ଗରମ ଚା’ରେ ବସିପଡ଼ିବାରୁ ଶିଶୁ ଗୁରୁତର
କୋକସରା,୧୨ା୧୦(ଡି.ଏନ୍.ଏ.): ଗରମ ଚା’ରେ ବସି ପଡ଼ିବାରୁ ଜଣେ ଶିଶୁ ଗୁରୁତର ହୋଇଛି। କଳାହାଣ୍ଡି ଜିଲା କୋକସରା ଗ୍ରାମର କସ୍ତୁରୀ ନଗରପଡ଼ାରେ ରହୁଥିବା ଚତୁର୍ଭୁଜ ପୋଢ଼ଙ୍କ ୪ ବର୍ଷର ପୁଅ ଗୋବିନ୍ଦ ବୁଧବାର ଚୁଲିରେ ଥିବା ଗରମ ଚା’ରେ ବସି ପଡ଼ିବାରୁ...
କୁମାରପୂର୍ଣ୍ଣିମାରେ ୩୨ ଗିରଫ, ୭୧ହଜାର ଟଙ୍କା ଜବତ
ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳରେ କୁମାରପୂର୍ଣ୍ଣିମା ରାତିରେ ବିଭିନ୍ନ ସ୍ଥାନରେ ଜୁଆ ଖେଳ ହେଉଥିବା ଅଭିଯୋଗ ପାଇ ପୋଲିସ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଜୁଆଖେଳରେ ସମ୍ପୃକ୍ତ ଥିବା ୩୨ଜଣଙ୍କୁ ଗିରଫ କରିଛି। ଏପରି କି...
ଧକ୍କା ଦେଲା ସରକାରୀ ଗାଡ଼ି: ୫ ଗୁରୁତର
ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି ।...
ଦେଢ଼ ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ନାହିଁ
ଲାଞ୍ଜିଗଡ,୧୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତରେ ଗତ ଅଗଷ୍ଟ ୧୮ ତାରିଖ ରାତି ୧୧ଟାରେ ପିଡିଏସ ଚାଉଳ ଚୋରାଚାଲାଣ ଘଟଣାର ଢେଡ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତଦନ୍ତ ବାଟମାରଣା ହେଉଥିବା...
ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୩ ଅସୁସ୍ଥ
ଭବାନୀପାଟଣା,୯ା୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡ଼ିଦର ପଞ୍ଚାୟତ ତେନ୍ତୁଳିପଡ଼ାରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବର୍ତ୍ତମାନ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬...
ସମ୍ପର୍କୀୟ ମାମୁଝିଅକୁ ଅପହରଣ କରି ବନ୍ଧା ହେଲେ ଯୁବକ
କୋକସରା,୮।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ପୋଲିସ ସମ୍ପର୍କୀୟ ମାମୁଝିଅକୁ ଅପହରଣ ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ଗୋକୁଳାନନ୍ଦ ନାଏକ (୩୭)। କୋକସରା ବ୍ଲକ ଅନ୍ତର୍ଗତ...
ଜାଣିପାରିଲାନି ଶିକ୍ଷା ବିଭାଗ: ୩୯ଲକ୍ଷ ଟଙ୍କା ହାତେଇ ମହିଳା ଆକାଉଣ୍ଟାଣ୍ଟ ଫେରାର
ଭବାନୀପାଟଣା,୮।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କ କଳାକାରନାମା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ଦରମା ବାବଦକୁ ପ୍ରାୟ ୩୯ ଲକ୍ଷରୁ ଅଧିକ ଟଙ୍କା ନିଜ ବ୍ୟକ୍ତିଗତ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡପ...
ଆଜି ବିଜୟା ଦଶମୀ: ମାଣିକେଶ୍ୱରୀଙ୍କ ପୀଠରେ ଅନୁଷ୍ଠିତ ହେଲା ଲାଖମରା ପର୍ବ
ଭବାନୀପାଟଣା,୫।୧୦(ସ୍ବ.ପ୍ର.)-କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବୁଧବାର ବିଜୟା ଦଶମୀ ଅବସରରେ ଭବାନୀପାଟଣାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟ...
ଦୁର୍ଗା ପୂଜା ଦେଖିବାକୁ ଯିବା ବାଟରେ ସାମ୍ନାରୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୮ ଗୁରୁତର
ଭବାନୀପାଟଣା,୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ବୁଧବାର ଏକ ଅଟୋ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ...
ବୁଲିଲା ମା’ଙ୍କ ବିଜୟ ଛତର ଯାତ୍ରା: ଦର୍ଶନ କରି ଶୁଭ ମନାସିଲେ ଶ୍ରଦ୍ଧାଳୁ
କୋକସରା,୫।୧୦(ଡି.ଏନ.ଏ): ପାର୍ବଣରେ ଶାରଦୀୟ ଦୁର୍ଗାପୂଜା ଅବସରରେ ଦେବଦେବୀଙ୍କ ପୂଜାରେ ପୁରପଲ୍ଲୀ ଉତ୍ସବ ମୁଖର ହୋଇପଡ଼ିଛି। କଳାହାଣ୍ଡି ଜିଲାର ବିଭିନ୍ନ ଶକ୍ତିପୀଠରେ ମା’ଙ୍କ ରକ୍ତଭୋଗ ଲାଗି ହେଉଥିବା ବେଳେ କୋକସରା ବ୍ଲକ ଚିଲିଗୁଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସର୍ବମଙ୍ଗଳାଙ୍କଠାରେ ଶୁକ୍ଳଭୋଗ...
କଳାହାଣ୍ଡିରେ ଅଘଟଣ: ସାନ ଭାଇଙ୍କ ସହଯୋଗରେ ବଡ଼ ଭାଇଙ୍କୁ ହତ୍ୟାକରି ପୋତିଦେଲେ ମଝିଆ ଭାଇ
ଭବାନୀପାଟଣା,୪।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତିଲଯୋଡି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିିଛି। ଚାଷ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର କରି ବଡ଼ ଭାଇଙ୍କୁ ମଝିଆ ଭାଇ ହତ୍ୟା କରିଛନ୍ତି। ଏପରିକି ଏହି ହତ୍ୟାକାଣ୍ଡରେ...
ଛତର ଯାତ୍ରାରେ ରକ୍ତରଞ୍ଜିତ ହେଲା ରାଜପଥ
ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି ମନ୍ଦିର ଅଭିମୁଖେ ଅଛନ୍ତି। ଗତ ୨ବର୍ଷ ଧରି କରୋନା କଟକଣା ଯୋଗୁ...
Archives


