କଳାହାଣ୍ଡି

ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଦଶରା ମହୋତ୍ସବ ଆରମ୍ଭ

କୋକସରା,୨୦।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦେବାଦେବୀଙ୍କ ସ୍ଥାନ ସର୍ବାଗ୍ରେ ରହିଥିବା ବେଳେ ପ୍ରତି ବର୍ଷ ଦଶରା ଆସିଲେ ଗ୍ରାମରେ ଥିବା ଅଧିଷ୍ଠାତ୍ରୀ ଦେବୀଙ୍କୁ ପୂଜାର୍ଚ୍ଚନା କରି ଗ୍ରାମବାସୀଙ୍କ ମଙ୍ଗଳ କାମନା କରନ୍ତି ଗ୍ରାମ୍ୟ ପୂଜକ। କଳାହାଣ୍ଡି ଜିଲା କୋକସରା…

ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍‌ରେ ବାଜି ମାରିଲେ ପ୍ରତୀକ

ଭବାନୀପାଟଣା,୨୦।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଭବାନୀପାଟଣା ଇରିଗେସନ କଲୋନୀ ଲେନ୍‌ ନମ୍ବର-୬ରେ ରହୁଥିବା ପ୍ରତୀକ ରଥ ୩୭୮ ନମ୍ବର ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ବର୍ତ୍ତମାନ ସେ ଭବାନୀପାଟଣା ପୌରପାଳିକାରେ ଅତିରିକ୍ତ ନିର୍ବାହୀ ଅଧିକାରୀ…

ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍‌ ବ୍ଲଡ୍‌ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ ଭୁବନେଶ୍ୱରକୁ ସିଧାସଳଖ ଏକ ଟ୍ରେନ ଚଳାଚଳ କରିବା ସହ ଟିଟିଲାଗଡ଼ରୁ କେସିଙ୍ଗା, ଜୁନାଗଡ଼…

ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ କୁମାର ବେହେରା। ରାଜ୍ୟରେ ତାଙ୍କ ସ୍ଥାନ ୧୭୫ ନମ୍ବର ରହିଥିବାବେଳେ ଗତ ଥର…

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ ୪୭ ନମ୍ବର ସ୍ଥାନ ରଖି କୃତକାର୍ଯ୍ୟ ହୋଇଛନ୍ତି । ଜୁନାଗଡ଼ ସହର ମଧ୍ୟମପଡାର…

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ…

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ): ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ…

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ସ୍ଥାନୀୟ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ମୃତ ଯୁବତୀଙ୍କ ନାମ…

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ ବୋଲି ଜିଦ୍‌ କରି ୫ଦିନ ହେଲା ଗଣଧାରଣା ଦେଇଛନ୍ତି। ଦଶହରା ଛୁଟି ପରେ…

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?