ପ୍ରଶାସନର ଦ୍ୱାରସ୍ଥ ପରେ ଗାଁରୁ ଦୂର ହେଲା ପାନୀୟ ଜଳ ସମସ୍ୟା
କୋକସରା,୧୦ା୬(ଡି.ଏନ୍.ଏ.): ପାନୀୟ ଜଳ ପାଇଁ ବ୍ଲକ ପ୍ରଶାସନର ଦ୍ୱାରସ୍ଥ ପରେ ଟେମରା ପଞ୍ଚାୟତ ହଂସପଡ଼ା ଗ୍ରାମକୁ ୨ଟି ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରିଛନ୍ତି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷ। କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ…
କର୍ଲାମୁଣ୍ଡାରେ ବୁଲୁଛି ଦନ୍ତା, ଲୋକେ ଆତଙ୍କିତ
କର୍ଲାମୁଣ୍ଡା,୧୦ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ହଜାରିପଡ଼ା ନିକଟସ୍ଥ ଶାନ୍ତିବନଠାରେ ଶନିବାର ଏକ ଜଙ୍ଗଲୀ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପାଇ କେସିଙ୍ଗା, ନର୍ଲା ଓ ମ. ରାମପୁର ରେଞ୍ଜର କର୍ମଚାରୀମାନେ ପହଞ୍ଚି ହାତୀଟିକୁ ଘଉଡ଼ାଇବାର ସକ୍ଷମ ହୋଇଥିଲେ।…
ଲଳିତଙ୍କୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ
କର୍ଲାମୁଣ୍ଡା,୯।୬(ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରାଜପୁର ଗାଁର ମେଧାବୀ ଛାତ୍ର ଲଳିତ ମାଝୀଙ୍କ ପାଠ ପଢିବା ପାଇଁ ଅର୍ଥ ବାଧକ ସାଜିଥିଲା। ଏନେଇ ଖବର ବିଭିନ୍ନ ଖବର କାଗଜରେ ପ୍ରକାଶ ପାଇବା ପରେ ସହାୟତାର ହାତ ବଢେଇଛି ଜିଲା ପ୍ରଶାସନ।…
ଜିଏସଟି ଟିମର ଚଢ଼ାଉ, ୭୦ ହଜାର ଟଙ୍କା ଜରିମାନା ଆଦାୟ
କୋକସରା,୮।୬(ଡି.ଏନ.ଏ.): କଳାହାଣ୍ଡି ସିଟିଓ ନିଳାଦ୍ରୀ ବିହାରୀ ଦାଢିଆଙ୍କ ନେତୃତ୍ୱରେ ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଟିମ କୋକସରା ପେଟ୍ରୋଲ ପମ୍ପ ନିକଟରେ ସନ୍ଦେହରେ ଏକ ମାଲ ବୋଝେଇ ପିକ୍ଅପ ଗାଡିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚବେଳେ ଗାଡିରେ ସୋଲାର ଷ୍ଟିଟ ଲାଇଟ…
ବଜାରକୁ ଯାଇ ଘରକୁ ଫେରିନାହାନ୍ତି ନାବାଳକ ପୁଅ, ଥାନାରେ ଅଭିଯୋଗ କଲେ ବାପା
କୋକସରା,୭ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମଜୁରସାହି ଗ୍ରାମର ବନ ବିହାରୀ ନିଆଲଙ୍କ ୧୪ ବର୍ଷର ପୁଅ ଦିନେଶ କୁମାର ନିଆଲ ( ଚିଣ୍ଟୁ ) ମଙ୍ଗଳବାରଠାରୁ ନିଖୋଜ ଅଛନ୍ତି। ଏନେଇ ତାଙ୍କ ବାପା କୋକସରା ଥାନାରେ ଅଭିଯୋଗ କରିଥିବା…
ପ୍ରଶାସନର ଦ୍ୱାରସ୍ଥ ହେଲେ ହଂସପଡ଼ା ଗ୍ରାମବାସୀ
କୋକସରା,୭ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ହଂସପଡ଼ା ଗାଁର ମହିଳା ଓ ପୁରୁଷମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଗାଁରେ ଥିବା ସମସ୍ତ ନଳକୂପ ଓ ପୋଖରୀ ଶୁଖିଯିବା ପରେ ଗ୍ରାମବାସୀ ସ୍ଥାନୀୟ ଟେମରା ସରପଞ୍ଚଙ୍କ ନିକଟରେ ଫେରାଦ ପରେ…
ବଜ୍ରପାତରେ ଚାଲିଗଲା ଜୀବନ
କର୍ଲାମୁଣ୍ଡା,୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ମଚିନ୍ଦ୍ର ନାଗ (୫୯)। ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ ମଚିନ୍ଦ୍ର ଜାଳେଣି କାଠ ସଂଗ୍ରହ…
ବୋଣ୍ଡୋଗୁଡ଼ା ରତ୍ନପଥର ଖଣି ଉପରେ ମାଫିଆଙ୍କ ଦୃଷ୍ଟି
ଭବାନୀପାଟଣା, ୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅନ୍ତର୍ଜାତିକ ବୋଣ୍ଡୋଗୁଡା ରତ୍ନପଥର ଖଣି ମାଫିଆଙ୍କ ଦୃଷ୍ଟି ପଡିଛି। ଜିଲାରେ କୋଟି କୋଟି ଟଙ୍କାର ରତ୍ନପଥର ଥିବା ବେଳେ ପ୍ରକ୍ରିୟାକରଣ ନ ଥିବା ଯୋଗୁ ଲୋକେ ଦାଦନ ମୁହାଁ ହେବା ସାଧାରଣରେ ଉଦବେଗର ବିଷୟ ହୋଇଛି।…
କଲ୍ୟାଣ ମଣ୍ଡପ ନିର୍ମାଣର ଟେଣ୍ଡର ଫିକ୍ସିଂ ଅଭିଯୋଗର ତଦନ୍ତ କରିବେ ଉପଜିଲାପାଳ
କେସିଙ୍ଗା,୨।୬(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୱାର୍ଡ ନମ୍ବର ୨ରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଗତ ଦୁଇମାସରେ ଶେଷ ହୋଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ବିରୋଧ କରି ଏନ.ଏ.ସିର ଦୁଇ ଜଣ କାଉନସିଲର ରୋହିତ ଜୈନ…
୨ ମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ
କେସିଙ୍ଗା,୨।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୧୯୭୦ରେ ପ୍ରାଣୀ ଚିକିତ୍ସାଳୟ ସ୍ଥାପିତ ହୋଇଛି। ଦୀର୍ଘ ୫୩ ବର୍ଷ ହେଲା ରକ୍ଷଣାବେକ୍ଷଣ ଅଭବାରୁ ପ୍ରାଣୀ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ଗୃହଗୁଡ଼ିକ ଉଈ ଲାଗି କବାଟ, ଝରକା, ଘର ଛାତ ଭୁଶୁଡି ପଡୁଛି।…
ଯୋଗାଣ ହେଉଛି ବାଲି, ଗୋଡ଼ିମିଶା ଚାଉଳ
ଭବାନୀପାଟଣା,୧।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ କାର୍ଯ୍ୟାଳୟ (ଆଇସିଡିଏସ)ରେ ଦୁର୍ନୀତିର ଗନ୍ଧ ଏବେ ବାରି ହେଉଛି। ବର୍ତ୍ତମାନ ଚାଉଳ ଯୋଗାଣକାରୀ ସଂସ୍ଥା ନିଷ୍ପାପ ଶିଶୁଙ୍କ ଜୀବନ ପ୍ରତି ଖେଳ ଖେଳୁଛନ୍ତି। ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା…
କାମରେ ଆସୁନି ଏକ୍ସ-ରେ ମେଶିନ
କୋକସରା,୩୧ା୫(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମରେ ଆସୁନି ଏକ୍ସ-ରେ ମେଶିନ। ଫଳରେ ରୋଗୀଙ୍କୁ ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଉପରେ ନିର୍ଭର କରିବାକୁ ପଡୁଛି। କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର ୨୨ ପଞ୍ଚାୟତ ବ୍ୟତୀତ ଜୟପାଟଣା ଓ…
Archives


