ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ
ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି ମୌଳିକ ସୁବିଧା ପହଞ୍ଚିପାରି ନାହିଁ। ବୁଣ୍ଡେଲ ମାଳି ପାହାଡ଼ ଓ ଜଙ୍ଗଲ ଘେରରେ…
କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି
ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ମିଳନୀରେ ଆଗାମୀ ପଞ୍ଚାୟତ…
ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…
କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ରାସ୍ତାଘାଟରେ ପାଣି ଜମି ରହିଥିବା ବେଳେ ବ୍ୟାପକ ଚାଷଜମି ଜଳମଗ୍ନ…
ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର
ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ ସିଧାସଳଖ ଭାବେ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ପଡ଼ିଛି। ପ୍ରାୟ ସମସ୍ତ ପ୍ରକାର…
ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…
କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ ଅବସର ନେଇଥିବା ଜଣାପଡ଼ିଛି। ଏହି ଅବସରରେ ଆୟୋଜିତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭାରେ…
Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ
କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ ଧାନ ଚାଷ ଉପରେ ଦୀର୍ଘ ଦିନ ଧରି ପାଣିରେ ବୁଡି ରହିଥିଲା। ବନ୍ୟା…
ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ
କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ କୁନି ସାହୁ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,ସରପଞ୍ଚ ସଂଘ ବ୍ଲକ ସଭାପତି ବରୁଣ ଛତ୍ରୀଆ,…
କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଓ ଦୌରା ଜଜ୍ ଅନୁପ ରଞ୍ଜନ ପଟ୍ଟନାୟକ ଏହି ମାମଲାରେ…
ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ ସାଜିଛି ‘ବିନ୍ଦୁମିନା ସେବା ଫାଉଣ୍ଡେଶନ’। ବ୍ଲକରେ କ୍ରମାଗତ ଦୁଇ ଦିନ ଧରି ଯଥାକ୍ରମେ…
କାଦୁଅ ପଚପଚରେ ଖୋଲା ଜିମ୍ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ
କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍ପି ସୁଜିତ କୁମାର ଏକ ଖୋଲା ଜିମ୍ କେନ୍ଦ୍ର ନିର୍ମାଣ ପାଇଁ ଆଇଟିଡିଏ ଭବାନୀପାଟଣାକୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ…
ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ
ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି, ହାତୀଖୋଜ, ସିର୍ଜାପାଲି, ତୁଣ୍ଡଲା, ତୁର୍ଲାଖମନ ପଞ୍ଚାୟତଗୁଡ଼ିକର ବିଭିନ୍ନ ଗାଁରେ ବନ୍ୟା ପରିସ୍ଥିତି ସୃଷ୍ଟି…
ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ
କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି ଯାଇଥିବାରୁ ଅନେକ କ୍ଷୟକ୍ଷତି ହୋଇଥିବା ଜଣାଯାଇଛି l ବ୍ଲକର ପୌରକେଲା ପଂଚାୟତ ର…

