କଳାହାଣ୍ଡି

ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ…

କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ

କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍‌ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା ଜିଲାଠାରେ…

କେସିଙ୍ଗା ଏନ୍‌ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ

କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ ପରେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବର୍ତ୍ତିଲେ ଗାଡ଼ି ଚାଳକ: ଦୋଷ ଲଦାଲଦି ହେଉଛନ୍ତି ରାସ୍ତା ନିର୍ମାଣ ସଂସ୍ଥା-ବିଦ୍ୟୁତ ବିଭାଗ

ଥୁଆମୂଳ ରାମପୁର,୫।୨(ଦୁର୍ଗା କୀର୍ତ୍ତି):ପୂର୍ତ୍ତି ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ମୁଖ୍ୟରାସ୍ତା ଉନ୍ନତୀକରଣ କରାଯାଉଛି। ଏଥିରେ କମ୍ପାନୀର ହାଇୱା, ମିକ୍ସଚର ମେଶିନ, ଜେସିବି ଆଦି ନିୟୋଜିତ ହୋଇଛି। ହେଲେ ମୁଖ୍ୟ ରାସ୍ତା ଉପରେ ୩୩କେଭି ବିଦ୍ୟୁତ୍‌ ତାର ସଂଯୋଗ ହୋଇଥିବାରୁ ଦୁର୍ଘଟଣାର କାରଣ…

ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ

ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର ଶିକ୍ଷା ବ୍ୟବସ୍ଥାI ଶିକ୍ଷକ ଆସୁନଥିବା ବେଳେ ଭଡାଟିଆ ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ…

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ, ସାଙ୍ଘାତିକ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୩ା୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ ପରମାନନ୍ଦପୁର ଛକ ନିକଟରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ଠାବ ହୋଇଛି। ମୃତା ମହିଳାଙ୍କ ନାମ ସୁସ୍ମିତା ସାହ। ୩ବର୍ଷ ତଳେ ସେ ବିବାହ କରିଥିଲେ। ତାଙ୍କ…

ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାମ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ ବିଶୁଦ୍ଧ ପାନୀୟ ଜଳ ଅନ୍ୟତମ । ବିଶୁଦ୍ଧ ପାନୀୟଜଳ ସକାଶେ ପୂର୍ବ ସରକାରଙ୍କ ବୃହତ…

୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ

ଜୁନାଗଡ଼, ୩ା୨(ସୁନୀଳ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ଖେଳ ପଡିଆଠାରେ ଫେବୃଆରୀ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଜୁନାଗଡ଼ ମହୋତ୍ସବ ପାଳନ କରାଯିବ। ଏହାକୁ ନେଇ ମହୋତ୍ସବ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି…

ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଠାରେ ଶନିବାର ଏସସିଏମସି ଏବଂ ସ୍କିଲ୍ ଇନ୍ ଓଡ଼ିଶା ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପକ୍ଷରୁ ଡିଏମଏଫ୍ଟି ଯୋଜନାରେ ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ଥୁଆମୂଳ ରାମପୁର ଠାରେ ଉଦଘାଟିତ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ କୋକସରା ଗ୍ରାମର ଅଶୋକ କୁମାର ଦାସ(୫୪)। ଅଶୋକ ଦୀର୍ଘ ବର୍ଷ ହେଲା…

ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା…

ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଭବାନୀପାଟଣା/ଲାଞ୍ଜିଗଡ଼,୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ କାଦୋମାଳିରେ ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚାଷଜମିରେ ଘର କରି ରହିଥିବା ଦୋରାସାର୍ଲି ଗାଁର ମାଗାନା ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?