କଳାହାଣ୍ଡି

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ…

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌ ଧରି କହୁଛନ୍ତି ଯେ, ଜେଲ୍‌ ପଛେ ଯିବୁ ଯୋଗଦାନ କରେଇ ଦେବୁ ନାହିଁ ବୋଲି…

ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିକଟିସ୍ଥ ସାନ୍ଦୁଲ ନଦୀରେ ବୁଡିଯାଇ ୨ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନେହା ଦୁର୍ଗା(୧୯)…

ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ୫ଜଣଙ୍କ ମଧ୍ୟରୁ ୪ଜଣ ୱେବ ଖବରଦାତା ବୋଲି ଜଣାପଡିଛି। ଅକ୍ଟୋବର…

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩ ଜଣକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି। ଶିକ୍ଷା…

ଡାକ୍ତର ତୁଷାର ପାଇଲେ ଗ୍ଲୋବାଲ ହେଲ୍‌ଥ କେୟାର ଆୱାର୍ଡ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): ହାଇଦ୍ରାବାଦ ସୋଜାଇଗୁଡାରେ ଅବସ୍ଥିତ ପାର୍କ ହୋଟେଲରେ ରବିବାର ଗ୍ଲୋବାଲ ହେଲ୍‌ଥ କେୟାରଆୱାର୍ଡ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଡାଇଗ୍ନୋଷ୍ଟିକ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାହାଣ୍ଡି ଜିଲାର ଡାକ୍ତର ତୁଷାର ମେହେରଙ୍କୁ ଚଳିତ ବର୍ଷ ପାଇଁ…

ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା…

ଛତର ଯାତ୍ରାରେ ରାସ୍ତା ଜାମ:ଅଟକିଲା ଆମ୍ବୁଲାନ୍ସ

ଭବାନୀପାଟଣା,୧୨। ୧୦ (ଉତ୍ତମ କୁମାର ଦାଶ): ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଶୁକ୍ରବାର ଭବାନୀପାଟଣା ସହରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏତେ ସଂଖ୍ୟକ ଲୋକ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ବିଶେଷ କରି ଭବାନୀପାଟଣା…

ମାନସିକଧାରୀଙ୍କ ଆଗରେ ହାର୍‌ ମାନିଲା ପ୍ରଶାସନ

ଭବାନୀପାଟଣା,୧୨ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମା’ଙ୍କ ଛତରକୁ ଦର୍ଶନକରି ଭକ୍ତମାନେ ଆନନ୍ଦଲାଭ କରିଥିଲେ।…

ମା ‘ ମାଣିକେଶ୍ବରୀଙ୍କ ଛତର ଯାତ୍ରା: ରକ୍ତ ରଞ୍ଜିତ ହେଲା ୪ କିମି

ଭଵାନୀପାଟଣା,୧୧।୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?