କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ
ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ । ରାତି ପାହିଲେ…
ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…
କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ ସମଗ୍ର କେସିଙ୍ଗା ବ୍ଲକର ବିଭିନ୍ନ ପ୍ରାଥମିକ, ହାଇ ସ୍କୁଲରେ ପରୀକ୍ଷା ସେଣ୍ଟର ଖୋଲା…
କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ
ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍ଡି (PhD) ଡିଗ୍ରୀ ହାସଲ କରିଛନ୍ତି। ଏହାସହ ସେ କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ପିଏଚ୍ଡି ଡିଗ୍ରୀଧାରୀ ହେବାର…
ଅବ୍ୟବସ୍ଥାରେ ରିଷିଡ଼ା ବସ୍ଷ୍ଟାଣ୍ଡ
ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର ଅଭାବ ଏବଂ ରାସ୍ତା ମରାମତି ଅଭାବରୁ…
ନବନିର୍ମିତ ପ୍ରଶାସନିକ ଗୃହ ଉଦ୍ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ
କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ନବନିର୍ମିତ ଏହି ପ୍ରଶାସନିକ ଗୃହ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ…
ବ୍ୟାଙ୍କର ୩ ସ୍କାଏଲାଇଟ୍ ଭାଙ୍ଗି ପଶିଥିଲେ: ୪ ଗିରଫ
କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ ପକ୍ଷରୁ…
କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ
କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା ସମେତ ବିଭିନ୍ନ ଯୋଗାଣ ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡ଼ୁଥିଲା।…
ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ
ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମେରମୁଣ୍ଡା ଗ୍ରାମ ଇଜୁରୁପା ସାହିର ସ୍ବର୍ଗତ ଯଦୁରାମ ମାଝୀଙ୍କ ଝିଅ ଶାନ୍ତି ମାଝୀ(୨୮)।…
ହୃଦ୍ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ
ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍ଘାତରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ଖବର ଶୁଣି ଅଞ୍ଚଳରେ ଶୋକର…
ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…
ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର ପବିତ୍ର ବାଲିଯାତ୍ରା ଏବଂ ଶାରଦୀୟ ଦଶହରା ପୂଜା ପାଇଁ ନୀତିକାନ୍ତି ଓ ସମୟସୂଚୀ…
ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…
କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ନୂଆଖାଇ ପୂର୍ବରୁ ଅର୍ଥାତ ଗତ ସୋମବାର ସକାଳେ ରୁଗୀ…
ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା
କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ ସାମୂହିକ ନୂଆଁଖାଇ ଭେଟଘାଟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ବାଲସି…

