର୍ତ୍ତି ହୋଇଥିବା ବେଳେ ଚାଷୀଙ୍କ ଜମି ମଧ୍ୟ ଜଳ ମଗ୍ନ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ରୁଆ ଓ ବେଉଷଣ ହୋଇଥିବା ଧାନତଳି…
ଲଗାଣ ବର୍ଷାରେ ଧସିଲା ଘର, ଚାପି ହୋଇଗଲେ ଗୋଟିଏ ପରିବାରର ୬ ସଦସ୍ୟ
ଭବାନୀପାଟଣା,୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବିମଳା ଗ୍ରାମରେ ବୁଧବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଲଗାଣ ବର୍ଷା ଯୋଗୁ ଏଠାକାର ଗୋଟିଏ ଘର ହଠାତ୍ ଧସିପଡ଼ିବାରୁ ପରିବାରର ୬ ଜଣ ସଦସ୍ୟ ତଳେ ଚାପିହୋଇ ଯାଇଥିଲେ।…
ଶୁଣିଲାନି କ୍ଷୁଦ୍ର ଜଳସେଚନ ବିଭାଗ, ନିଜସ୍ବ ଉଦ୍ୟମରେ ଭଙ୍ଗା କେନାଲକୁ ମରାମତି କରି ଜଳସେଚନ କରୁଛନ୍ତି ଚାଷୀ
କୋକସରା,୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)ଜଳସେଚନର ସୁବ୍ୟବସ୍ଥା ଓ ଚାଷୀଙ୍କ ଚାଷଜମିକୁ ଜଳସେଚନ ପାଇଁ କୋଟି କୋଟି ଟଙ୍କା ଅନୁଦାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ଅଣୁ ବିଭାଗ ପକ୍ଷରୁ ଚେକ ଡ୍ୟାମ ନିର୍ମାଣ କରାଯାଇଛି । ହେଲେ…
ଶ୍ରେଣୀ ଗୃହରେ ପଶିଲା ପାଣି
ଏମ. ରାମପୁର,୧।୮(ଶଶିଭୂଷଣ ପ୍ରହରାଜ ): କଳାହାଣ୍ଡି ଜ଼ିଲାର ସବୁଠୁ ପୁରୁଣା ନୋଡାଲ ୟୁପି ସ୍କୁଲ ପରିସରରେ ବର୍ଷା ପାଣି ପଶିଛି। ସ୍କୁଲ ଖାଲୁଆ ସ୍ଥାନରେ ଥିବାରୁ ବର୍ଷା ଜଳ ନିଷ୍କାସିତ ହୋଇପାରି ନାହିଁ। ସ୍ଥାନ ଅଭାବ ହେତୁ କ୍ଲାସ ପରିଚାଳନା ବାଧା…
ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ
କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିରସ୍ଥିତ କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଆୟୁଷ ବିଭାଗ ପକ୍ଷରୁ ଜିଲା ହୋମିଓ ପ୍ୟାଥିକ ଚିକିତ୍ସା ଅଧିକାରିଣୀ ଡ଼.ଅଭାମୟୀ ନାୟକଙ୍କ ନେତୃତ୍ୱରେ ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ…
ଚାଷଜମିରୁ ଚାଷୀଙ୍କ ମୃତଦେହ ଜବତ, କାରଣ ଅସ୍ପଷ୍ଟ
ଚାଷଜମିରୁ ଚାଷୀଙ୍କ ମୃତଦେହ ଜବତ, କାରଣ ଅସ୍ପଷ୍ଟ କୋକସରା,୩୧।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ):କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ଚାଷୀ ରାଜିନ ଶବର(୪୦)ଙ୍କ ମୃତଦେହ ଚାଷ ଜମିରୁ ଜବତ ହୋଇଛି। ସୂଚନା ଯେ, ସୋମବାର ପୂର୍ବାହ୍ନ ୧୦ଟାରେ…
ନିର୍ମାଣର ୨ ମାସ ନ ପୂରୁଣୁ ଦବିଗଲା
କୋକସରା,୩୦।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରାରୁ ଚିକିଲିକୁ ସଂଯୋଗୀକରଣ ପାଇଁ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିଲା। ହେଲେ କାର୍ଯ୍ୟ ସମ୍ପାଦନ ହେବାର ୨ ମାସ ମଧ୍ୟ ହୋଇ ନ ଥିବା ବେଳେ ଅନେକ…
ସରକାରୀରେ ୩୫୦, ବେସରକାରୀରେ ହଜାର ହଜାର
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦଶ)କଳାହାଣ୍ଡି ଜିଲାରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ଚଳିତବର୍ଷ ଜିଲାରେ ମରୁଡ଼ି ଆଶଙ୍କା ଲାଗି ରହିଥିବାରୁ ଏଥର ଅଧିକ ଶ୍ରମିକ ଦାଦନମୁହାଁ ହେବେ ବୋଲି ଅନୁମାନ କରାଯାଉଛି। ପ୍ରାୟତଃ ନୂଆଁଖାଇ ପରେ…
ନିର୍ମାଣର ଦୁଇ ମାସ ନ ପୂରୁଣୁ ଦବିଲା ରାସ୍ତା
କୋକସରା,୨୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରାରୁ ଚିକିଲିକୁ ସଂଯୋଗୀକରଣ ପାଇଁ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିଲା। କାର୍ଯ୍ୟ ସମ୍ପାଦନ ହୋଇ ୨ ମାସ ହୋଇ ନ ଥିବା ବେଳେ ଅନେକ…
Archives


