କଳାହାଣ୍ଡି

କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି

ଭବାନୀପାଟଣା,୧୩ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ରାତି ପାହିଲେ ଅର୍ଥାତ୍‌ ଶୁକ୍ରବାର ଜିଲାର…

ଚାଷଜମିକୁ ଯାଉଥିଲେ: ମାଡ଼ି ବସିଲେ ୨ ଭାଲୁ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଫରେଷ୍ଟ ସେକ୍ସନ୍‌ ଅଧୀନ କନ୍ଦାବୁଟ୍ରା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପୂର୍ଣ୍ଣଚନ୍ଦ୍ର ମାଝୀ(୬୦)। ମିଳିଥିବା ସୂଚନା ମୁତାବକ, ପୂର୍ଣ୍ଣଚନ୍ଦ୍ର ଗାଁ ନିକଟରେ…

ବିଜେଡି ଛାଡ଼ିଲେ ଉପସଭାପତି ଚିନ୍ମୟ ମିଶ୍ର, କହିଲେ ଦଳ ତାଙ୍କୁ…

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଯୁବ ଜନତା ଦଳର ଜିଲା ଉପସଭାପତି ଚିନ୍ମୟ ମିଶ୍ର ବୁଧବାର ବିଜେଡି ଛାଡ଼ିଛନ୍ତି। ଏ ନେଇ ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଆଦିତ୍ୟ ନନ୍ଦଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି।…

ମା’ ଡୋକରୀ ଠାକୁରାଣୀଙ୍କ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୟପାଟଣା,୧୧ା୯(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ମୁଖିଗୁଡା ନିକଟିସ୍ଥ ତାଳଗୁଡ଼ଠାରେ ଥିବା ପ୍ରସିଦ୍ଧ ମା’ ଡୋକରୀ ଠାକୁରାଣୀଙ୍କ ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିର କବାଟ ଭାଙ୍ଗି ଭିତରକୁ ପଶି ସେଠାରେ ଥିବା…

କେସିଙ୍ଗା ରେଳଷ୍ଟେଶନର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ଦାବିପତ୍ର ପ୍ରଦାନ

କେସିଙ୍ଗା,୧୧ା୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳଷ୍ଟେଶନ ସମସ୍ୟାକୁ ନେଇ ରେଲଓ୍ବେ ବିଭାଗ ଦ୍ୱାରା ମନୋନୀତ ରେଲଓ୍ବେ କନ୍‌ସଲ୍‌ଟିଭ୍‌ କମିଟିର ମନୋନୀତ ସମସ୍ତ ସଦସ୍ୟ ଡିସିଏମ୍‌ ସମ୍ବଲପୁରଙ୍କ ଉଦ୍ଦେଶ୍ୟରେ ୮ଦଫା ଦାବିକୁ ନେଇ ଷ୍ଟେଶନ ମାଷ୍ଟର ବିଷ୍ଣୁ ବାରିକଙ୍କ…

ଇସ୍ତଫା ଦେଲେ ଜିଲା ଯୁବ ବିଜେଡି ସମ୍ପାଦକ

କର୍ଲାମୁଣ୍ଡା,୧୧।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜେଡି ଶିବିରରେ ଦେଖା ଦେଇଛି ଇସ୍ତଫାର ସୁଅ । ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ଦଳ ଓ ପଦବୀରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହେବା ପରେ ବିଭିନ୍ନ ବ୍ଲକର ବିଶେଷ କରି…

ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ ଜଣେ ଯୁବକ ଗତ ଅଢେଇ ମାସ ତଳେ ଦାଦନ ଖଟିବାକୁ ଚେନ୍ନାଇକୁ ଯାଇଥିଲେ।…

କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ସରପଞ୍ଚ ସଂଘର ଗଣଧାରଣା ପାଇଁ ନିଷ୍ପତ୍ତି, ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟ କଳାପ ବିରୋଧରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣ ଧାରଣା ଦେବାପାଇଁ ସରପଞ୍ଚ ସଙ୍ଘ ପକ୍ଷରୁ ଜିଲାପାଳଙ୍କୁ ୫ଦଫା ଦାବିକୁ ନେଇ ମଙ୍ଗଳବାର ସଙ୍ଘର ଉପ ସଭାନେତ୍ରୀ ତଥା ଚାଞ୍ଚେର…

ସ୍କଟଲାଣ୍ଡରେ ପ୍ରବାସୀ ପଶ୍ଚିମ ଓଡିଶାବାସୀ ପାଳିଲେ ନୂଆଁଖାଇ

ଭବାନୀପାଟଣା,୧୦।୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କେବଳ ଯେ ପଶ୍ଚିମ ଓଡିଶାରେ ସୀମିତ ନାହିଁ। ଦେଶ ଓ ବିଦେଶର କୋଣ ଅନୁକୋଣରେ ଏହାକୁ ଧୂମଧାମରେ ପାଳନ କରୁଛନ୍ତି ପଶ୍ଚିମ ଓଡିଶାବାସୀ । ଏହି ପରିପେକ୍ଷୀରେ ସ୍କଟଲାଣ୍ଡଠାରେ ରହୁଥିବା ପ୍ରବାସୀ ଓଡିଆ ପାରମ୍ପରିକ ଢଙ୍ଗରେ…

ଦିନ ରାତି ଜଳି ରହୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍‌ ଲାଇଟ୍‌

ଥୁଆମୂଳ ରାମପୁର,୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ମୁଖ୍ୟାଳୟର ତହସିଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଦୈନିକ ମାର୍କେଟ ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟଲାଇଟ୍ ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ି ରହିଥିବା ବେଳେ ଦିନ ରାତିସାରା ଜଳୁଛି…

ବାଲୁକା କଳାରେ ନୂଆଁଖାଇ

କର୍ଲାମୁଣ୍ଡା,୮ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁ ଆଦିବାସୀ ଜନଜୀବନର ଏକ କଳାକୃତି…

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?