ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ
କୋକସରା,୧୮ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ…
ବାଇକ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ
ଭବାନୀପାଟଣା,୧୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାଲୋପଲା ଛକ ନିକଟରେ ବୁଧବାର ବାଇକ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କୁନ୍ତଳା ବାରିକ୍ ହୋଇଥିବା ବେଳେ ତାଙ୍କ ଘର ଧର୍ମଗଡ଼ ବ୍ଲକ ତରାପୁର ଗ୍ରାମ ଟେମରିଆ ପଡ଼ାର…
କୋକସରାରେ ବଢ଼ୁଛି ଝାଡ଼ାବାନ୍ତି
କୋକସରା,୧୭।୧(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ଅନୁସନ୍ଧାନରୁ…
ପାନୀୟ ଜଳ ପାଇଁ ତେଜିଲା ଆନ୍ଦୋଳନ: ରାସ୍ତାକୁ ଓହ୍ଲାଇଲେ ମହିଳା
ଲାଞ୍ଜିଗଡ଼,୧୬।୧(ଡି.ଏନ୍.ଏ.): ଜାନୁୟାରୀ ମାସ ନ ସରୁଣୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବନ୍ଧପାରି ଗାଁଠାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହାକୁ ନେଇ ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ବନ୍ଧପାରି…
ଅବହେଳିତ ଅବସ୍ଥାରେ ଇନ୍ଦ୍ରାବତୀ ନଦୀ ଉତ୍ପତ୍ତିସ୍ଥଳ
ତେନ୍ତୁଳିଖୁଣ୍ଟି,୧୬।୧(ଡି.ଏନ୍.ଏ.): ଗୋଟେ ଆମ୍ବଗଛ ପାର୍ଶ୍ୱରୁ ବହିଆସୁଛି ତିନୋଟି ଜଳଧାର। ଏହିଠାରୁ ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି। ନିଜ ଆଖିରେ ନ ଦେଖିଲେ କେବେ ବି ବିଶ୍ୱାସ ହେବନି ଯେ ତିନୋଟି ସରୁ ଜଳଧାର ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି ସ୍ଥଳ। ଯେଉଁ…
ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ
ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନାଲିଫିତା ତଳେ ସବୁ ଯୋଜନା ଅଟକି ପଡୁଛି। ଏମାନଙ୍କ ପାଇଁ ନା ଅଛି ରାସ୍ତା,…
କଳା, ସଂସ୍କୃତିକୁ ବଞ୍ଚାଇ ରଖିବ ଉତ୍ସବ
ଭବାନୀପାଟଣା,୧୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱିତୀୟ ଦିବସ ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି…
ପୋଖରୀରେ ବୁଡି ଦେଢ଼ବର୍ଷର ଶିଶୁ ମୃତ
ଭବାନୀପାଟଣା,୧୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ ପୁଅ ଜଣକ ସ୍ଥାନୀୟ ଏନଏସି ସଫେଇ କର୍ମଚାରୀ ରିତେନ୍ଦ୍ର ସୁନାନିଙ୍କ ବୋଲି ସୂଚନା…
ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ
ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ଠେଙ୍ଗା ମାଡ଼ରେ ଯୁବକଙ୍କ ମୃତ: ଗିରଫ ପରେ ଅଭିଯୁକ୍ତ କୋର୍ଟଚାଲାଣ
ଭବାନୀପାଟଣା,୧୦।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡି ଅନ୍ତର୍ଗତ ଖମାରପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ଯୁବକଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଗ୍ରାମର ଡମେନ…
ସରିଲା ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ
ଭବାନୀପାଟଣା,୧୦।୧(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ୩ ଦିନ ଧରି ଚାଲିଥିବା ବ୍ଲକ ଏବଂ ଏନ୍ଏସିସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍ଯାପିତ ହୋଇଯାଇଛି। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଯାପନୀ ସମାରୋହରେ ଅତିଥି ଭାବେ ରାଜ୍ୟ ସରକାରଙ୍କ…
ରାତିଅଧରେ ଦୋକାନରେ ଲାଗିଲା ନିଆଁ, ଜଳିଗଲା ସବୁ
ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଜିଲାପାଳ ଅଫିସ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ପୋଲିସ ପାଟ୍ରୋଲିଂ ସମୟରେ ଦୋକାନରୁ ଧୁଆଁ ବାହାରୁଥିବା ଦେଖିବା ପରେ ଅଗ୍ନିଶମ…
Archives


