ଯୁବକଙ୍କୁ ନିର୍ମମ ହତ୍ୟା
ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି ସନ୍ଦେହରେ…
ଜେଲରୁ କଏଦୀ ଫେରାର
ଭବାନୀପାଟଣା,କର୍ଲାମୁଣ୍ଡା/ରୁପ୍ରାରୋଡ,୧୪।୨(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍ଜେଲରୁ ଜଣେ ବିଚାରାଧୀନ କଏଦୀ ପାଚେରି ଡେଇଁ ଫେରାର ହୋଇଥିବା ଜଣାପଡିଛି। ଫେରାର୍ କଏଦୀ ଜଣକ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ ବିଶାମିତ୍ରଙ୍କୁ…
ରାସ୍ତା ନାହିଁ, ଖଟିଆରେ ବୁହା ହୁଅନ୍ତି ରୋଗୀ
ଭବାନୀପାଟଣା,୧୩।୨(ସ୍ବ.ପ୍ର.):ଉପାନ୍ତ ଇଲାକାର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏଥିଲାଗି ବିଭିନ୍ନ ଯୋଜନା କରାଯାଇଥିବା ବେଳେ ଆଜି ବି ଉପାନ୍ତ ଇଲାକାରରେ ସରକାରୀ ଯୋଜନା ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ଲୋକେ। କଳାହାଣ୍ଡି…
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ
କୋକସରା,୧୨।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ସାନପୋଡାଗୁଡ଼ା ପଞ୍ଚାୟତ ଅଧୀନ କଲୋନୀପଡ଼ାର ଦାଦନ ଶ୍ରମିକ କୃତିକ ମାଝି (୩୫)ଙ୍କ ଶନିବାର ବିଜୟୱାଡାରେ ମୃତ୍ୟୁ ଘଟିଥିବା ବେଳେ ରବିବାର ଗାଁରେ ମୃତଦେହ ପହଞ୍ଚିଛି। ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ…
୫ ଦିନ ହେଲା ନେଟ୍ୱର୍କ ଫେଲ୍: ବଢୁଛି ଅସନ୍ତୋଷ
ଲାଞ୍ଜିଗଡ଼,୧୨।୨(ଡି.ଏନ୍.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଏବଂ ଏହାର ଆଖପାଖ ଅଞ୍ଚଳରେ ୫ ଦିନ ହେଲାଣି ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍ଏନ୍ଏଲ୍) ନେଟ୍ୱର୍କ ଫେଲ୍ ରହିଥିବା ଅଭିଯୋଗ ହୋଇଛି। ଫଳରେ ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବା ସହ ଅସନ୍ତୋଷ ଦେଖାଦେଇଛି।…
ଗାଁକୁ ନାହିଁ ରାସ୍ତା, ଭଗ୍ନ ଅବସ୍ଥାରେ ସ୍କୁଲ ଗୃହ
ଭବାନୀପାଟଣା,୮।୨(ସ୍ବ.ପ୍ର,): ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଆଜି ବି ଉପାନ୍ତ ଇଲାକାରେ ଅପହଞ୍ଚ ସରକାରୀ ଯୋଜନା। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ଲୋକେ। ବଣଜଙ୍ଗଲ…
ଝାଟିମାଟି ଘରେ ବିତୁଛି ଜୀବନ
କର୍ଲାମୁଣ୍ଡା,୬।୨(ଡି.ଏନ.ଏ.):ସରକାର ବାସହୀନଙ୍କ ପାଇଁ ଘର ଯୋଗାଇବା ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା କରିଥିଲେ। ହେଲେ ଯୋଗ୍ୟ ଲୋକଙ୍କ ପାଖରେ ଏହି ଯୋଜନା ପହଞ୍ଚତ୍ ପାରୁନାହିଁ। ଫଳରେ ଭଙ୍ଗା, ଦଦରା ଘରେ ଅନେକ ଲୋକ ରହୁଥିବା ଦେଖିବାକୁ ମିଳୁଛି। ଏଭଳି…
ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା
ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନିଶ୍ଚିତ ଭିତରେ ଠେଲି ହୋଇ ରହିଯାଇଛି। ଏଭଳି ଏକ ଦୃଷ୍ଟାନ୍ତ କୋକସରା ବ୍ଲକ…
ଦାଦନ ଖଟିବାକୁ ଯାଇ ସ୍ବାମୀ ନିଖୋଜ, ଥାନାର ଦ୍ୱାରସ୍ଥ ହେଲେ ସ୍ତ୍ରୀ
କୋକସରା,୪।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡା ପଞ୍ଚାୟତ ମହୁଲମୁଣ୍ଡା ଗ୍ରାମର ଦାଦନ ଦଲାଲ ଲକ୍ଷ୍ମୀଧର ଦୁର୍ଗାଙ୍କ କଥାରେ ପଡି ଆଜକୁ ଦେଢ଼ମାସ ହେବ ମାଝିଗୁଡା ଗ୍ରାମର ବିଶେକ ନାଏକ(୬୦) ହାଇଦ୍ରାବାଦସ୍ଥିତ ଏକ ଘରୋଇ କମ୍ପାନୀରେ ଦିନମଜୁରିଆ ଭାବେ କାମ…
ମାଓବାଦୀ କ୍ୟାମ୍ପ ଠାବ, ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ
ଭବାନୀପାଟଣା,୩।୨(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିବାରେ ସଫଳ ହେଇଛି । ସିକେରକୁପାସ୍ଥିତ ୬୪ ବାଟାଲିୟନ ଓ କଳାହାଣ୍ଡି ଏସ୍ପିଙ୍କ ମିଳିତ ଚଢ଼ାଉ ପରେ ସମାଝୋଲା ଓ ପୋର୍ଗାଲ ରିଜର୍ଭ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି॥ କ୍ୟାମ୍ପରୁ…
ଦାଦନ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ, ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ
ଗୋଲାମୁଣ୍ଡା,୩।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ମାନଝରି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ତ୍ରିଲୋଚନ ବିଶି(୩୦)। ବ୍ୟବଚ୍ଛେଦ ପରେ ଦାଦନ ଶ୍ରମିକଙ୍କ ମୃତଦେହ ଗଁାକୁ ଆସୁଥିବା ଜଣାପଡିଛି। ତ୍ରିଲୋଚନ…
ଧାନ ବିକ୍ରି କରିବାର ୫୦ ଦିନ ପରେ ବି ମିଳୁନି ପ୍ରାପ୍ୟ
କର୍ଲାମୁଣ୍ଡା,୩।୨(ଡି.ଏନ.ଏ.): ମଣ୍ଡିରେ ଧାନ ବିକ୍ରି କରିବା ୭୨ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଜମା କରାଯିବା ନିୟମ ରହିଛି। ହେଲେ ଚାଷୀମାନେ ସମୟ ସୀମା ଭିତରେ ପ୍ରାପ୍ୟ ରାଶି ପାଇପାରୁ ନ ଥିବା ଅଭିଯୋଗ ହେଉଛି। କଳାହାଣ୍ଡି ଜିଲା କର୍ଲାମୁଣ୍ଡା…
Archives


