କଳାହାଣ୍ଡି

ଗର୍ଭବତୀଙ୍କ ଆତ୍ମହତ୍ୟା, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କର୍ଲାମୁଣ୍ଡା,୨୫ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତର ତେଲିସରାବାହିଲି ଗ୍ରାମରେ ରବିବାର ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାଯାଇଛି। ତେବେ ମୃତକାଙ୍କ ପରିବାର ଏହା ଆତ୍ମହତ୍ୟା ନୁହେଁ, ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୋଲିସରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି…

ଚାଷଜମିରୁ ବାହାରିଲା ପୁରାତନ ଯୁଗର ପ୍ରସ୍ତର କଳାକୃତି

ମ.ରାମପୁର,୨୫ା୬(ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ. ରାମପୁରର ରଜାମୁଣ୍ଡା ଗ୍ରାମରେ ବରୁଣ ସାହୁ ନିଜ ଚାଷ ଜମିରେ ହଳ କରୁଥିବା ବେଳେ ଚାଷଜମିରୁ ଏକ କଳାକୃତି ଖୋଦିତ ବିରଳ ପୁରାତନ ପଥର ମିଳିଛି। ଏ ଖବର ପ୍ରଚାର ହେବା ପରେ ଲୋକଙ୍କ…

କଳାହାଣ୍ଡିରେ ଛତିଶଗଡ ଏସଟିଏଫ ଟିମ୍‌ର ଚଢ଼ାଉ: ୬ ଦେଶୀ ବନ୍ଧୁକ ଜବତ

ଭବାନୀପାଟଣା,୨୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ଛତିଶଗଡ଼ ଏସଟିଏଫ୍‌ ପକ୍ଷରୁ ଚଢ଼ାଉ ହୋଇଛି। ଚଢ଼ାଉରେ ୬ ଦେଶୀ ବନ୍ଧୁକ, ଧନୁତୀର ସହିତ ଅନେକ ଜୀବଜନ୍ତୁଙ୍କ ଶରୀର ଅଙ୍ଗ ଜବତ ହୋଇଛି। ଏହି ଘଟଣାରେ ଜଣେ ଶିକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଜିଲାର…

ଦେଶ ଚାଖିବ କଳାହାଣ୍ଡି ଆମ୍ବ

ଭବାନୀପାଟଣା,୨୫।୬(ଉତ୍ତମ କୁମାର ଦାଶ)ପ୍ରଥମଥର ପାଇଁ ଦିଲ୍ଲୀରେ ପହଞ୍ଚତ୍ଛି କଳାହାଣ୍ଡିର ସାଦିଷ୍ଟ ଆମ୍ବ। ଓର୍‌ମାସ ଉଦ୍ୟମକ୍ରମେ ଏହି ଆମ୍ବ ଟିଟିଲାଗଡ଼ ରେଳ ଷ୍ଟେଶନରୁ ଦିଲ୍ଲୀ ଯାଇଥିଲା। ପ୍ୟାକେଟରେ ଓଡ଼ିଶା ଆମ୍ବ ଲେଖାଯାଇଥିବା ଷ୍ଟିକରିଂ କରାଯାଇଛି। ଦିଲ୍ଲୀର ମଦର୍‌ ଡାଏରୀ ସହିତ ଯୋଗାଯୋଗ କରି…

ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର, ଜୟପାଟଣା…

ରାଜ୍ୟକୁ କିଏ ଚଳାଉଛି: ନଡ୍ଡା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଷ୍ଟାଡିୟମଠାରେ ଶୁକ୍ରବାର ଭାଜପାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚତ୍ ପ୍ରଥମେ ମା’ ମାଣିକେଶ୍ୱରୀଙ୍କ ଦର୍ଶନ…

ଭବାନୀପାଟଣାରେ ଭାଜପାର ମହାଜନସମ୍ପର୍କ ଅଭିଯାନ: ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ, ବିଜେଡି ଉପରେ ବର୍ଷିଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୂର ଷ୍ଟାଡିୟମଠାରେ ଶୁକ୍ରବାର  ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ଭାଜପା  ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚି ପଥମେ ମା’ ମାଣିକେଶ୍ୱରୀଙ୍କ  ଦର୍ଶନ …

ମା’ ମାଣିକେଶରୀଙ୍କୁ ଦର୍ଶନ କଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ରେ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ…

ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍‌ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ । ଏହି…

ଦୁର୍ଘଟଣାରେ ଚାଲିଗଲା ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପୁଅ ଜୀବନ

ଭବାନୀପାଟଣା/ଲାଞ୍ଜିଗଡ଼,୨୨।୬(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ରାୟଗଡ଼ା ୬ ନମ୍ବର ରାଜ୍ୟ ରାଜପଥର ଖଇରମାଲ ନିକଟରେ ଗୁରୁବାର ଏକ ଟ୍ରଲର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶ୍ୱନାଥପୁରର ତକଦୀର ହରପାଲ(୩୬)। ସେ ପୂର୍ବତନ…

ଟ୍ରେନ୍‌ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ କଟିଯାଇଥିବା…

ଟ୍ରକ୍‌ ଚକାତଳେ ପଶିଗଲା ବୁଲେଟ୍‌, ଜଣେ ମୃତ, ୨ ଗୁରୁତର

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଦେପୁର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଚକା ତଳେ ବୁଲେଟ୍‌ ପଶିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri