କଳାହାଣ୍ଡି

ଡାକ୍ତର ତୁଷାର ପାଇଲେ ଗ୍ଲୋବାଲ ହେଲ୍‌ଥ କେୟାର ଆୱାର୍ଡ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): ହାଇଦ୍ରାବାଦ ସୋଜାଇଗୁଡାରେ ଅବସ୍ଥିତ ପାର୍କ ହୋଟେଲରେ ରବିବାର ଗ୍ଲୋବାଲ ହେଲ୍‌ଥ କେୟାରଆୱାର୍ଡ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଡାଇଗ୍ନୋଷ୍ଟିକ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାହାଣ୍ଡି ଜିଲାର ଡାକ୍ତର ତୁଷାର ମେହେରଙ୍କୁ ଚଳିତ ବର୍ଷ ପାଇଁ…

ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା…

ଛତର ଯାତ୍ରାରେ ରାସ୍ତା ଜାମ:ଅଟକିଲା ଆମ୍ବୁଲାନ୍ସ

ଭବାନୀପାଟଣା,୧୨। ୧୦ (ଉତ୍ତମ କୁମାର ଦାଶ): ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଶୁକ୍ରବାର ଭବାନୀପାଟଣା ସହରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏତେ ସଂଖ୍ୟକ ଲୋକ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ବିଶେଷ କରି ଭବାନୀପାଟଣା…

ମାନସିକଧାରୀଙ୍କ ଆଗରେ ହାର୍‌ ମାନିଲା ପ୍ରଶାସନ

ଭବାନୀପାଟଣା,୧୨ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମା’ଙ୍କ ଛତରକୁ ଦର୍ଶନକରି ଭକ୍ତମାନେ ଆନନ୍ଦଲାଭ କରିଥିଲେ।…

ମା ‘ ମାଣିକେଶ୍ବରୀଙ୍କ ଛତର ଯାତ୍ରା: ରକ୍ତ ରଞ୍ଜିତ ହେଲା ୪ କିମି

ଭଵାନୀପାଟଣା,୧୧।୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର ମନ୍ଦିର…

ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି

ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି। ଗୁରୁବାର ସକାଳରେ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ।…

ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କୁ ମୁମ୍ବାଇ ଗୌରବ ସମ୍ମାନ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): ଚଳିତ ମାସ ୬ ତାରିଖରେ ମୁମ୍ବାଇସ୍ଥିତ ଦାଦର ସ୍ବାତନ୍ତ୍ର୍ୟବୀର ସାବରକର ଅଡ଼ିଟୋରିୟମଠାରେ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଆରମ୍ଭରେ ଏଲ୍‌ଆଇସି ଇଡି ରତ୍ନାକର ପଟ୍ଟନାୟକ, ଆର୍‌ବିଆଇ ଇଡି ଚାରୁଲତା କର, ପଦ୍ମଶ୍ରୀ…

୨୫ ହଜାରରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ

ଭବାନୀପାଟଣା,୯ା୧୦ (ଉତ୍ତମ କୁମାର ଦାଶ): ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀଠାରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବର ଶଙ୍ଖ ଭବନଠାରେ ଆୟୋଜିତ ସଭାରେ ନବୀନ ପଟ୍ଟନାୟକ…

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ, ଜଣେ ଗୁରୁତର

ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍‌ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ ସଡ଼କ…

ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

ଭବାନୀପାଟଣା,୯।୧୦(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ…

ବ୍ଲକ ଅଧ୍ୟକ୍ଷକଙ୍କ ନାମରେ ପୁଣି ଅନାସ୍ଥା ଆଣିଲେ ସମିତିସଭ୍ୟ,ସରପଞ୍ଚ

ଭବାନୀପାଟଣା/ଥୁଆମୁଳ ରାମପୁର, ୮।୧୦(ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଅଧ୍ୟକ୍ଷଙ୍କ ନାମରେ ପୁଣି ଅନାସ୍ଥା ଅଭିଯୋଗ ଆସିଛି। ଗତ ୨୭ ତାରିଖରେ ବ୍ଳକ୍ ର କେତେକ ସମିତିସଭ୍ୟା/ସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣି ଜିଲାପାଳଙ୍କୁ ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?