କଳାହାଣ୍ଡି

ମଣ୍ଡିରେ ଧାନ ବିକ୍ରିର ଦୀର୍ଘ ଦିନ ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ

କର୍ଲାମୁଣ୍ଡା:୧୨।୧(ପ୍ରଦୀପ କୁମାର ସାହୁ): ସରକାରଙ୍କ ନିୟମ ଅନୁଯାୟୀ ଚାଷୀ ମଣ୍ଡିରେ ଧାନ ବିକିବାର ୪୮ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟରେ ଟଙ୍କା ଜମା ହେବାର ନିୟମ ରହିଥିଲେ ହେ ଚାଷୀ ପ୍ରାପ୍ୟ ପାଇପାରୁ ନ ଥିବା ରବିବାର ଅଭିଯୋଗ ହୋଇଛି। ଏହି ଅଭିଯୋଗ…

ଜଳଯୋଗାଣ ବନ୍ଦ, ପିଏଚ୍‌ଡି ଅଫିସ ଘେରାଉ କଲେ ସହରବାସୀ

କେସିଙ୍ଗା,୧୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ତ୍ରିମୂର୍ତ୍ତି ଛକ ନିକଟରେ ଜାତୀୟ ରାଜପଥ ମଧ୍ୟ ଭାଗରେ ମୁଖ୍ୟ ପାଇପ୍‌ ଲାଇନ ଶନିବାରଠାରୁ ଫାଟି ଯିବାରୁ ସହରକୁ ପାନୀୟ ଯୋଗାଣରେ ବିଳମ୍ବ ହେତୁ ପଡ଼ାବାସୀ ସ୍ଥାନୀୟ ପି.ଏଚ୍‌.ଡ଼ି.ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ଘେରାଉ…

ପୁରୁଷ ଶୂନ୍ୟ ହେଲା ଗାଁ, ଏସ୍‌ପିଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କଲା ଦଳିତ ଆଦିବାସୀ ମହାସଂଘ

ଭବାନୀପାଟଣା,୧୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଭଟାଙ୍ଗପଦର ପଞ୍ଚାୟତ କନର୍ଲା ଗାଁରେ ଆଦିବାସୀଙ୍କ ପର୍ବ ଚାଲିଥିବା ସମୟରେ ଅବକାରୀ ଚଢ଼ାଉ ଓ ପରବର୍ତ୍ତୀ ଆକ୍ରମଣ-ପ୍ରତିଆକ୍ରମଣର ନିରପେକ୍ଷ ତଦନ୍ତ ଦାବି କରିଛି ଜିଲା ଦଳିତ ଆଦିବାସୀ ମହାସଂଘ।…

ଶିକ୍ଷକ-ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ: ନାଟକ ମାଧ୍ୟମରେ ଉପସ୍ଥାପନ କଲେ ସ୍କୁଲର ବିଭିନ୍ନ ସମସ୍ୟା

ଥୁଆମୂଳ ରାମପୁର,୧୧।୦୧(ଦୁର୍ଗା କୀର୍ତ୍ତି): ବିଭିନ୍ନ ସମସ୍ୟା ଘେରରେ ବ୍ଲକ ମୁଖ୍ୟାଳୟ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ବିଦ୍ୟାଳୟର ବିଭିନ୍ନ ସମସ୍ୟା ପ୍ରଶାସନ ସମାଧାନ ନିମନ୍ତେ କଳାହାଣ୍ଡି ଘୁମୁରା ଉତ୍ସବ ମଞ୍ଚରେ ଏକ ନାଟକ ମାଧ୍ୟମରେ ଉପସ୍ଥାପନ କରି ସମସ୍ତଙ୍କ…

ସରିଲା ଘୁମୁରା: ଯାଦୁ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ କଲା ବିମୋହିତ

କେସିଙ୍ଗା,୧୨।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଉଦଯାପିତ ହୋଇ ଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ବୁଢାଡଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା ପରେ ବ୍ଳକ ଅଧ୍ୟକ୍ଷ ଚନ୍ଦନ ସେନାପତି ଏକ ମଶାଲ ଧରି ସହର…

ନିଶ୍ଚିହ୍ନହେବାକୁ ବସିଛି ଇକୋଲୋଜିକାଲ ପାର୍କ

ଭବାନୀପାଟଣା,୧୨ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଋଷିଗାଁ ୨୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ଜିଲାର ପ୍ରଥମ ଇକୋଲୋଜିକାଲ ପାର୍କ ରକ୍ଷଣାବେକ୍ଷଣ ଅଭାବରୁ ନିଶ୍ଚିହ୍ନ ହେବାକୁ ବସିଛି। ଜିଲା ପ୍ରଶାସନ ପକ୍ଷରୁ ୨୦୦୭-୦୮ ଆର୍ଥିକ ବର୍ଷରେ ଏହାକୁ…

ହସେଇଲେ ବିଧାୟକ ତାରାପ୍ରସାଦ ବାହିନୀପତି

କୋକସରା,୧୧ା୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ସ୍ତରୀୟ କଳାହାଣ୍ଡି ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ବ୍ଲକ୍‌ ଅଧ୍ୟକ୍ଷା ରୀତା ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବର ଶେଷ ସାରେ ମୁଖ୍ୟ ଅତିଥି ଭାବେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଯୋଗଦେଇ ମନ…

ଲାଞ୍ଜିଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ: ସମ୍ବଲପୁରୀ ନୃତ୍ୟରେ ଦୁଲକିଲା କାର୍ଜୀ ମାଝୀ ମଞ୍ଚ

ଲାଞ୍ଜିଗଡ,୧୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ କାର୍ଜି ମାଝୀ ମଞ୍ଚଠାରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପୂର୍ବାହ୍ନରେ ବିଶ୍ୱନାଥପୁର ଭୈରବ ପୀଠରୁ…

କଳାହାଣ୍ଡି ଉତ୍ସବ ଘୁମୁରା: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ସହର

କେସିଙ୍ଗା,୧୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସହରର ବୁଢ଼ାଡଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା ପରେ ମଶାଲ ଶୋଭାଯାତ୍ରା ବାହାରି ସରକାରୀ ଉଚ୍ଚ ବିଦ୍ୟାଳୟସ୍ଥିତ ଖେଳପଡ଼ିଆରେ ନିର୍ମିତ ବୁଢ଼ାରାଜା ମଞ୍ଚରେ ସ୍ଥାପନ କରାଯାଇଥିଲା। ପରେ…

ସମାଜ ପାଇଁ କ’ଣ ରହିଛି ଗଣମାଧ୍ୟମର ଭୂମିକା: ମତ ରଖିଲେ ଅତିଥି…

କର୍ଲାମୁଣ୍ଡା/ରିଷିଡା:୧୧।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜଗନ୍ନାଥ ଡିଗ୍ରୀ କଲେଜରେ କର୍ଲାମୁଣ୍ଡା ପ୍ରେସ କ୍ଳବର ୨୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମାଙ୍କ ସଭାପତିତ୍ୱରେ ମୁଖ୍ୟ…

ଢେମସା, ବଜାସାଲରେ ଦୁଲୁକିଲା ମଞ୍ଚ

କୋକସରା,୧୧ା୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବର ଦ୍ବିତୀୟ ସାରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଅଧ୍ୟକ୍ଷତା କରିଥିଲେ। ନର୍ଲା ବିଧାୟିକା ମନୋରମା ମହାନ୍ତି ମୁଖ୍ୟ ଅତିଥି, ଡ. ଉମେଶ ଚନ୍ଦ୍ର ଶତପଥି ମୁଖ୍ୟ ବକ୍ତା ଓ…

ହାତୀ ଉପଦ୍ରବରେ ୭୦ଭାଗ ଲୋକଙ୍କ ଚାଷ ନଷ୍ଟ: ବନ ବିଭାଗ ଦୃଷ୍ଟି ଦେବାକୁ ଚାଷୀଙ୍କ ଦାବି

କେସିଙ୍ଗା,୧୧।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅଧିନସ୍ଥ ସୌରାପଦର ଗ୍ରାମରେ ହାତୀ ଉପଦ୍ରବରେ ବହୁ ଚାଷୀଙ୍କ ଚାଷ ନଷ୍ଟ ହୋଇଥିବାର ଅଭିଯୋଗ ହୋଇଛି। ୪୪ ଟିକିଆ ହାତୀପଲ ଦୀର୍ଘ ୬ ମାସ ଧରି ଏହି ଅଞ୍ଚଳରେ ରହୁ ଥିବାରୁ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?