କଳାହାଣ୍ଡି

ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍‌ ଲ’ ଆଣ୍ଡ୍‌ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ୍‌…

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ। ଘରେ ବା ଦାଣ୍ଡଦୁଆରେ ଦୀପ ଜଳିଲେ ଅମାବାସ୍ୟା ରାତି ହୋଇଉଠେ ଆଲୋକମୟ। ହେଲେ ମାଟିଦୀପ…

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ ଆକ୍ଟ…

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ଓଡିଶା ମ୍ୟୁନ୍ସିପାଲ…

ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଆମପାଣିର ଜନୈକା ଯୁବତୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ

କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ପାଇଁ ପଞ୍ଚାୟତ ସମିତି ସଭାଗୃହରେ ସ୍ବତନ୍ତ୍ର ସମିତି ବୈଠକ ଡକାଯିବା ସଂକ୍ରାନ୍ତରେ କଳାହାଣ୍ଡି…

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ ନିଆଁ ଲାଗି ପୋଡି ଯାଇଛି। ଗ୍ରାମବାସୀ ଏହା ଦେଖି ତୁରନ୍ତ ସ୍ଥାନୀୟ ବିଦ୍ୟୁତ୍‌ ବିଭାଗ…

ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା ସମାଧାନ ହୋଇଛି। ପାନୀୟ ଜଳ ପାଇଁ ଅନେକ ଥର ପଞ୍ଚାୟତ ଓ ପ୍ରଶାସନ ପକ୍ଷରୁ…

ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପାଖାପାଖି ୧୮ହଜାର ୪୫ ହେକ୍ଟରରେ ହୋଇଥିବା କୃଷି ବିଭାଗ ପକ୍ଷରୁ ସୂଚନା…

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ଭୁବନେଶ୍ୱର ରାଜ ଭବନ ଅଫିସ କାର୍ଯ୍ୟାଳୟ ପକ୍ଷରୁ…

ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ଦିବ୍ୟଲାଲ ଛତ୍ରିଆ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଇବା ଛାଡି ବିଦ୍ୟାଳୟ ନିକଟରେ ଥିବା…

ବେଦାନ୍ତ ଆଲୁମିନିୟମର ‘ସ୍ବର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ: ୧୦ଟି ବିଦ୍ୟାଳୟର ୩୭୦୦ରୁ ଅଧିକ ଛାତ୍ରୀଛାତ୍ର ସାମିଲ

ଭବାନୀପାଟଣା/ଲାଞ୍ଜିଗଡ଼, ୨୪।୧୦(ଉତ୍ତମ କୁମାର ଦାଶ/ରମେଶ ନାୟକ)- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ଗତ ମାସ ଠାରୁ ‘ସ୍ବର୍ଣ୍ଣ ପ୍ରାଶନ’ ଟିକାକରଣ ଅଭିଯାନ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା କଳାହାଣ୍ଡି ଜିଲାର ୧୦ଟି ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?