କେନାଲରେ ୨୦ ଫୁଟର ଘାଇ: ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ
ଭବାନୀପାଟଣା,୩ା୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲର ବଗାଡ ନିକଟରେ ଶନିବାର ସନ୍ଧ୍ୟାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ନିକଟରେ ଥିବା ପ୍ରାୟ ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମିରେ ପାଣି ମାଡ଼ି ଯିବାରୁ...
ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ
ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍ କରିଛନ୍ତି। ନିକଟ ଜଙ୍ଗଲରୁ ଗୋଟିଏ ଭାଲୁ ଆସି ଅଞ୍ଚଳରେ ବୁଲୁଛି। ଖବରପାଇ...
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଜୁନାଗଡ଼,୨ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ...
ଧୁମ୍ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ
କର୍ଲାମୁଣ୍ଡା,୧।୯(ଡି.ଏନ୍.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର ଭଳି ଅନେକ ଗାଁରେ ଲୋକେ ଏକାଠି ହୋଇ ସମସ୍ତେ ନର୍ବାନ୍ନ ଖାଇଥିଲେ। ଅଧିକାଂଶ...
ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା
କୋକସରା,୩୦।୮(ଡି.ଏନ୍.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତବାସୀ। ଦର୍ଲିପଡା ଛକ ବିଜୁ ଏକ୍ସପ୍ରେସ ୱେରୁ ୪ କି.ମି....
ସନ୍ଧ୍ୟା ହେଲେ ଦୁର୍ଗମ ଅଞ୍ଚଳରେ ହାତୀ ଭୟ
ଲାଞ୍ଜିଗଡ଼,୩୦।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଗୋଟିଏ ପରେ ଗୋଟିଏ ଗାଁରେ ପଶି ଗରିବଙ୍କ ଘର ଭାଙ୍ଗିବା ସହ କଷ୍ଟ ଉପାର୍ଜିତ ଫସଲ ନଷ୍ଟ କରୁଛନ୍ତି। ଫଳରେ ଅଞ୍ଚଳବାସୀ ରାତିରେ ଶାନ୍ତିରେ ଶୋଇ ପାରୁନାହାନ୍ତି।...
ଝାଡ଼ାବାନ୍ତିରେ ଚାଲିଗଲା ଆଉ ଜଣଙ୍କ ଜୀବନ
ଲାଞ୍ଜିଗଡ଼,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଳକ କଦମଗୁଡା ପଞ୍ଚାୟତ ସେମେଲପଦର ଏବଂ ବାଲାପଦର ଗାଁରେ ଝାଡ଼ାବାନ୍ତି ରୋଗ ବ୍ୟାପିବାରେ ଲାଗିଛି। ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସେମେଲପଦର ଗାଁର ବେଣୁଧର ଗଉଡ଼।...
ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ଚାଷୀ
କର୍ଲାମୁଣ୍ଡା,୨୭ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା, ଗଜବାହଲ, ରିଷିଡ଼ା ପଞ୍ଚାୟତର ସରପଞ୍ଚ ଓ ଚାଷୀ ପ୍ରତିନିଧି ଶନିବାର ବଲାଙ୍ଗୀର ଜିଲା ତୁଷରା ଏନ୍ଏସି ବଙ୍ଗୋମୁଣ୍ଡା ଉଚ୍ଚ ବିଦ୍ୟାପୀଠଠାରେ ଜଳସମ୍ପଦ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ...
ସମାଧାନର ବାଟ ଫିଟିଲା: ସୋମବାରଠାରୁ ସ୍କୁଲ ଯିବେ ପିଲା
କର୍ଲାମୁଣ୍ଡା,୨୭ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଦାଣ୍ଡିଭଜା ପ୍ରାଥମିକ ବିଦ୍ୟାଳୟକୁ ଅଭିଭାବକମାନେ ପିଲା ନ ଛାଡ଼ିବା ଘଟଣାର ୨୭ ଦିନ ପରେ ଶନିବାର ବ୍ଲକ ପ୍ରଶାସନ ଓ ଜନପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ସୋମବାରଠାରୁ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ...
ପ୍ରତିଷ୍ଠା ଦିବସରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ
କେସିଙ୍ଗା,୨୭।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୨ତମ ପ୍ରତିଷ୍ଠା ଦିବସ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ସାହା ଯୋଗଦେଇ ମହାବିଦ୍ୟାଳୟର ଇତିହାସ ସମ୍ପର୍କରେ ଆଲୋକପାତ କରିଥିଲେ। ଅଧ୍ୟାପକ ସୁଶାନ୍ତ...
ସ୍ଥିତି ଅନୁଧ୍ୟାନ କଲା ଜିଲା ସ୍ବାସ୍ଥ୍ୟ ଟିମ୍
କୋକସରା,୨୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଦୁର୍ଗମ ଟିର୍ଲିଆମ ଗ୍ରାମରେ ୧୮ ଓ ୧୯ ତାରିଖରେ ଝାଡ଼ାବାନ୍ତିରେ ୬ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଥିଲେ। ଶୁକ୍ରବାର କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଟିର୍ଲିଆମ ଗ୍ରାମ...
ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ
କର୍ଲାମୁଣ୍ଡା,୨୬ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ ମ.ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ...
Archives


