କଳାହାଣ୍ଡି

୧୮ ଇଭେଣ୍ଟରେ ପାରଦର୍ଶିତା ଦେଖାଇଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୯।୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାର ପ୍ରଥମ ଦିବସରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ସୀତାକାନ୍ତ…

ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୋଫାଲି ନାଏକ ଓ ସେ ଯୁକ୍ତ ଦୁଇ…

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି ଉତ୍ସବ‘ଘୁମୁରା’l ଏଣୁ ଏହାର ପ୍ରଚାର ପ୍ରସାର ଏବଂ କେମିତି ଉତ୍ସବ ଆୟୋଜନ କରାଯିବା ସେନେଇ…

ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ ପଞ୍ଚାୟତକୁ ବଦଳି ହୋଇଛି। ଏହାକୁ ନେଇ କୋକସରା ପଞ୍ଚାୟତର ଓ୍ବାର୍ଡସଭ୍ୟାସଭ୍ୟମାନେ ପିଇଓ ଭବିଷ୍ୟତ ପଟେଲଙ୍କ…

ସିନିୟର ତୀରନ୍ଦାଜ ପ୍ରତିଯୋଗିତା: କାଂସ୍ୟ ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଲେ ସଞ୍ଜୟ

ଲାଞ୍ଜିଗଡ଼,୧୮।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟୁଷିତ ମଦନଗୁଡା ଗ୍ରାମର ଆଦିବାସୀ ଯୁବକ ସଞ୍ଜୟ ମାଝୀ ଜାତୀୟ ଏନଟିପିସି ସିନିୟର ତୀରନ୍ଦାଜ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି। ଝାଡଖଣ୍ଡର ଜାମସେଦପୁରସ୍ଥିତ ଗୋପାଲ ମୈଦାନରେ ଡିସେମ୍ବର ୧୫ ରୁ…

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ରୁପ୍ରା ରୋଡ, ୧୮।୧୨ (ସଞ୍ଜିବ ଦାସ): କଳାହାଣ୍ଡି ଜିଲା ରୁପ୍ରା ରୋଡ ରେଳ ଷ୍ଟେଶନଠାରେ ସକାଳ ଛଅ ଘଣ୍ଟା ସମୟରେ ଏକ ମାଲ ବୋଝେଇ ଟ୍ରେନର ଏକ ବଗି ନିଆଁ ଲାଗିଥିବା କାର୍ଯ୍ୟରତ ରେଳ ବିଭାଗ କର୍ମଚାରୀ ଧନମତ ବାଗ ଦେଖିବାକୁ…

ଭବାନୀପାଟଣା ବ୍ଲକ୍‌ର ୨୦ ସରପଞ୍ଚ ଭାଜପାରେ ସାମିଲ

ଭବାନୀପାଟଣା,୧୮ା୧୨(ଉତ୍ତମ କୁମାର ଦାଶ):ରାଜ୍ୟରେ ଭାଜପା ସରକାର ଆସିବା ପରେ କଳାହାଣ୍ଡି ଜିଲାରେ ଦିନକୁ ଦିନ ଦଳର ଶକ୍ତି ବଢ଼ିବାରେ ଲାଗିଛି। ଏପରିସ୍ଥଳେ ମଙ୍ଗଳବାର ଭୁବନେଶ୍ୱର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଭବାନୀପାଟଣା ବ୍ଲକର ୨୦ ଜଣ ସରପଞ୍ଚ ଦଳରେ ବିଧିବଦ୍ଧ ଭାବେ ସାମିଲ…

କ୍ରୀଡା ହିଁ ଶାରୀରିକ ଦକ୍ଷତାର ମୂଳମନ୍ତ୍ର, ଲଡୁଗାଁ କଲେଜର ବାର୍ଷିକ କ୍ରୀଡା ଉଦଯାପିତ

କୋକସରା,୧୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ କୋକସରା ବ୍ଲକ ଲଡୁଗାଁ ସ୍ଥିତ ହାୟର ସେକେଣ୍ଡରି ସ୍କୁଲର ୩୦ ତମ ବାର୍ଷିକ କ୍ରୀଡା ଉତ୍ସବ ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଦୁଇ ଦିବସୀୟ କ୍ରୀଡା ଉତ୍ସବରେ ସୋମବାର କଲେଜର ଅଧ୍ୟକ୍ଷ ଡ଼. ନିହାରକାନ୍ତ…

କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି ।…

ଲଟେରି ମାଧ୍ୟମରେ ଫଳ ବ୍ୟବସାୟୀଙ୍କୁ ପିଣ୍ଡି ଆବଣ୍ଟନ

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ମୁଖ୍ୟରାସ୍ତା କଡରେ ବ୍ୟବସାୟୀମାନେ ଦୀର୍ଘଦିନରୁ ଫଳ ବ୍ୟବସାୟ କରିଆସୁଥିଲେ। ଏଥିଯୋଗୁ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଟ୍ରାଫିକ ଜାମ୍‌ ହେଉଥିଲା। ଫଳରେ ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ହେଉଥିଲା। ଏହି ସମସ୍ୟାର ସମାଧାନ…

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ…

ଗ୍ରାମର ବିଭିନ୍ନ ସମସ୍ୟା ନେଇ ଆଞ୍ଚଳିକ ବିକାଶ ପରିଷଦର ରାସ୍ତାରୋକୋ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି): ଗ୍ରାମର ବିଭିନ୍ନ ସମସ୍ୟା ନେଇ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁରଠାରେ ସୋମବାର ଗୁଣୁପୁର ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଭବାନୀପାଟଣା-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିଲା। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?