କଳାହାଣ୍ଡି

ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ ସେଚନ…

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ ରବିବାର…

କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଜୁନାଗଡ଼ ବ୍ଲକର ୬୦ ଜଣ ଚାଷୀ (ଉଭୟ ମହିଳା…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୱାର୍ଡସଭ୍ୟ

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଗଣ୍ଡ ବାରୋଝୋଲା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ସ୍ଥାନୀୟ ନାଏବ ସରପଞ୍ଚ ଓ ୱାର୍ଡମେମ୍ବର। ଏ ନେଇ ଶୁକ୍ରବାର ସେମାନେ ଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗପତ୍ର ଦେଇଛନ୍ତି। ସ୍ଥାନୀୟ ସରପଞ୍ଚ ମାସିକ…

ମନରେଗାରେ ମହାଦୁର୍ନୀତି: କାମ ନ କରି ଟଙ୍କା ହଡ଼ପ ଅଭିଯୋଗ

ଥୁଆମୂଳ ରାମପୁର,୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡ଼େପଦର ପଞ୍ଚାୟତରେ ମନରେଗା ଯୋଜନା ଅର୍ଥ ହଡ଼ପ ହୋଇଥିବା ଭଳି ଏକ ସଂଗୀନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଖମାରପଦର ଗ୍ରାମରେ ମନରେଗା ଯୋଜନାରେ କାର୍ଯ୍ୟାଦେଶ…

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ସମସ୍ତ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।…

ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜାହାଲ ପଞ୍ଚାୟତ ଗଜାହାଲ ଗ୍ରାମର…

ଅସହାୟ ଅବସ୍ଥାରେ ୩ ଅନାଥ ବାଳିକା

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): ମା’ବାପାଙ୍କ ମୃତ୍ୟୁ ପରେ ଗୋଟିଏ ପରିବାରର ୨ ଭଉଣୀଙ୍କ ସମେତ ଅନ୍ୟ ଏକ ପରିବାର ଜଣେ ବାଳିକା ଅସହାୟ ହୋଇପଡିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଗଣ୍ଡବାରଝୋଲା ପଞ୍ଚାୟତ କରାଟିକିଲି ଗ୍ରାମରେ।…

ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ ଥିବା…

ମାଙ୍କଡ ଆତଙ୍କ: ଆକ୍ରମଣରେ ୧୫ରୁ ଊଦ୍ଧର୍‌ବ ଆହତ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ କିଛିଦିନ ହେଲା ମାଙ୍କଡ ଆତଙ୍କ ଦେଖାଦେଇଛି। ସହରସ୍ଥିତ ଗୋଦାମପଡ଼ାର ମାଙ୍କଡ ଆକ୍ରମଣରେ ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ…

ଦୁଇଦିନ ହେଲା ଆମରଣ ଅନଶନରେ ଚାଷୀ, ଶୁଣିଲେନି ବିଡିଓ-ତହସିଲଦାରଙ୍କ କଥା

କେସିଙ୍ଗା,୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁଣ୍ଡଳା ଗ୍ରାମର ଜଣେ ଚାଷୀ ଧାନର କଟ୍‌ନି ଛଟ୍‌ନିକୁ ବିରୋଧ କରି ତୁଣ୍ଡଳା ପ୍ୟାକ୍ସ ଆଗରେ ଦୁଇ ଦିନ ହେଲା ଆମରଣ ଅନଶନ କରିଛନ୍ତି। ତୁଣ୍ଡଳା ଗ୍ରାମର ଜଣେ ଶ୍ରେଷ୍ଠ ଚାଷୀ ହେଲେ…

ଟ୍ୟାଙ୍କର ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍‌ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାୟପୁରର ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?