କଳାହାଣ୍ଡି

ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ସାଗର

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ରହିଥିବା ଚର୍ଚ୍ଚାକୁ ଆସିଛି। ଗତ କିଛି ଦିନ ତଳେ ତାଙ୍କୁ ଦିଲ୍ଲୀ ଡ଼କାଯାଇଥିବାବେଳେ ସେଠାରେ ସେ ମୌଖିକ ପରୀକ୍ଷା ଦେଇ ଫେରିଥିବା…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କଳାହାଣ୍ଡି…

ଏକ୍ସପାଏରି ଔଷଧ ନେଲା ମହିଳାଙ୍କ ଜୀବନ

ଗୋଲାମୁଣ୍ଡା,୫ା୯(ବଟକୃଷ୍ଣ ପଣ୍ଡା)- ଏକ୍ସପାଏରି ଔଷଧ ଖାଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ୍‌ ଦଶପୁର ପଞ୍ଚାୟତ ଦେକୋଟ ଗ୍ରାମରେ। ସୂଚନାମତେ, ଗ୍ରାମର ସୁଭଦ୍ରା ବନ୍ଦିଛୋଡ୍‌ ନାମ୍ନୀ ମହିଳା…

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ। କଳାହାଣ୍ଡି…

୩ କୋଟିରେ ନିର୍ମାଣ ହେବ ଏନ୍‌ଏସି କାର୍ଯ୍ୟାଳୟ

ଭବାନୀପାଟଣା, ୫ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନ୍‌ଏସିର ନିଜସ୍ବ ଗୃହ ଦୀର୍ଘ ୫୫ ବର୍ଷ ପରେ ନିର୍ମାଣ ହେବାକୁ ଯାଉଛି। ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଜୁନାଗଡ଼ ଏନ୍‌ଏସି କାର୍ଯ୍ୟାଳୟର ନୂତନ ଗୃହ କେବେ ନିର୍ମାଣ ହେବ ସେ…

କଳାହାଣ୍ଡି ଜିଲାରେ ଶିକ୍ଷା ସମସ୍ୟା: ଏଆଇଏସ୍‌ଏଫ୍‌ର ବିକ୍ଷୋଭ ସମାବେଶ

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଶିକ୍ଷା ସମସ୍ୟାକୁ ନେଇ ମଙ୍ଗଳବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ଅଫିସ ଆଗରେ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌) ଓ ଜିଲା ଛାତ୍ର ସଂଘ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହାପୂର୍ବରୁ ସ୍ଥାନୀୟ ବସ୍‌ ଟର୍ମିନାଲଠାରୁ ଜିଲାପାଳଙ୍କ…

ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ତାଲା

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ପୂର୍ତ୍ତବିଭାଗ ଅଧୀନରେ ଥିବା ୪ଟି ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ୨ମାସ ହେଲା ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ସେବା ନ ପାଇ ହନ୍ତସନ୍ତ ହୋଇଛନ୍ତି। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଦାୟିତ୍ୱ ନେଲେ ନୂତନ ଡିଆଇପିଆର୍‌ଓ

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ହଳଧର ନିଆଲ ସୋମବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆର୍‌ଓଙ୍କ କାର୍ଯ୍ୟାଳୟରେ ପୂର୍ବତନ ଡିଆଇପିଆର୍‌ଓ ମନୋଜ ବେହେରାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ…

ମଙ୍ଗବାର ପ୍ରଥମ ନୂଆଖାଇ, ଗ୍ରାମବାସୀ ଉତ୍ସାହିତ

କେସିଙ୍ଗା,୨ା୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକର ପର୍ଥଲା ଗ୍ରାମ ପଞ୍ଚାୟତରେ ମଙ୍ଗଳବାର ନୂଆଖାଇ ଅନୁଷ୍ଠିତ ହେବ। ପର୍ଥଲା ବାହାଦୂରପଦର ଓ ପଲକାପଡ଼ାବାସୀ ନୂଆ ଖାଇବେ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ସୋମବାର ସପ୍ତପୁରୀ ଅମାବାସ୍ୟା ରହିଥିବାରୁ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ ଗ୍ରାମ ଦେବଦେବୀ…

ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଆଯାଉ: ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୨ା୯(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବା ସହ ପୀଠର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟ୍ରଷ୍ଟର ସଦସ୍ୟମାନେ ରବିବାର ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହା ସହ ମା’ଙ୍କ ପ୍ରତିମୂର୍ତ୍ତି ଓ…

ପଞ୍ଚାୟତ ସ୍ତରୀୟ ଜନଶୁଣାଣିରେ ଯୋଗଦେବାକୁ ଯାଇ ବିଡ଼ିଓ ହଟହଟା: ଲିଖିତ ପ୍ରତିଶ୍ରୁତି ପରେ ରାସ୍ତା ଛାଡ଼ିଲେ ଅଞ୍ଚଳବାସୀ

ଥୁଆମୁଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବ୍ଳକ ପ୍ରଶାସନ ପକ୍ଷରୁ ଗତ ମାସ ଠାରୁ ପ୍ରତ୍ୟେକ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଆୟୋଜନ କରାଯାଉଛି। ଏହି କ୍ରମରେ ନାକରୁଣ୍ତି ପଞ୍ଚାୟତ ଠାରେ ସୋମବାର ଆୟୋଜିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ…

କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସୁଭଦ୍ରା ଯୋଜନା ଫର୍ମ ବଣ୍ଟନ ଆରମ୍ଭ

କର୍ଲାମୁଣ୍ଡା,୨/୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ସୁଭଦ୍ରା ଯୋଜନାର ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ରିଂଜାଠାରେ ଆଇସିଡିଏସ କର୍ମୀ ପ୍ରଜ୍ଞା ପରମିତା ସାହୁ ଗାଁର ମହିଳା ମାନଙ୍କୁ ସୁଭଦ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?