୩୯ ଲକ୍ଷ ହଡ଼ପ ମାମଲାରେ ୩ କୋର୍ଟ ଚାଲାଣ: ବିଇଓ ଅଫିସ ଆକାଉଣ୍ଟାଣ୍ଟ ଫେରାର
ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ କରିଥିବା ମାମଲା ନେଇ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ଶୁଚିସ୍ମିତାଙ୍କ ସହ ସାମିଲ ଥିବା ଅଭିଯୋଗରେ...
ମିଳିଲା ନିଖୋଜ ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
କେସିଙ୍ଗା,୨୦।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପଥର୍ଲ ଗ୍ରାମ ପଞ୍ଚାୟତ ଅଧୀନ ମାଲପଡ଼ା-ପଥର୍ଲା ତିନିଛକଠାରୁ ଗୁରୁବାର ଗଳାରେ ରଶିବନ୍ଧା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ପଥର୍ଲl ଗ୍ରାମ କଲୋନୀପଡ଼ାର କିଷାନ ବାଗ(୨୫)।...
ଭାଲୁ ଆକ୍ରମଣରେ ଚାଷୀ ଗୁରୁତର
କୋକସରା,୨୦।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ତେନ୍ତୁଳିଆପଡ଼ା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଯୁବଚାଷୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କାମଦେବ ରାଉତ(୩୨)। ମିଳିଥିବା ସୂଚନା ମୁତାବକ, ଗୁରୁବାର କାମଦେବ ସ୍ଥାନୀୟ...
ଶୈବପୀଠରେ ବୃଷଭ ପିଉଛନ୍ତି କ୍ଷୀର
କୋକସରା,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ ଗୁରୁବାର ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମହାଦେବଙ୍କ ବୃଷଭ କ୍ଷୀର ଓ ପାଣି ପିଉଥିବା ନେଇ ପ୍ରଚାର ହେବାପରେ କୋକସରା ବ୍ଲକର ଡେଙ୍ଗାଗୁଡାଠାରେ ଥିବା ଶମ୍ଭୁଶ୍ୱର ମନ୍ଦିର, ବଡକେନ୍ଦୁଗୁଡା...
ନିଯୁକ୍ତି ପାଇ ତାମିଲନାଡୁ ଗଲେ କଳାହାଣ୍ଡିର ୨୦୦ ଯୁବତୀ
ଭବାନୀପାଟଣା,୧୯ା୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନଠାରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ ଦ୍ୱାରା ଗତ ୨୪.୯.୨୦୨୨ରେ ନିଯୁକ୍ତି ପାଇଥିବା ଜିଲାର ୨୨୦ ଜଣ ଯୁବତୀ ବୁଧବାର ତାମିଲନାଡୁ ଜିଲାର ହୋସୁର ସହରକୁ ଗସ୍ତ କରିଛନ୍ତି। କଳାହାଣ୍ଡି...
କୋକସରା ବ୍ଲକରେ ବ୍ୟାପୁଛି ଚକଡ଼ା ରୋଗ: ମୁଣ୍ଡରେ ହାତ ଦେଇ ବସିଛନ୍ତି ଧାନଚାଷୀ
କୋକସରା,୧୮।୧୦(ଡି.ଏନ.ଏ.): ହେକ୍ଟର ହେକ୍ଟର ଚାଷ ଜମିରେ ବ୍ୟାପୁଛି ଚକଡ଼ା ରୋଗ । ନିମିଶକ ମଧ୍ୟରେ ସୁନାର ଫସଲକୁ ଚରି ଯାଉଛି ଚକଡ଼ା ପୋକ। ସବୁଜିମା ଦିଶୁଥିବା ଚାଷ ରାତିକ ମଧ୍ୟରେ ପୋଡି ଯାଉଛି ଓ ଧାନ କେଣ୍ଡା ସବୁ ପାଳ...
ଏକୁଟିଆ ଥିବା ବେଳେ ଘରେ ପଶି ବିବାହିତା ମହିଳାଙ୍କୁ ବଳାତ୍କାର,ଜେଲ୍ ଗଲେ ଯୁବକ
କୋକସରା,୧୮।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଛଞ୍ଚାଣବାହିଲି ପଞ୍ଚାୟତ ପଲସପାଣି ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ସେହି ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ ଦୁର୍ଯୋଧନ ଜୁଏଡ଼(୩୫) ।...
ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ମୃତ
ଭବାନୀପାଟଣା,୧୭।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜୟପାଟଣା ଡାକ୍ତରଖାନାରୁ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଉଥିଲା। ହେଲେ ଆମ୍ବୁଲାନ୍ସଟି ଜୁନାଗଡ଼ ବ୍ଲକ ମହିଚଲା ମଣ୍ଡି ନିକଟରେ...
ଲାଠିଯାତ୍ରା, ଲାଖବିନ୍ଧା ସହ ଶେଷ ହେଲା ବୁଢାରଜାଙ୍କ ଦଶରା ମହୋତ୍ସବ
କୋକସରା,୧୬।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସୀମାନ୍ତ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ପାଦ ଦେଶରେ ଆମପାଣି ବୁଢାରଜାଙ୍କ ବାର୍ଷିକ ଦଶରା ମହୋତ୍ସବ ସମାପନ ହୋଇଯାଇଛି। ଏହି ଅବସରରେ ବୁଢାରଜାଙ୍କ ପୀଠରେ ଶୁକ୍ଳ ଭୋଗ ସହ ପାଶର୍ବ ଦେବଦେବୀଙ୍କୁ ବଳି ଭୋଗରେ...
ଜିଲାରେ ବେଧଡ଼କ ଚାଲିଛି ଗଞ୍ଜେଇ ଚାଲାଣ
ଭବାନୀପାଟଣା,୧୪।୧୦(ସ୍ବ.ପ୍ର.):କଳାହାଣ୍ଡି ଜିଲାରେ ମାତିଛନ୍ତି ଗଞ୍ଜେଇ ମାଫିଆ। କେତେବେଳେ ଜଙ୍ଗଲ ରାସ୍ତା ତ ପୁଣି ଆଉ କେତେବେଳେ ଜାତୀୟ ରାଜପଥ ୨୬ରେ ବିଭିନ୍ନ ଆଳରେ କରୁଛନ୍ତି ଗଞ୍ଜେଇ ଚୋରା ଚାଲାଣ। ଅନେକ ସମୟରେ ଚଢାଉ କରାଯାଇ କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ଜବତ...
ବେଦାନ୍ତ ହସ୍ପିଟାଲକୁ ଇଏସ୍ଆଇ ହସ୍ପିଟାଲ ମାନ୍ୟତା
ଲାଞ୍ଜିଗଡ,୧୪।୧୦(ଡି.ଏନ.ଏ.):କଳାହାଣ୍ଡି ଓ ରାୟଗଡା ଜିଲାର ଦୁର୍ଗମରୁ ଅତିଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଲାଞ୍ଜିଗଡସ୍ଥିତ ବେଦାନ୍ତ ହସ୍ପିଟାଲକୁ ଇଏସଆଇ ହସ୍ପିଟାଲର ମାନ୍ୟତା ମିଳିଛି। ଏଥିପାଇଁ ଗୁରୁବାର ବେଦାନ୍ତ ହସ୍ପିଟାଲ ପରିସରରେ ଆୟୋଜିତ ସମାରୋହରେ ଭୁବନେଶ୍ୱରସ୍ଥିତ...
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ
କୋକସରା,୧୨ା୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ଗ୍ରାମ ଏୟାରଟେଲ ଟାଓ୍ବାର ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ହେଉଛନ୍ତି କୋକସରା ପଞ୍ଚାୟତ ଚିଲିଗୁଡ଼ା ଗ୍ରାମର...
Archives


