କଳାହାଣ୍ଡି

ଫରେଷ୍ଟର ଆତ୍ମହତ୍ୟା ମାମଲା: ବଦଳିଲେ ତଦନ୍ତ ଅଧିକାରୀ, ଥାନା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୧୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀର ଫରେଷ୍ଟର ସଞ୍ଜୟ ନାୟକ(୩୩)ଙ୍କ ଆତ୍ମହତ୍ୟା ଘଟଣା ଇତିମଧ୍ୟରେ ୨ମାସ ପୂରିଛି। ଏହି ଘଟଣାରେ ଛନ୍ଦି ହୋଇଥିବା ରାୟଗଡ଼ା ଡିଏଫ୍‌ଓ (ରିସର୍ଚ୍ଚ ଉଇଙ୍ଗ) ଦେବେନ୍ଦ୍ର ବେହେରାଙ୍କୁ…

ଗୋଲାମୁଣ୍ଡାରେ ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ: ବିକାଶ ପାଇଁ ଖବରଦାତାଙ୍କ ସହଯୋଗ ଆବଶ୍ୟକ

ଗୋଲାମୁଣ୍ଡା,୧୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡାସ୍ଥିତ କଲ୍ୟାଣମଣ୍ଡପ ଠାରେ ଶନିବାର ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲା ସାମ୍ବାଦିକ ୟୁନିୟନ (ଓୟୁଜେ)ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଜିଲା ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସମସ୍ୟା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପୁରାତନ ଛାତ୍ର ସଂଘର ଦାବିପତ୍ର

ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ କର୍ମକର୍ତ୍ତାମାନେ ସାକ୍ଷାତ…

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି ହୋଇ ଆସୁଛି। ପୂର୍ବ ସରକାର ସମବାୟ କର୍ମଚାରୀଙ୍କ ବିଭିନ୍ନ ଦାବି ଉପରେ ଆଗାମୀ ଦିନରେ…

ଲୁଚାଇ ରଖିଥିବା ୧୧ ଦାଦନ ଶ୍ରମିକ ଉଦ୍ଧାର

ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଦାଦନ ସର୍ଦ୍ଦାରଙ୍କ ୩ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ଗାଁକୁ ଗଲା ମୃତଦେହ

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍‌ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ…

ଯୁବକଙ୍କୁ ଘୋଷାଡ଼ି ନେଲା ମାଲ୍‌ବାହୀ ଟ୍ରେନ୍‌, କଟିଗଲା ଗୋଡ଼

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଚନ୍ଦନପୁର ନିକଟସ୍ଥ ଆମ୍ବାଦଳାରୁ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ୍‌କୁ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି। ସୂଚନାନୁସାରେ, ଗୁରୁବାର ଭୋର୍‌ରୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିକଟସ୍ଥ…

ଲୁହାରଡ୍‌ ଚୋରି କରି ଜେଲ୍‌ ଗଲେ ୮

କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମସ୍ଥିତ କେସିଙ୍ଗା ଏନ୍‌ଏସିର ଆବର୍ଜନା ଗୃହଠାରୁ ଲୁହାରଡ୍‌ ଚୋରି ଘଟଣାରେ ୮ଜଣ ଚୋରଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗତ ୧୦ ତାରିଖରେ ଚୋରି ହୋଇଥିବା ନେଇ ଗତ…

କଣ୍ଟେନର ଚାପାରେ ଚାଲିଗଲା ମା-ପୁଅଙ୍କ ଜୀବନ

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। କଣ୍ଟେନର ଚାପାରେ ଉଭୟ ମା ଓ ପୁଅଙ୍କ ମୃତ୍ୟୁ ହୋଇଛି। ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାଗୁଡା ଛକ…

ପୋଲିସ ବେଶରେ ଆସି ଡକାୟତି: ୩ ଜଣଙ୍କୁ ଧରିଦେଲେ ଗ୍ରାମବାସୀ

ଭବାନୀପାଟଣା,୧୧ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଦେଢ଼ଶୂଲି ପଞ୍ଚାୟତ ଡଙ୍ଗରିଆ ରୁବେନ ଗାଁର ରିପା ମାଝିଙ୍କ ଘରକୁ ରବିବାର ରାତିରେ ପୋଲିସ ବେଶରେ କେତେଜଣ ଦୁର୍ବୃତ୍ତ ଆସି ଡକାୟତି କରିଥିବା ଅଭିଯୋଗ ହୋଇଛି। ଗ୍ରାମବାସୀ ୩…

୪୩ ଅଭିଯୋଗରେ ସୀମିତ ରହିଲା ଅଭିଯୋଗ ଶୁଣାଣି

ଥୁଆମୂଳ ରାମପୁର,୧୧ା୧୧ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସୋମବାର ଅନୁଷ୍ଠିତ ଅଭିଯୋଗ ଶୁଣାଣି ମାତ୍ର ୪୩ ଅଭିଯୋଗରେ ସୀମିତ ରହିଛି। ଶିବିରରେ ଜିଲାପାଳ ପାୱାର ସଚିନ ପ୍ରକାଶ, ସଦର ଏସ୍‌ଡିପିଓ ସୁନାରାମ ହେମ୍ବ୍ରମଙ୍କ ସମେତ ସମସ୍ତ ବିଭାଗର…

ମାଛ ମାରିବାକୁ ଯାଇ ଆଉ ଫେରିଲେନି ବୃଦ୍ଧ

କୋକସରା,୧୧।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ମାରିବାକୁ ଯାଇ ପାଣିରେ ପଡି ବୃଦ୍ଧଙ୍କ ମୃତ୍ୟୁ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ କୋକସରା ଗ୍ରାମରେ। ଗ୍ରାମର ଘନଶ୍ୟାମ ପରାଭୋଇ (୬୦)ଙ୍କ ଚାଷଜମିରେ ପଡି ମୃତ୍ୟୁ ଘଟିଛି। ସୂଚନାନୁସାରେ, ଘନଶ୍ୟାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?