କଳାହାଣ୍ଡି

ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ଘଟଣାରେ ଧର୍ମଗଡ଼ ଅତିରିକ୍ତ ଜିଲା…

କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧିନସ୍ଥ ଆମପାଣି କୃଷି ସମବାୟ ସମିତିକୁ ଚାଷି ମାନଙ୍କ ବିଭିନ୍ନ…

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ

ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କେରପାଇ ପଞ୍ଚାୟତ ସ୍ଥିତ ପୋଡ଼ାପାଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ…

ଶିଶୁ ବିକାଶ ଯୋଜନା ବାଟବଣା: ଅଙ୍ଗନୱାଡ଼ି କର୍ମୀଙ୍କ ବାରଣ୍ଡାରେ ପାଠପଢ଼ା

କୋକସରା,୧୮ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକରେ ଶିଶୁ ବିକାଶ ଯୋଜନା ବାଟବଣା ହୋଇଛି। ଲଡୁଗାଁ ପଞ୍ଚାୟତ ପୀତବାସପୁରଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରେ ଗୃହ ନ ଥିବାରୁ ଅଙ୍ଗନୱାଡ଼ି କର୍ମୀଙ୍କ ଘରେ ପାଠପଢା ଚାଲିଆସୁଛି। ୪ବର୍ଷ ହେବ କେନ୍ଦ୍ରଟି ଭଙ୍ଗାଦଦରା…

ହାଇସ୍କୁଲ ଜାଗା ଜବରଦଖଲ ଘଟଣା: ଜବରଦଖଲକାରୀଙ୍କ ଘରେ ଚଢିଲା ବୁଲଡୋଜର

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡା ଶମ୍ଭୁଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଜାଗାକୁ ଗ୍ରାମର ଜଣେ ବ୍ୟକ୍ତି ଅଭିମନ୍ୟୁ ନାଏକ ଜବରଦଖଲ କରି ରଖିଥିଲେ। ପ୍ରଶାସନ ପକ୍ଷରୁ ସୋମବାର ଉଚ୍ଛେଦ କରାଯାଇଛି। ସୂଚନା…

ଅଧ୍ୟକ୍ଷଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା ପ୍ରସ୍ତାବ: ବିରୋଧୀ ଶିବିରରେ ଖେଳିଗଲା ନୈରାଶ୍ୟ

କେସିଙ୍ଗା,୧୮।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଭୋଟ ସୋମବାର କାଟ ଖାଇଛି। ଫଳରେ ଦୀର୍ଘ ୨ ମାସ ପାଖାପାଖି ହେବ ଚାଲିଥିବା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଅଧ୍ୟକ୍ଷ ଚନ୍ଦନ…

ଭିଜିଲାନ୍ସ ଜାଲରେ ଡାକ୍ତର: ଗର୍ଭବତୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ପଡିଲେ ଧରା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ(ଗାଇନିକ)ଡାକ୍ତର ଅଶୋକ ଦାସ। ପ୍ରସବ ପାଇଁ ଆସିଥିବା ଜଣେ ମହିଳାଙ୍କ ସ୍ଵାମୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ…

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ ଜୈବ ବିଭିଧତା ହରାଇବାରେ ଲାଗିଛି। ସେହିପରି ବହୁ ବର୍ଷ ଧରି ଚାଲିଆସିଥିବା ମିଶ୍ରିତ ଚାଷ…

ମେଗାଲିଫ୍ଟରୁ ଜଳସେଚନ ନ ହେଲେ ଆନ୍ଦୋଳନ

କୋକସରା,୧୮।୧୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିଛି। ରବିବାର କୋକସରା…

ପାଇପ୍‌ ଫାଟି ଡ୍ରେନରେ ମିଶୁଛି ପାନୀୟ ଜଳ

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ସଦର ମହକୁମା କୋକସରା ଗ୍ରାମ ପଞ୍ଚାୟତ କୋକସରାରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅନେକ ସ୍ଥାନରେ ଫାଟି ଯାଇଛି। ଡ୍ରେନର ପାଣି ପାଇପରେ ମିଶିବା ସହ ଏହି ଦୂଷିତ ପାଣି…

ପର୍ଯ୍ୟଟନଙ୍କୁ ଆକୃଷ୍ଟ ପାଇଁ ପ୍ରୟାସ: ଅଣ୍ଟା ଭିଡ଼ିଲା ହୋଟେଲ ଆସୋସିଏଶନ

ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍‌ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଗ୍ନି ନିରାପତ୍ତା, ସଦସ୍ୟତା ପଞ୍ଜିକରଣ, ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡିକର ଉନ୍ନତିକରଣ, ଏସଟିପି ପ୍ଲାଣ୍ଟ ସମେତ…

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ

ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ କିଛିଦିନ ତଳେ ଝାଡ଼ାବାନ୍ତି ହୋଇ ନିରୀହ ଲୋକଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?