ପିକ୍ଅପ୍ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହାଜନଗୁଡା ସିଉନି ଗାଁ ୨୬ ନଂ. ଜାତୀୟ ରାଜପଥ ରାସ୍ତା ମଝିରେ ରବିବାର କାକୁଡି ବୋଝେଇ ପିକଅପ୍ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ…
ଫ୍ୟାକ୍ଟ୍ରି ଷ୍ଟାଫ୍ କ୍ୱାର୍ଟର୍ସ ଭିତରେ ୭ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ
କେସିଙ୍ଗା,୬ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମିନି ଷ୍ଟାଡିୟମ ପାଖରେ ଥିବା ଆର୍ଏମ୍ଏନ୍ ଗ୍ରାନାଇଟ୍ ଫ୍ୟାକ୍ଟ୍ରି ଷ୍ଟାଫ୍ କ୍ୱାର୍ଟର୍ସ ଭିତରେ ଫ୍ୟାକ୍ଟ୍ରିର ଟ୍ରେଲର ଗାଡ଼ି ଚଳାଉଥିବା ଡ୍ରାଇଭରଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହରିୟାଣା ରାଜ୍ୟର ଲକ୍ଷ୍ମଣ (୪୫) ବୋଲି…
୯୩ ପ୍ରକଳ୍ପର ଉଦ୍ଘାଟନ, ୧୧୩ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭବାନୀପାଟଣା/ଗୋଲାମୁଣ୍ଡା/କୋକସରା,୫।୩(ସ୍ବପ୍ର/ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆପଡା ଜିଲା ଗସ୍ତ ସାରି କଳାହାଣ୍ଡି ଜିଲାର ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ଖେଳପଡ଼ିଆ ନିକଟରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେଠାରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗଦେଇ ୫୨୭.୪ କୋଟି ଟଙ୍କା…
ରାଜ୍ୟ ଓମ୍ଫେଡ୍ ବୋର୍ଡ ଅଧ୍ୟକ୍ଷ ହେବେ କଳାହାଣ୍ଡିର କିଶୋର ଚନ୍ଦ୍ର ପ୍ରଧାନୀ
କୋକସରା,୪ା୩(ଡି.ଏନ୍.ଏ.): ରାଜ୍ୟ ଓମ୍ଫେଡ୍ ବୋର୍ଡର ଅଧ୍ୟକ୍ଷ ହେବେ କଳାହାଣ୍ଡି ଜିଲା କୋକସରାର କିଶୋର ଚନ୍ଦ୍ର ପ୍ରଧାନୀ। ରାଜ୍ୟ ଓମ୍ଫେଡ୍ ବୋର୍ଡ ପାଇଁ ସେ ଜଣେ ମାତ୍ର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଆସନ୍ତା ୬ ତାରିଖରେ ବିଧିବଦ୍ଧ ଭାବେ ଓମ୍ଫେଡ୍…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସ୍ଥିତି ଅନୁଧ୍ୟାନ
କୋକସରା,୪ା୩(ଡି.ଏନ୍.ଏ.): ରବିବାର କଳାହାଣ୍ଡି ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଆସି କୋକସରା ବ୍ଲକ ଆମପାଣିଠାରେ ବହୁ ପ୍ରତୀକ୍ଷିତ ବିଜୁ ଏକ୍ସପ୍ରେସ ଫୋର ଓ୍ବେ ରାସ୍ତା ଲୋକାର୍ପଣ କରିବେ। ଏନେଇ ଶନିବାର ପୂର୍ତ୍ତ ବିଭାଗ ପକ୍ଷରୁ କାର୍ଯ୍ୟ…
ନାବାଳିକା ଝିଅକୁ ବଳାତ୍କାର କରି ଜେଲ ଗଲେ ବାପା
ଲାଞ୍ଜିଗଡ଼,୪।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ୧୨ ବର୍ଷର ନିଜ ଝିଅକୁ ବଳାତ୍କାର କରି ବାପା ପୋଲିସ ହାତରେ ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ମିଳିଥିବା…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ
ଭବାନୀପାଟଣା,୩ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କେବିକେ-୧ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭବାନୀପାଟଣାସ୍ଥିତ କ୍ୱାର୍ଟର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଚଢ଼ାଉ…
ପ୍ରଥମଥର ପାଇଁ ୧୦୦ ଛାତ୍ରୀଛାତ୍ର ନାମ ଲେଖାଇବେ
ଭବାନୀପାଟଣା,୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଭଙ୍ଗାବାରୀରେ ନିର୍ମାଣାଧୀନ ସରକାରୀ ମେଡିକାଲ କଲେଜରେ ଚଳିତ ବର୍ଷରୁ ନାମଲେଖା ଆରମ୍ଭ ହେବ। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ସୁକତା ପ୍ରକାଶ ପାଇଛି। ଗତ ଫେବୃୟାରୀ ୧୪ରେ ଏନଏମସିଟିର ୩ ଜଣିଆ ଟିମ ମେଡିକାଲ…
ପୂର୍ବତନ ସିଜେଆଇ ଏ.ଏମ୍. ଅହମଦୀଙ୍କ ପରଲୋକ
ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଦକ୍ଷିଣ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା…
ବିବାହ ଉତ୍ସବକୁ ଆସିଥିଲେ: ବିଦ୍ୟୁତ୍ ତାର ଲାଗି ଚାଲିଗଲା ଜୀବନ
କୋକସରା,୨।୩(ଡି.ଏନ୍.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାରଙ୍ଗପଡା ଗାଁର ଇନ୍ଦ୍ର…
୩ ବର୍ଷ ବିତିଲା, ଚାଷୀଙ୍କୁ ମିଳିନି ଧାନ ବିକ୍ରି ଟଙ୍କା
ବେହେରା,୨।୩(ଡି.ଏନ.ଏ.):୩ ବର୍ଷ ପରେ ବି ଧାନ ବିକ୍ରି ଟଙ୍କା ଚାଷୀଙ୍କୁ ମିଳିନି। ଏଭଳି ଘଟଣା ସମ୍ାନକୁ ଆସିଛି କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବେହେରା ପାକ୍ସ ଅନ୍ତର୍ଗତ ଭରୁଆମୁଣ୍ଡା ଗ୍ରାମରେ। ଗ୍ରାମର ଚାଷୀ ଯୁଗେଶ୍ୱର ଚନ୍ଦନ ଫାର୍ମର କାର୍ଡ ନ-ଏଫ ୧୫୦୨୦୦୦୩୭୮୧…
୫ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ
ଭବାନୀପାଟଣା,୨।୩(ସ୍ବ.ପ୍ର.): ଆସନ୍ତା ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବେ। ୧୮୨ କୋଟି ବ୍ୟୟ ଅଟକଳରେ ନିର୍ମିତ ୪ ଲାଇନ ବିଶିଷ୍ଟ ବିଜୁ ଏକ୍ସପ୍ରେସୱେ ଉଦଘାଟନ କରିବେ। ଏହାସହ ପ୍ରାୟ ୩ କୋଟିରୁ ଊଦ୍ଧର୍ବ ଟଙ୍କାରେ ନିର୍ମିତ ଧର୍ମଗଡ଼…
Archives


