କଳାହାଣ୍ଡି

ଥାନାର ଦ୍ବାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ଥୁଆମୂଳ ରାମପୁର,୧୯ା୨ (ଦୁର୍ଗା କୀର୍ତ୍ତି): ସାମଗ୍ରୀ ଚୋରି ନେଇ ଥୁଆମୂଳ ରାମପୁର ବ୍ଲକର ୪ ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗକ୍ରମେ ବ୍ଲକର ନବରନ୍ନ ଏସ୍‌ଏଚ୍‌ଜି, ମା’ ବନଦୁର୍ଗା, ବିଶ୍ବ ଆଦିଶକ୍ତି, ବିଶ୍ବ ମା’ ମାଣିଶ୍ବରୀ ଗୋଷ୍ଠୀର ମହିଳା ମିଳିତ…

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢ଼ଳଦେବ ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଧୂଳିଧୂଆଁରେ ପଥଚାରୀ ନୟାନ୍ତ:ଖୋଲାଖୋଲି ଆଇନ ଉଲଙ୍ଘନ କରୁଛି ଠିକାସଂସ୍ଥା

ଥୁଆମୂଳ ରାମପୁର,୧୮।୨(ଦୁର୍ଗା କୀର୍ତ୍ତି): ରାସ୍ତା ନବୀକରଣ ଓ ପ୍ରଶସ୍ତି କରଣ ଠିକାସଂସ୍ଥା ଭାରୀଯାନ ଚଳାଚଳ ଧୂଳିଆ ପରିବେଶ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ବାୟୁ ଓ ଜଳ ପ୍ରଦୂଷଣ ଆଇନକୁ ଖୋଲାଖୋଲି ଭାବରେ ଉଲଙ୍ଘନ କରୁଛି ଠିକାସଂସ୍ଥା। ରାସ୍ତା ନବୀକରଣ…

ଜାଣନ୍ତୁ କିଏ ହେଲେ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ସଭାପତି

କର୍ଲାମୁଣ୍ଡା,୧୭ା୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସଦର ରତନ ଭୋଇ ହାଇସ୍କୁଲଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, ହରିପୁର ରୋଡ୍‌ କଟକ ଦ୍ୱାରା ପରିଚାଳିତ କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କମିଟି ଗଠିତ ହୋଇଯାଇଛି।…

ଦୁର୍ଗମ ଅଞ୍ଚଳରେ ବାଧକ ସାଜୁଛି ନେଟୱାର୍କ: ଅନଲାଇନ ସର୍ଭେ ପାଇଁ ପାହାଡ ଉପରେ ପ୍ରବଳ ଭିଡ଼

ଲାଞ୍ଜିଗଡ, ୧୭।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟଷିତ ଦୁର୍ଗମ ଅଞ୍ଚଳରେ ଆବାସ ଗୃହ ସର୍ଭେ ପାଇଁ ନେଟୱାର୍କ ବାଧକ ସାଜିଥିବାବେଳେ ପାହାଡ ଚଢି ଅନଲାଇନ ସର୍ଭେ କରୁଛନ୍ତି ଅଧିକାରୀ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଞ୍ଚାୟତର ପ୍ରତ୍ୟେକ…

୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା: ୧୭୭ ପ୍ରଧାନ ଶିକ୍ଷକଙ୍କ ସ୍ଥାନରେ ଅଛନ୍ତି ୬୫

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): ମାଟ୍ରିକ ପରୀକ୍ଷାର ଚିନ୍ତା ଏବେ ଛାତ୍ରୀ ଛାତ୍ରଙ୍କୁ ବ୍ୟତିବ୍ୟସ୍ତ କରୁଥିବା ଲକ୍ଷ୍ୟ କରାଯାଇଛି। ଆସନ୍ତା ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏପରି ସ୍ଥଳେ କଳାହାଣ୍ଡି ଜିଲାରେ ଅଧାରୁ ଅଧିକ ହାଇସ୍କୁଲର ପ୍ରଧାନ ଶିକ୍ଷକ ପଦବୀ…

ସୁଧୁରୁନି କେସିଙ୍ଗା-ଟିଟିଲାଗଡ଼ ରାସ୍ତା ସମସ୍ୟା, ସମାଧାନ ପାଇଁ ଦାବିପତ୍ର

କେସିଙ୍ଗା,୧୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସିଟିଜେନ ଫୋରମ ପକ୍ଷରୁ ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନଙ୍କୁ ୩ଦଫା ଦାବିପତ୍ର ରବିବାର ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହରସ୍ଥିତ ସରକାରୀ ହାଇସ୍କୁଲ ପରିସରରେ ସିଟିଜେନ୍‌ ଫୋରମ୍‌ର ସଭାପତି ଡ.ହେମରାଜ ସାହାଙ୍କ…

ବନ୍ଧାପଡ଼ିଛନ୍ତି ନାବାଳିକା, ଉଦ୍ଧାର କରିବାକୁ ମା’ବାପାଙ୍କ ନିବେଦନ

କଲମପୁର, ୧୭।୨(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକା ଦାଦନ ସର୍ଦ୍ଦାର ନିକଟରେ ବନ୍ଧା ପଡ଼ିଛନ୍ତି। ତାଙ୍କୁ ଉଦ୍ଧାର ପାଇଁ ମା’ବାପା ନିବେଦନ କରି ରବିବାର କଲମପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ମିନଗୁର ମଣ୍ଡିପଡ଼ାରେ ବଟକୃଷ୍ଣ ଗୋପାଳ,…

ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ ଯୁବକ, ପଛରୁ ଆସି ପିଟିଦେଲା ଟ୍ରକ୍‌

କେସିଙ୍ଗା,୧୬ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଏକ ଦୁର୍ଘଟଣା ଘଟି ଜଣେ ୩୫ ବର୍ଷ ଯୁବକଙ୍କ ଜୀବନ ଚାଲିଯାଇଛି। ସୂଚନା ଅନୁଯାୟୀ, କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଶନିବାର…

ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ ନେଇ ଭବାନୀପାଟଣାରେ ବିଶାଳ ଶୋଭାଯାତ୍ରା

ଭବାନୀପାଟଣା,୧୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସୀମାନ୍ତରେ ଥିବା ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ଦାବି ନେଇ ସ୍ଥାନୀୟ ପ୍ରଭାବିତ ଅଞ୍ଚଳବାସୀଙ୍କ ପକ୍ଷରୁ ଶନିବାର ଭବାନୀପାଟଣାରେ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଏହି ଶୋଭାଯାତ୍ରା…

ମଜୁରି କରିବାକୁ ଯାଇଥିଲେ: ଆସି ଦେଖିଲା ବେଳକୁ ମୁଣ୍ଡ ଗୁଞ୍ଜିବାକୁ ନ ଥିଲା ଚାଳ

ଜୁନାଗଡ଼,୧୫ା୨(ଅଂଶୁମାନ ଯୋଶୀ)- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ମହୁଲପଡ଼ାରେ ନିଆଁ ଲାଗି ୩ପରିବାରଙ୍କ ଘର ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାର ହେଲେ ଭୋକରଧନ ନାଏକ, ବାଳକୃଷ୍ଣ ଦୁର୍ଗା ଓ ସୁନା ମାଝୀ। ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଲୋକେ ମଜୁରି…

ବୈକୁଣ୍ଠପୁରୀ ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ

ଲାଞ୍ଜିଗଡ଼,୧୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ର ବୈକୁଣ୍ଠପୁରୀଠାରେ ନିର୍ମିତ ଜଗନ୍ନାଥ ମନ୍ଦିରର ପ୍ରଥମ ବାର୍ଷିକ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୮ଘଣ୍ଟା ସମୟରୁ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ଅପରାହ୍ନ ୧ଟା ସମୟରେ ପୂଜାକାର୍ଯ୍ୟ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?