କଳାହାଣ୍ଡି

ଚୋରି ଆଲୁମିନା ପାଉଡର ସହ ୨ ଟ୍ରାକ୍ଟର, ୨ ବୋଲେରୋ, କାର୍‌ ଜବତ, ୨ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୧୦ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି ଅଭିଯୋଗରେ ସ୍ଥାନୀୟ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମ୍ପାଦେଈପୁର ଗ୍ରାମର ହଳଧର ସାହୁ ଓ ଖମନଖୁଣ୍ଟି…

ତ୍ରିଲୋଚନପୁର ସରପଞ୍ଚ ଅଯୋଗ୍ୟ ଘୋଷିତ: ଜାଣନ୍ତୁ କିଏ ହେଲେ ନୂଆ ସରପଞ୍ଚ

ଲାଞ୍ଜିଗଡ଼,୧୦।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କୁ ଅଦାଲତ ଅଯୋଗ୍ୟ ଘୋଷଣା କରିଛନ୍ତି।୨୦୨୨ରେ ସରପଞ୍ଚ ନିର୍ବାଚନରେ ତ୍ରିଲୋଚନପୁର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିବା ସରପଞ୍ଚଙ୍କୁ କୋର୍ଟ ବିଧିବଦ୍ଧ ଭାବରେ ଅଯୋଗ୍ୟ…

ଘୁମୁରା ଉତ୍ସବ ଉଦ୍‌ଘାଟିତ: ନୃତ୍ୟ, ବାଦ୍ୟରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୧୦ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହରସ୍ଥିତ ବୁଢାଡ଼ଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା କରି ଏକ ମଶାଲ ଯାତ୍ରା ଆନନ୍ଦ ଉଲ୍ଲାସର ସହିତ ମହାଆଡମ୍ବରରେ ଘୁମୁରା, ଆଦିବାସୀ…

ଜଳିଗଲା ଯାତ୍ରୀବାହୀ ବସ୍‌

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍‌ରେ ନିଆଁ ଲାଗି ଜଳି ଯାଇଛି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ…

୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ

ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ…

ଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆ

କୋକସରା,୯।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗ୍ରାମରେ ଏକ ଭାଲୁ ଜନବସତି ମଧ୍ୟରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତଦିନ ଚାଲି ଆସି କେତେବେଳେ ରାସ୍ତା…

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

କର୍ଲାମୁଣ୍ଡା:୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପରେଡ଼ ପଡ଼ିଆରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇଙ୍କ ନେତୃବରେ କର୍ଲାମୁଣ୍ଡା ବସ୍ତି ସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ଘୁମୁରା ତାଳେତାଳେ ମଶାଲ…

ବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ନାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଗ୍ରାମରେ ବେଆଇନ ମଦ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା। ସ୍ଥାନୀୟ ଅବକାରୀ ବିଭାଗ ଚଢ଼ାଉ କରୁଥିବାବେଳେ ଗ୍ରାମବାସୀଙ୍କ ଆକ୍ରମଣର…

୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ

ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା ସାଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାବହ ବ୍ଲକ୍ ସ୍ତରୀୟ ୨୭ ତମ…

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ କରାଯାଇଛି।…

ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ

କର୍ଲାମୁଣ୍ଡା୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଓଡ଼ିଶା ସରକାରଙ୍କ ଶ୍ରୀଅନ୍ନ ଅଭିଯାନ ସଚେତନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର…

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍‌। ଏବେ ଉକ୍ତ ଡ୍ୟାମ୍‌ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?