କଳାହାଣ୍ଡି

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଧାରଣା ଦେଲେ ପଞ୍ଚାୟତବାସୀ

ଲାଞ୍ଜିଗଡ଼,୨୦।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଗ୍ରାମ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ, କର୍ମଚାରୀ ନିୟମିତ ରହୁ ନ ଥିବା ଅଭିଯୋଗରେ ସ୍ବାସ୍ଥ୍ୟ ଉପକେନ୍ଦ୍ର ଆଗରେ ଆସି ଧାରଣା ଦେଇଛନ୍ତି କୁମଖାଲ ପଞ୍ଚାୟତବାସୀ I କଳାହାଣ୍ଡି…

ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ ପାନି ମାଝି (୪୫)ଙ୍କୁ ହତ୍ୟା କରାଯାଇଥିବା ନେଇ ସ୍ତ୍ରୀ କୁନି ମାଝି ଥୁଆମୂଳ ରାମପୁର…

ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮ ତାରିଖରେ ଗୁପ୍ତ ଭୋଟିଂ ହୋଇଥିଲା। ଏହି ଭୋଟିଂରେ ଦୁଇ ତୃତୀୟାଂଶରୁ ଅଧିକ ଓ୍ବାର୍ଡ ମେମ୍ବର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ ପଡ଼ି ଖତ ଖାଉଛି। ଭଲ ଚିକିତ୍ସାସେବା ପାଇବା ପାଇଁ ଅଞ୍ଚଳର ଲୋକେ ଏହି ଗୋଷ୍ଠୀ…

ଉତ୍ସବ ପାଳନ ପାଇଁ ପ୍ରସ୍ତୁତ ଆରମ୍ଭ: ସ୍ଥାନୀୟ କଳାକାରଙ୍କୁ ମିଳିବ ସୁଯୋଗ

କର୍ଲାମୁଣ୍ଡା:୧୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁୟାରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଥିଲା।…

କଳାହାଣ୍ଡିରେ ସ୍ବାସ୍ଥ୍ୟମନ୍ତ୍ରୀ: ବିଭିନ୍ନ ମଣ୍ଡି ବୁଲି ବୁଝିଲେ ଚାଷୀଙ୍କ ସମସ୍ୟା, କହିଲେ ଦେଇଥିବା ପ୍ରତିଶ୍ରୁତି ଆମେ…

ଭବାନୀପାଟଣା,୧୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ। ଏହି ଅବସରରେ ଗୁରୁବାର ସକାଳ ୮ଟା ୪୫ରେ ଉତ୍କେଲା ଏୟାରପୋର୍ଟରୁ ଓହ୍ଲାଇ ଜିଲାର ବିଭିନ୍ନ ମଣ୍ଡି…

୧୮ ଇଭେଣ୍ଟରେ ପାରଦର୍ଶିତା ଦେଖାଇଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୯।୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାର ପ୍ରଥମ ଦିବସରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ସୀତାକାନ୍ତ…

ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୋଫାଲି ନାଏକ ଓ ସେ ଯୁକ୍ତ ଦୁଇ…

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି ଉତ୍ସବ‘ଘୁମୁରା’l ଏଣୁ ଏହାର ପ୍ରଚାର ପ୍ରସାର ଏବଂ କେମିତି ଉତ୍ସବ ଆୟୋଜନ କରାଯିବା ସେନେଇ…

ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ ପଞ୍ଚାୟତକୁ ବଦଳି ହୋଇଛି। ଏହାକୁ ନେଇ କୋକସରା ପଞ୍ଚାୟତର ଓ୍ବାର୍ଡସଭ୍ୟାସଭ୍ୟମାନେ ପିଇଓ ଭବିଷ୍ୟତ ପଟେଲଙ୍କ…

ସିନିୟର ତୀରନ୍ଦାଜ ପ୍ରତିଯୋଗିତା: କାଂସ୍ୟ ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଲେ ସଞ୍ଜୟ

ଲାଞ୍ଜିଗଡ଼,୧୮।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟୁଷିତ ମଦନଗୁଡା ଗ୍ରାମର ଆଦିବାସୀ ଯୁବକ ସଞ୍ଜୟ ମାଝୀ ଜାତୀୟ ଏନଟିପିସି ସିନିୟର ତୀରନ୍ଦାଜ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି। ଝାଡଖଣ୍ଡର ଜାମସେଦପୁରସ୍ଥିତ ଗୋପାଲ ମୈଦାନରେ ଡିସେମ୍ବର ୧୫ ରୁ…

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ରୁପ୍ରା ରୋଡ, ୧୮।୧୨ (ସଞ୍ଜିବ ଦାସ): କଳାହାଣ୍ଡି ଜିଲା ରୁପ୍ରା ରୋଡ ରେଳ ଷ୍ଟେଶନଠାରେ ସକାଳ ଛଅ ଘଣ୍ଟା ସମୟରେ ଏକ ମାଲ ବୋଝେଇ ଟ୍ରେନର ଏକ ବଗି ନିଆଁ ଲାଗିଥିବା କାର୍ଯ୍ୟରତ ରେଳ ବିଭାଗ କର୍ମଚାରୀ ଧନମତ ବାଗ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?