କଳାହାଣ୍ଡି

ଏକାଠି ନୂଆଁଖାଇ ପାଳିଲେ ୫୭ ପରିବାର, ପରସ୍ପରର ସୁଖସମୃଦ୍ଧି…

ରିଷିଡା, ୫।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତର କୁନ୍ଦେଇପାଲି ଗାଁର ଗୌତିଆ ପରିବାର ସମେତ ପଡ଼ାବାସୀ ଶୁକ୍ରବାର ଏକତ୍ରିତ ହୋଇ ନୂଆଖାଇ ପାଳିଛନ୍ତି। ସେମାନେ ପ୍ରଥମେ ଗାଁର ଇଷ୍ଟ ଦେବୀ ମା’ କନ୍ଧେନ ବୁଢ଼ୀଙ୍କଠାରେ ପ୍ରଥମେ...

କଳାହାଣ୍ଡି ଜିଲା ପାଇଁ ପୁଣି ଗୌରବ ଆଣିଲେ ତପିମଣି ଜାନି, ସର୍ବଶ୍ରେଷ୍ଠ ବିଇଓ ଭାବେ…

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର ଲୋକସେବା ଭବନ କନଭେନସେନ ସେଣ୍ଟରଠାରେ ଶୁକ୍ରବାର ‘ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ’ ଓ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ’ ଅନୁଷ୍ଠିତ ହୋଇଥିଲା। ଏଥିରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶ୍ରେଷ୍ଠ ଶିକ୍ଷକ,ବ୍ଲକ ଶିକ୍ଷାଅଧିକାରୀ,ଜିଲା ଶିକ୍ଷାଅଧିକାରୀ...

ଏକାବେଳେ ଚାଲିଗଲା ୨ ଭାଇଙ୍କ ଜୀବନ: ଭୋ ଭୋ ହେଇ କାନ୍ଦୁଛି ମା’

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର୍ ଗ୍ରାମରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି।ଗାଁ ମୁଣ୍ଡ ପୋଖରୀ କୁ ଗାଧୋଇବା କୁ ଯାଇ ପାଣିରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ ହୋଇଛି।...

ଗୁଣିଗାରେଡ଼ି ସନ୍ଦେହରେ ପୁଣି ଏକ ହତ୍ୟାକାଣ୍ଡ: ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୫ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ଼,୪।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ମେରାଙ୍ଗପଦର ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ୫ ଅଭିଯୁକ୍ତକୁ ଗୁରୁବାର କୋର୍ଟଚାଲାଣ କରିଛି ବିଶ୍ୱନାଥପୁର ପୋଲିସ । ଅଭିଯୁକ୍ତ ମାନେ...

ଛାତ୍ରୀଙ୍କୁ ଅସଦାଚରଣ କରିବା ମାମଲାରେ ନୂଆମୋଡ଼: ଥାନାରେ ଏତଲା ଦେଲେ ପ୍ରଧାନଶିକ୍ଷକଙ୍କ ସ୍ତ୍ରୀ, ନ୍ୟାୟ ନ ମିଳିଲେ…

ଭବାନୀପାଟଣା/ ଜୁନାଗଡ, ୪ ।୯ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତୁଲେନ୍ଦ୍ର ମେହେର ସ୍ଥାନୀୟ ସ୍କୁଲର ଛାତ୍ରୀଙ୍କୁ ଅସଦାଚରଣ କରିବା ମାମଲାରେ ବୁଧବାର...

ରାଜ୍ୟରେ ବୃଦ୍ଧି ପାଉଛି ସାଇବର ଠକେଇ: ସଚେତନତା ସୃଷ୍ଟି କରିବା ପାଇଁ ଛାତ୍ରୀଛାତ୍ରଙ୍କୁ…

ଥୁଆମୂଳ ରାମପୁର,୪।୯(ଦୁର୍ଗା କୀର୍ତ୍ତି): ରାଜ୍ୟରେ ସାଇବର ଠକେଇ ଅଘଟଣ ଦିନକୁ ଦିନେ ବୃଦ୍ଧି ପାଉଛି। ଏହା ଦ୍ବାରା ଲୋକେ ବିଭିନ୍ନ ସମୟରେ ନାହିଁ ନ ଥିବା ଅସୁବିଧା ଭୋଗୁଥିବା ଶୁଣିବା ମିଳୁଛି। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଜନସାଧାରଣଙ୍କ ସଚେତନତା...

ଗୁରୁ ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): ଗୁରୁ ଦିବସ ଅବସରରେ ଭାରତର ପ୍ରଥମ ଉପରାଷ୍ଟ୍ରପତି, ମହାନ ଶିକ୍ଷlବିତ, ଦାର୍ଶନିକ ତଥା ଭାରତ ରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ l...

ମଝି ରାସ୍ତାରେ ମନ୍ତ୍ରୀଙ୍କୁ ଅଟକାଇଦେଲେ ଆନ୍ଦୋଳନକାରୀ: ଆଉ ତା’ପରେ ଘଟିଲା…

ଏମ.ରାମପୁର,୪।୯(ଶଶି ଭୂଷଣ ପ୍ରହରାଜ): ମ.ରାମପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ରାଜସ୍ବ ଉପଖଣ୍ଡ ଦାବି ନେଇ ଗୁରୁବାର ଅଞ୍ଚଳବାସୀଙ୍କ ମ.ରାମପୁର ବନ୍ଦ ପାଳନ ଅବସରରେ ଚାରିଛକଠାରେ ରାସ୍ତାରୋକୋ ହୋଇଥିଲା। ଏହିଦିନ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡ଼ା କୃଷ୍ଣ ଚନ୍ଦ୍ର...

ବିଜ୍ଞାପିତ ଅଞ୍ଚଳ ଘୋଷଣାରୁ ବାଦ୍‌ ପଡ଼ିଲା ମ.ରାମପୁର, ତାତିଲେ ଲୋକେ

ମ.ରାମପୁର,୪ା୯(ଶଶିଭୂଷଣ ପ୍ରହରାଜ): ରାଜ୍ୟ ସରକାରଙ୍କ ଦ୍ୱାରା ଗତ ୩୧ ତାରିଖ ରାଜ୍ୟର ଅନେକ ଅଞ୍ଚଳ ବିଜ୍ଞାପିତ ଅଞ୍ଚଳ ଘୋଷଣା କରାଯାଇଥିଲା। କିନ୍ତୁ ମ.ରାମପୁର ଏହି ଘୋଷଣାରେ ସାମିଲ ନ ହେବା ଯୋଗୁ ଅଞ୍ଚଳବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରି ଆଜି...

ଭାଜପାର ବ୍ଲକସ୍ତରୀୟ ସାଂଗଠନିକ ସମାବେଶ, କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ଜିଲା ସଭାପତି-ଧର୍ମଗଡ଼ ବିଧାୟକ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଦୂର୍ଗାମଣ୍ଡପଠାରେ ବୁଧବାର ଭାଜପାର ବ୍ଲକ ସ୍ତରୀୟ ସାଙ୍ଗଠନିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ଲାମୁଣ୍ଡା ଓ ଯୋରାଡବରା ମଣ୍ଡଳର ସଭାପତି ଡୋଳାମଣୀ ଭୋଇ ଓ ଯତିନ୍ଦ୍ର...

ଛାତ୍ରୀଙ୍କୁ ଅସଦାଚରଣ ପରେ କାର୍ଯ୍ୟାନୁଷ୍ଠାନ, ପୋକ୍ସୋ ଆକ୍ଟରେ ଗିରଫ ପରେ ପ୍ରଧାନଶିକ୍ଷକ…

ଭବାନୀପାଟଣା/ଜୁନାଗଡ଼ ,୩।୯(ଉତ୍ତମ କୁମାର  ଦାଶ/ସୁନୀଲ କୁମାର ସିଂହ )- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁଲେନ୍ଦ୍ର ମେହେର ସ୍ଥାନୀୟ ସ୍କୁଲର ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ଆଳରେ ସ୍ପର୍ଶ...

କର୍ଲାମୁଣ୍ଡାରେ ପେନସନ ଭୋଗୀ କଳାକାର ସଂଘର ନୂଆଁଖାଇ ଭେଟଘାଟ, କଳାର ପ୍ରଚାର…

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପେନସନ ଭୋଗୀ କଳାକାର ସଂଘର ନୂଆଁଖାଇ ଭେଟଘାଟ ବ୍ଲକ ସଦର ଆର୍‌ଏମ୍‌ସି ଗୋଦାମ ନିକଟରେ ବୁଧବାର ଅନୁଷ୍ଠିତ ହୋଇଥିଲା। କର୍ଲାମୁଣ୍ଡା ବ୍ଲକ ପେନସନ ଭୋଗୀ କଳାକାର ସଂଘର ସଭାପତି ଦୀନବନ୍ଧୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri