କଳାହାଣ୍ଡି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ଛାତ୍ରୀଛାତ୍ର ଦକ୍ଷ ହେବା ନିହାତି ଆବଶ୍ୟକ

ଭବାନୀପାଟଣା,୨୯ା୮ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ମହାବିଦ୍ୟାଳୟରେ ବିବିଏ, ବିସିଏ ବିଭାଗର ଛାତ୍ରୀଛାତ୍ରଙ୍କ ପାଇଁ ଚାଲିଥିବା ଦୁଇଦିନିଆ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ମସିନ ଲର୍ନିଂ ସମ୍ବନ୍ଧୀୟ କର୍ମଶାଳା ବୁଧବାର ଉଦ୍‌ଯାପିତ ହୋଇଛି। ଦିଲ୍ଲୀ ଇନ୍ନୋଭିଆନ୍ସ ଟେକ୍ନୋଲୋଜିସ ଓ ଟେକ୍‌ନେସ,…

ଜାତୀୟ ଶିକ୍ଷକ ପୁରସ୍କାର ପାଇବେ ସନ୍ତୋଷ କର:ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା, ୨୯ା୮(ଉତ୍ତମ କୁମାର ଦାଶ): ଚଳିତବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେଥିମଧ୍ୟରେ କଳାହାଣ୍ଡି ଜିଲା ନର୍ଲାରୋଡ଼ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ରହିଛନ୍ତି। ଆସନ୍ତା ଗୁରୁଦିବସ ଅବସରରେ…

ସ୍କୁଟି ଚାଳକଙ୍କୁ ଚାପିଦେଲା ଟ୍ରକ୍‌

ଭବାନୀପାଟଣା,୨୮।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମ୍ୟୁନସିପାଲଟି ଅଫିସ ସମ୍ମୁଖରେ ବୁଧବାର ସକାଳରେ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ଚାଳକଙ୍କ ନାମ ସୁନୀଲ ପଣ୍ଡା(୬୪) ଓ ତାଙ୍କ ଘର ଜୁନାଗଡ଼ ବ୍ଲକ ଚାରବହାଲ ବୋଲି…

ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ…

କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ…

ଥୁଆମୁଳ ରାମପୁରରେ ନୂଆ ତହସିଲଦାରଙ୍କ ଯୋଗଦାନ

ଥୁଆମୂଳ ରାମପୁର,୨୭।୦୮(ଦୁର୍ଗା କୀର୍ତ୍ତି): ଗତ ୧୭ଅଗଷ୍ଟରେ ରାଜ୍ୟର ଓଏଏସ ସ୍ତରରେ ବଡ଼ ଅଦଳବଦଳ ହୋଇଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ କାର୍ଯ୍ୟାଳୟରେ ମଙ୍ଗଳବାର ନୂଆ ତହସିଲଦାର ଭାବେ ନିରୋଜ କୁମାର ଭତ୍ରା ଯୋଗଦେଇଛନ୍ତି। ପୁର୍ବରୁ ସେ କଳାହାଣ୍ଡି ଜିଲାରେ…

କେସିଙ୍ଗା ମହାବିଦ୍ୟାଳୟର ଦୂର ହେବ ସବୁ ସମସ୍ୟା

କେସିଙ୍ଗା, ୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ମହାବିଦ୍ୟାଳୟ ର ୪୪ତମ ପ୍ରତିଷ୍ଠା ଦିବସ କଲେଜର ଏକ ସଭା ଗୃହରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢୀତ୍‌ଙ୍କ ନେତୃତ୍ୱରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢୀ…

ଜୁନାଗଡ଼ ଏନ୍‌ଏସି: ୨୭ରେ ଅନାସ୍ଥା ଭୋଟ

ଭବାନୀପାଟଣା,୨୬।୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିରେ ଆସନ୍ତା ୨୭ ତାରିଖ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ ହେବ। ଏନେଇ କଳାହାଣ୍ଡି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ଅନାସ୍ଥା ଭୋଟ ପାଇଁ…

ବଦଳିଲା ମା’ମାଣିକେଶ୍ୱରୀ ମନ୍ଦିର ଦର୍ଶନ ସମୟ

ଭବାନୀପାଟଣା,୨୪ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ମା’ମାଣିକେଶ୍ୱରୀ ମନ୍ଦିର ଦର୍ଶନ ସମୟ ଶନିବାରଠାରୁ ବଦଳିଛି। ମନ୍ଦିର ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଓ ଅପରାହ୍ନ ୪ଟାରୁ ସା ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ନିମନ୍ତେ ଖୋଲା ରହିବ। ମଙ୍ଗଳବାର…

ବାଟରେ ବସ୍‌ ନ ରଖିବାରୁ କାଚ ଭାଙ୍ଗିଲେ ଯୁବକ

ଜୁନାଗଡ଼,୨୩ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ତଲମଲା ପଞ୍ଚାୟତକୁ ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌ ସେବା ଉପରେ ଶୁକ୍ରବାର ଜଣେ ଯୁବକ ଆକ୍ରମଣ କରିଛନ୍ତି। ବାଟରେ ବସ୍‌ ନ ରଖିବାରୁ ଯୁବକ ଜଣକ ଉତ୍ତ୍ୟକ୍ତ ହୋଇ କାଠ ଫାଳିଆରେ ବସ୍‌ର…

ଜଣେ ଶିକ୍ଷକରେ ଚାଲିଛି ୬୦ ସ୍କୁଲ: ଅଫିସ କାମରେ ଗଲେ ସ୍କୁଲ ବନ୍ଦ

ଭବାନୀପାଟଣା,୨୨ା୮(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ଶିକ୍ଷା ବିଭାଗର ବିଚିତ୍ର ନୀତି ଦେଖିବାକୁ ମିଳୁଛି। ଯେଉଁଠି ଦରକାର ଅଛି ସେଠି ଶିକ୍ଷକ ନିଯୁକ୍ତି କରାଯାଉ ନ ଥିବାବେଳେ ଆବଶ୍ୟକ ନ ଥିବା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯାଉଥିବା ଅଭିଯୋଗ ଆସିଛି। ବିଭାଗ…

ପୁଣି ଦାଦନ ଶ୍ରମିକଙ୍କ ମୃତ୍ୟୁ, ପୋଲିସର ଦ୍ୱାରସ୍ଥ ହେଲେ ପରିବାର ଲୋକେ

କୋକସରା,୨୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବିଗତ କିଛି ମାସ ବ୍ୟବଧାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ୫/୬ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ଗାଁକୁ ଫେରିଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?