କଳାହାଣ୍ଡି

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ ଧନୀ ପର୍ଯ୍ୟନ୍ତ ସମସ୍ତେ ଘରଦ୍ୱାର ସଫାସୁତୁରା କରିବା ସହ ସାଜସଜ୍ଜାରେ ଲାଗିପଡ଼ିଛନ୍ତି। ମାଟିଘରଗୁଡ଼ିକୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ସଫେଇ ବ୍ୟବସ୍ଥା ଏବଂ ସଫେଇ କର୍ମଚାରୀଙ୍କ ସ୍ଥିତି…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ ସ୍ୱଚ୍ଛତା ଓ ପରିମଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଗ୍ରାମର ପରିବେଶକୁ ସ୍ୱଚ୍ଛ, ସୁନ୍ଦର…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ହେଲେ ଜୟପାଟଣା ଥାନା ଅନ୍ତର୍ଗତ ସିଲେଇଜୋର ଗ୍ରାମର ଦସାଇ ମାଝି। ଦସାଇ ବୁଧବାର…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ ପାଇଁ ମୋଟ୍‌ ୨ କୋଟି ୮୩ ଲକ୍ଷ ୪ ହଜାର ୬୨୫ ଟଙ୍କାର…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ ଘରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ତି ଜିଲା କର୍ଲାମୁଣ୍ତା…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇଁ ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ସାର୍କିଟ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪ ଜଣ ହିତାଧିକାରୀ ପଞ୍ଜୀକରଣ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ବର୍ଷା ଯୋଗୁ ବିଦ୍ୟୁତ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ ବଦଳିବାକୁ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ଗୁରୁବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ ପରେ ଆମ୍ବୁଲାନ୍ସ ଯୋଗେ ମୃତଦେହ ଗାଁକୁ ଅଣାଯାଉଥିଲା। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?