କଳାହାଣ୍ଡି

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର ବାଗଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ମହାଜନଗୁଡ଼ା ଛକରେ ମୃତଦେହ…

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା ମିଳିପାରୁ ନାହିଁ। ଫଳରେ ପଡ଼ାବାସୀ ଚିନ୍ତାରେ ରହିଛନ୍ତି। ସ୍ଥାୟୀ ପଟ୍ଟା ପ୍ରଦାନ ଦାବିରେ ପଡ଼ାବାସୀ…

ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ ଜଣାପଡିଛି ଯେ, ଥୁଆମୁଳ ରାମପୁର ଗ୍ରାମ ପଞ୍ଚାୟତ ତରଫରୁ ମନରେଗା ଯୋଜନାରେ ଅନ୍ତର୍ଭୁକ୍ତ…

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ କଂଗ୍ରେସର ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଜାତୀୟ ରାଜପଥ ୨୬କୁ…

କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌

ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ। କଲେଜ ଛକ ନିକଟ ରାସ୍ତାରେ ବିକ୍ଷୋଭ, ଯାତାୟାତ ଠପ୍‌ ରହିଛି। ଦୋକାନ, ବଜାର…

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧ

ଭବାନୀପାଟଣା/କେସିଙ୍ଗା,୨୮।୧୨(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ପାଷ୍ଟିକୁଡି-ନାସିଗାଁ ମଝିରେ ଥିବା ୨୬ ନମ୍ବର ଜାତୀୟ ରାଜପଥରେ ଚାଉଳ ବୋଝେଇ ଟ୍ରକ ଓ କୋଇଲା ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ଟ୍ରକ ନିଆଁ ଲାଗି ପାଉଁଶ…

ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା

ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା, ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଥିବା ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।…

ଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟ

ଥୁଆମୂଳ ରାମପୁର,୨୭ା୧୨ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ…

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ କୌଣସି ଏକ ଅଜଣା ଗାଡି ଧକ୍କାରେ ସ୍ଥାନୀୟ କେନ୍ଦୁଡଙ୍ଗରୀ ଗ୍ରାମର ଧବଳେଶ୍ବର ବାଗ(୫୨) ଗୁରୁତର…

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ଦୁଇଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ବିଦ୍ୟାଳୟରେ ପାଚେରି ନ ଥିବାବେଳେ…

ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ

ଲାଞ୍ଜିଗଡ,୨୭।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ଲାଞ୍ଜିଗଡ ବଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ପାଇଁ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । କଳା ସଂସ୍କୃତି ଐତିହ…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?