ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଷ୍ଠା...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ଓ ରାଜ୍ୟ କମିଟିର ଅନେକ ସଦସ୍ୟ ଯୋଗ ଦେଇଥିଲେ। ସାମୂହିକ...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା ଜଣେ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ସାଇସୁରୁଣି...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ...
୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ ହେଲେ ବିଭୀଷଣ ଗଉଡ ଓ ସେ ଗୁଣୁପୁର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ...
ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…
କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ ପ୍ରତିଷ୍ଠା କରିଥିଲେ। ଏହି ଚିକିତ୍ସାଳୟକୁ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ ରାମପୁର ଆଦି...
ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ
କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ ଓ ଅଧ୍ୟକ୍ଷା ସୁଫଳା ନିଆଲଙ୍କ ନେତୃତ୍ୱରେ କ୍ରିସ୍ମାସ୍ ଡେ’ ପାଳିତ ହୋଇଯାଇଛି। ଏଥିରେ...
ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!
ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ ପାଲଟିଛି। ବାଗଡିଆଣି ଗ୍ରାମପଞ୍ଚାୟତ ଅଧୀନସ୍ତ କୁମ୍ଭାରକାନି ଗ୍ରାମରେ ଲକ୍ଷ ଲକ୍ଷ ଟଙ୍କା...
ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ
କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ ହୋଇ ଦେଶ ଗଢିବାରେ ସାହାଯ୍ୟ କରିଥାଏ। ଦୃଢ଼ ଆତ୍ମ ବିଶ୍ୱାସ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ...
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ ମଦ ଭାଟି (ସମାଗୁଡ଼ା) ଠାରେ ବୁଧବାର ସାପ୍ତାହିକ ହାଟରେ ଅଭାବନୀୟ ଜନଗହଳି ଦେଖିବାକୁ...
ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…
କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ମାସ ୨୭ ଓ ୨୮...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ...
Archives


