ଗଛରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ଗ୍ରାମବାସୀ
କୋକସରା,୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଡହଗାଁ-ସାରସମାଲ ଗ୍ରାମ ସୀମାରେ ଥିବା ଗୋଚିଆ ଡଙ୍ଗର ନିକଟରେ ଜଣେ ମହିଳାଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ଲୋକେ ଚାଷଜମିକୁ ଯିବା ସମୟରେ ମୃତଦେହ...
ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା: ଶହଶହ ବଳି
ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେନାଖାଲରୁ ଛତର ଉଠିବା ପରେ ସହରର ମୁଖ୍ୟ ରାସ୍ତାରେ ଶହଶହ କୁକ ବୋଦା ଓ ଛେଳି ବଳି ପଡିଛି। ଏତେ...
ହତ୍ୟାକାରୀଙ୍କୁ ୨୦ ବର୍ଷ ଜେଲ
ଭବାନୀପାଟଣା,୨।୧୦(ସ୍ବ.ପ୍ର.): ଦୀର୍ଘ ୮ ବର୍ଷ ପରେ କଳାହାଣ୍ଡି ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ ଦୋଷୀଙ୍କୁ ୨୦...
ଆଜି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ
ଭବାନୀପାଟଣା,୨।୧୦(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ହୋଇଥିଲା। ହେଲେ ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ...
ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ
କର୍ଲାମୁଣ୍ଡା,୧ା୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଏହି ଗ୍ରାମର କରୁଣା ବାଗ ତାଙ୍କ ସ୍ତ୍ରୀ ମଲ୍ଲୀ ବାଗ,ବଡ଼...
ବନ୍ଧହୁଡ଼ା କାଟିଦେଲେ ଲୋକେ
ଲାଞ୍ଜିଗଡ଼,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ଏରୋଡ୍ରମ ନିକଟରେ ଥିବା ଶହେ ଏକରରୁ ଅଧିକ ଜମିରେ ପାଣି ମାଡ଼ି ପାରୁନାହିଁ। ବନ୍ଧରୁ ପାଣି ନେଇ ଚାଷୀମାନେ ଜମିରେ ଜଳସେଚନ କରୁଥିଲେ। ଜମି ନିକଟରେ ଥିବା ଛୋଟ ବନ୍ଧ ଯୋଗୁ...
ମନମୋହୁଛି ରାଷ୍ଟ୍ରପତି ଭବନ ତୋରଣ
ଭବାନୀପାଟଣା,୧।୧୦(ସ୍ବ.ପ୍ର.): ଦେଶ ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଥିବାବେଳେ ଚଳିତବର୍ଷ କଳାହାଣ୍ଡି ଜିଲା ଭବାନୀପାଟଣା ସହର ନକଟିଗୁଡା ପୂଜା କମିଟି ପକ୍ଷରୁ ଭାରତର ରାଷ୍ଟ୍ରପତି ଭବନ ଆକୃତିର ତୋରଣ କରାଯିବା...
୪ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ
ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କୋକସରା ପୋଲିସ ୨୦୨୧ ଅଗଷ୍ଟ ୮ ତାରିଖ ସାରେ ଅଇଁଲାଗୁ ଛକ ନିକଟରେ ଯାନବାହନ ଯାଞ୍ଚ ବେଳେ ୨ଟି କାର୍ରୁ ୩ କୁଇଣ୍ଟାଲ ୧୧ କେଜି ୭୧୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ୪...
ରାସ୍ତାରେ ବୁଲୁଛି ଗଣେଶ
ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ଫୁର୍ଲିଝରନ ରାସ୍ତାରେ ଏବେ ଗଣେଶ ନାମକ ଏକ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଫଳରେ ଏହି ରାସ୍ତାରେ ଯାତାୟାତ କରୁଥିବା ଲୋକମାନେ ଉତ୍ସାହର ସହ ଏହି ମନୋରମ ଦୃଶ୍ୟକୁ ନିଜ ମୋବାଇଲ...
କେନାଲରେ ଭାସୁଥିବା ମୃତ ମହିଳାଙ୍କ ମିଳିଲା ପରିଚୟ
କୋକସରା,୩୦।୯(ଡି.ଏନ.ଏ): ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳା ଜଣକ ହେଉଛନ୍ତି ଜୟପାଟଣା ବ୍ଲକ ସର୍ଗିଗୁଡା ପଞ୍ଚାୟତ ସାନପୁଝାରି ଗୁଡା ଗ୍ରାମର ନୀଳ ଯାନୀ ଙ୍କ ସ୍ତ୍ରୀ ଶନିବାରି...
କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ
କୋକସରା,୨୯।୯(ଡି.ଏନ୍.ଏ.): କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ମେଗାଲିଫ୍ଟ କେନାଲର ଶେଷ ମୁଣ୍ଡ ଭଣାଡୋଙ୍ଗରି ଅଞ୍ଚଳରୁ ଗୁରବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ଉପରୁ ମୁଣ୍ଡରୁ ମୃତଦେହ ଭାସି ଆସି ଚେନାଲ ଗେଟରେ ଲାଗିଥିଲା। ତେବେ ମୃତ ମହିଳାଙ୍କ...
ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି
କୋକସରା,୨୯।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କବାଟ ଭାଙ୍ଗି ଚୋରି କରିଥିବା ଜଣାପଡିଛି।...
Archives


