ଛତ୍ରଭଙ୍ଗ ଦେଲେ ମାଓବାଦୀ, ବିଭିନ୍ନ ସାମଗ୍ରୀ ଜବତ
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଓ କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅନ୍ତର୍ଗତ ପାଙ୍ଗାବାଜୁ ସଂରକ୍ଷିତ ଜଙ୍ଗଲରେ ଡିଭିଏଫ୍ ଓ ଏସ୍ଓଜି ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ କରାଯାଇଛି। ଏହି ସମୟରେ ଯବାନଙ୍କୁ ଦେଖି ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ବର୍ତ୍ତମାନ ସୁଦ୍ଧା…
ପୋଲିସ ହାତରେ ଲୁଟେରା ଗ୍ୟାଙ୍ଗ
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଗ୍ୟାଙ୍ଗର ୨ଜଣଙ୍କୁ ସୋମବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ବାବୁପଡ଼ାର ପ୍ରେମାନନ୍ଦ ବେହେରା ଓ ଅନ୍ୟଜଣେ ଚାରଭାଟି ଗ୍ରାମର ଯଶୋବନ୍ତ…
ଗଛରେ ପିଟିହେଲା କାର୍: କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ସୁନୀତି ମୁଣ୍ଡ ଗୁରୁତର
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କାର୍ ଦୁର୍ଘଟଣାରେ ଭୁବନେଶ୍ୱର ଭାଜପା ମେୟର ପ୍ରାର୍ଥୀ ତଥା କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ. ସୁନୀତି ମୁଣ୍ଡ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁନୀତିଙ୍କ ମୁହଁ ଏବଂ ଗୋଡ଼ରେ ଗଭୀର…
୪୮ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
କୋକସରା,୫ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ (୨୫) ଗାଁ ନିକଟରେ ଥିବା ଇନ୍ଦ୍ରାବତୀ ବାମ କେନାଲକୁ ଗୁରୁବାର ଗାଧୋଇବାକୁ ଆସି କେନାଲର ପ୍ରବଳ ପାଣି ସ୍ରୋତରେ ବୁଡ଼ି ଯାଇଥିବା ନେଇ ପରିବାର ଓ…
ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ
କୋକସରା,୫।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଳି ପଞ୍ଚାୟତ ବଗଡିଆପଡ଼ାର ଜୟଲାଲ ରାଉତଙ୍କ ପୁଅ ଚନ୍ଦ୍ରମଣି ରାଉତ(୨୭) ଗତ ସପ୍ତାହରେ ଆନ୍ଧ୍ରପ୍ରଦେଶ ନିଜାମାବାଦକୁ ଦାଦନ ଖଟିବାକୁ ଯାଇଥିଲେ। ହେଲେ ଟ୍ରାକ୍ଟର ଦୁର୍ଘଟଣାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଧାରକରଜ…
ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ
କୋକସରା,୩।୧୧(ଡି.ଏନ୍.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ(୨୫)…
ଆଜବେଷ୍ଟସ ଭାଙ୍ଗି ଲକ୍ଷାଧିକ ଟଙ୍କାର ଦାମୀ ମୋବାଇଲ, ନଗଦ ଟଙ୍କା ଲୁଟ୍
କୋକସରା,୩।୧୧(ଡି.ଏନ୍.ଏ.): କୋକସରା ବସ୍ଷ୍ଟାଣ୍ଡରେ ଥିବା ମହାପାତ୍ର ଫେନ୍ସି ଦୋକାନ ଆଜବେଷ୍ଟସ ଭାଙ୍ଗି ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।…
ଯୌତୁକ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କୁ ୧୪ ବର୍ଷ ଜେଲ୍ ଦଣ୍ଡାଦେଶ
ଭବାନୀପାଟଣା,୨ା୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ଡଙ୍ଗାପଖାନ ଗ୍ରାମରେ ୨୦୧୪ରେ ହୋଇଥିବା ଯୌତୁକ ଜନିତ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାରେ ଭବାନୀପାଟଣା ଅତିରିକ୍ତ ଜିଲା ଓ ଦୌରାଜଜ୍ ଶୁଭଞ୍ଜନ ମହାନ୍ତି ଶୁଣାଣି କରି ଅଭିଯୁକ୍ତ…
ନିଜାମବାଦରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
କୋକସରା,୨ା୧୧(ଡି.ଏନ୍.ଏ.): ଦାଦନ ଖଟିବାକୁ ଯାଇ ପୁଣି ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ଟ୍ରାକ୍ଟର ଓଲଟିବା ଫଳରେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କଳାହାଣ୍ଡି ଜିଲା କୋକସରା ଥାନା ମୂଷାପାଲି ପଞ୍ଚାୟତ ବଗଡ଼ିଆ ପଡ଼ାର ଜୟଲାଲ ରାଉତଙ୍କ ବଡ଼ ପୁଅ…
ନିମ୍ନମାନର କାମ ନେଇ ଅଭିଯୋଗ
କେସିଙ୍ଗା,୩୧।୧୦(ଡି.ଏନ.ଏ.): ରାଜ୍ୟର ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ମଞ୍ଜୁର କରୁଛନ୍ତି। ଏହିକ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ୨୦୨୧-୨୨ ଆର୍ଥିକ ବର୍ଷରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ଭବାନୀପାଟଣା ପିଡବ୍ଲୁଡ଼ି…
ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍: ୫ ଆହତ
ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍ ବ୍ରିଜ୍ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ…
ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା କର୍ଲାମୁଣ୍ଡା ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି। ତେବେ ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରର ତାଲା…
Archives


