ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ
ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଖବରର ପ୍ରଭାବ ସ୍ବରୂପ,…
‘ଘୁମୁରା’ ଉଦ୍ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…
ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍ଯାପନୀ ସନ୍ଧ୍ୟାରେ ଯୋଗଦେଇ…
ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…
କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଖ ଜୋନ ଜିଲ୍ଲା ପରିଷଦ ସଭ୍ୟ ରହିଥିବା ବେଳେ ଗତ ଜିଲ୍ଲା ପରିଷଦ ନିର୍ବାଚନରେ…
୭୬ତମ କୁର୍ଶୁଲା ମକରମେଳା ଉଦଯାପିତ; ଚଣ୍ଡୀଙ୍କ ପୀଠରେ ପଡିଲା ବଳି, ୨କୋଟିରୁ…
କର୍ଲାମୁଣ୍ଡା,୧୮ା୧ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲା ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରରେ ଚାଲୁଥିବା ୭୬ତମ ମକରମେଳା ରବିବାର ଉଦଯାପିତ ହୋଇଯାଇଛି । ଗତ ୧୨ ତାରିଖ ଦିନ ନେଉଳ ପ୍ରବେଶ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା…
ଅନ୍ୟ ଜିଲା ଠିକାଦାରଙ୍କୁ ଦୃଢ଼ ବିରୋଧ, ଟେଣ୍ଡର ପକାଇଲେ…
କେସିଙ୍ଗା,୧୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଠିକାଦାର କଣ୍ଟ୍ରାକ୍ଟର ଆସୋସିଏଶନର ଜିଲା ସଭାପତି ଜଗଦୀଶ ମଣ୍ଡଳଙ୍କ ସଭାପତିତ୍ୱରେ ଜିଲାସ୍ତରୀୟ ଠିକାଦାର ସଂଘର ଏକ ସାଧାରଣ ବୈଠକ କେସିଙ୍ଗା ସହରସ୍ଥିତ ଏକ ହୋଟେଲ୍ରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତଥି ଭାବେ ଜିଲା ସଭାପତି…
ପୁଣି ସୁବାସଙ୍କ ଉପରେ ଭରସା କଲା କଂଗ୍ରେସ: ଦେଲା ଗୁରୁଦାୟିତ୍ୱ
କେସିଙ୍ଗା,୧୮।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ସୁବାସ ଜୈନଙ୍କୁ ଟାଉନ ସଭାପତି ଭାବେ କଂଗ୍ରେସର ପିସିସି ସଭାପତି ଭକ୍ତ ଚରଣ ଦାସ ନିଯୁକ୍ତି ଦେଇଛନ୍ତି। ଏ ନେଇ ସମଗ୍ର ଅଞ୍ଚଳରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଜୈନ…
କଳାହାଣ୍ଡି ପାଇଁ ଆଣିଲେ ଗୌରବ: ଲୋକକଳା ସମ୍ମାନ ପାଇଲେ ଯୁବ ପ୍ରତିଭା ସତ୍ୟବ୍ରତ ଦାଶ
ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜ୍ୟ ସାହିତ୍ୟ ସଂସ୍କୃତି ବିଭାଗ ଏବଂ ସଂସ୍କୃତି ମଞ୍ଚ ଆନୁକୂଲ୍ୟରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବରିଷ୍ଠ କଳାକାରଙ୍କୁ ଶନିବାର ଲୋକକଳା ସମ୍ମାନ ରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡିର…
ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍ଜିଏନ୍ଆର୍ଇଜିଏସ୍ରେ ଅନିୟମିତତା ଅଭିଯୋଗ
ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଗ୍ରାମର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍) କାମରେ ମୃତ ରାଉତ…
ହଠାତ୍ ଶ୍ରେଣୀ ଭିତରକୁ ପଶି ଆସିଲେ ପାଚିକାଙ୍କ ସ୍ବାମୀ: କେହି କିଛି ଭାବିବା ପୂର୍ବରୁ ହାଣିଲେ ଶିକ୍ଷକଙ୍କୁ
ଭବାନୀପାଟଣା,୧୬।୧(ଉତ୍ତମ କୁମାର ଦାଶ): ଶିକ୍ଷକଙ୍କୁ ହାଣିଲେ ପାଚିକାଙ୍କ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ପଞ୍ଚାୟତ ପିପଳପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଋଷିରାଜ ମେହେରଙ୍କୁ ପିପଳପଡ଼ା ଗ୍ରାମର ଭାସ୍କର…
ଏଣିକି ନିଜ ଲଢ଼େଇ ଲଢିବେ ଝିଅ: କୌଶଳର ଅପବ୍ୟବହାର ନ କରିବାକୁ…
କେସିଙ୍ଗା,୧୬।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ୯ ତାରିଖରୁ ୧୬ ତାରିଖ ଦୀର୍ଘ ୮ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଥିବାବେଳେ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…
ନିର୍ମାଣସ୍ଥଳରେ ଶ୍ରମିକଙ୍କୁ ହତ୍ୟା, ଠିକାଦାରଙ୍କ ଦ୍ୱାରା କାର୍ଯ୍ୟ ଚାଲିଥିବାବେଳେ…
କର୍ଲାମୁଣ୍ଡା,୧୬ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ଟକାରୁମାଲ ବଜାର ପଡ଼ିଆ ନିକଟରେ ଗୁରୁବାର ରାତିରେ ନିର୍ମାଣସ୍ଥଳରେ ଜନୈକ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ହୋଇଛି। ସୂଚନାନୁଯାୟୀ, ଆର୍ଏମ୍ସି ପକ୍ଷରୁ ଠିକାଦାରଙ୍କ ଦ୍ୱାରା ଧାନ ପିଣ୍ଡି ନିର୍ମାଣ…
କଳାହାଣ୍ଡି ଖାଉଟି ଅଦାଲତରେ ଫିଲ୍ମ ତାରକାଙ୍କ ବିରୋଧରେ ମାମଲା; ବିଜ୍ଞାପନରେ ନଜର ଆସିଥିବା…
ଭବାନୀପାଟଣା, ୧୫।୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଖାଉଟି ଅଦାଲତରେ ମୃଦୁପାନୀୟ ବିଜ୍ଞାପନକୁ ନେଇ ବଲିଉଡ ଫିଲ୍ମ ଅଭିନେତା ସଲମାନ ଖାନ, ହ୍ରିତିକ ରୋଶନ ଏବଂ କମ୍ପାନୀ ବିରୋଧରେ ମାମଲା ରୁଜୁ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି…
Archives


