ଦୃଷ୍ଟି ଆଢୁଆଳରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା
କୋକସରା,୧୧ା୧୨(ଡି.ଏନ.ଏ.): ଆଉ ଦିନ କେଇଟା ପରେ ନୂଆବର୍ଷ। ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା। ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ…
ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ
ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଓ ଏସ୍ଓଜି ଯବାନ ଅଞ୍ଚଳରେ କମ୍ବିଂ ଅପରେଶନ କରିଥିଲେ। ଏହି ସମୟରେ…
ଆମପାଣି ଘାଟିରେ ପୁଣି ଓଲଟିଲା ଟ୍ରକ
କୋକସରା,୧୦।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଗତ ଗୁରୁବାର ଏକ ପେଟ୍ରୋଲ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ମକା ବୋଝେଇ ଟ୍ରକ (ନଂ. ଓଡି-୦୫ ଏକ୍ୟୁ- ୧୧୪୯)…
ଆବାସ ଗୃହ ଅସମ୍ପୂର୍ଣ୍ଣ, ଭଙ୍ଗା ଘରେ ବିତୁଛି ଜୀବନ
କୋକସରା,୧୦।୧୨(ଡି.ଏନ.ଏ.): ରାଜ୍ୟ ସରକାର ଗରିବ ସୀମା ରେଖା ତଳେ ଥିବା ହିତାଧିକାରୀଙ୍କୁ ଆବାସ ଘର ଯୋଗାଇ ଦେଉଛନ୍ତି। ହେଲେ ପଞ୍ଚାୟତସ୍ତରରେ ପଞ୍ଚାୟତ କର୍ମଚାରୀ, ସରପଞ୍ଚ ଓ ସ୍ଥାନୀୟ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ହିତାଧିକାରୀଙ୍କ ଆବାସ ଘର ଅର୍ଥ ଲୁଟ କରାଯାଇଛି। ବ୍ଲକର…
ଟୋକେନ ସମସ୍ୟା ନେଇ ମଣ୍ଡି ଅଚଳକଲେ ଚାଷୀ
ଭବାନୀପାଟଣା,୧୦।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଖଇରପଦର ପାକ୍ସ ଅନ୍ତଗର୍ତ ବ୍ରାହ୍ମଣ ଛେଣ୍ଡିଆ ମଣ୍ଡି ଶୁକ୍ରବାର ଉଦ୍ଘାଟନ ହେବାର ଥିଲା। ହେଲେ ପାକ୍ସ କର୍ମଚାରୀଙ୍କ ଦାୟିତ୍ୱ ହିନତା ଯୋଗଗୁ ୫୫ ଜଣ ଚାଷୀଙ୍କ ଓଟିପି ଆସିବା ସତ୍ୱେ ରେଜିଷ୍ଟ୍ରେଶ ହୋଇ ପାରିନାହିଁ।…
ଆମପାଣି ଘାଟିରେ ଓଲଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର: ଯାତାୟାତକୁ ବନ୍ଦ କଲା ପ୍ରଶାସନ
କୋକସରା,୮।୧୨(ଡି.ଏନ୍.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ଗୁରୁବାର ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦ୍ୱୀପରୁ ବୋରିଗୁମ୍ମା ଯାଉଥିବା ବେଳେ ଘାଟି ବୁଲାଣିରେ ଟ୍ୟାଙ୍କର(ନଂ.ଓଡି-୭୮୪୬) ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ…
ବିଜୁ ସ୍ବାସ୍ଥ୍ୟ କାର୍ଡ ବଦଳିଥିବାରୁ ଚିକିତ୍ସା ସୁବିଧାରୁ ବଞ୍ଚିତ
ଲାଞ୍ଜିଗଡ,୮।୧୨(ଡି.ଏନ.ଏ.): ଅର୍ଥ ଅଭାବରୁ ଉଚ୍ଚ ଚିକିତ୍ସା ପାଇଁ ସାଜିଛି ବାଧକ। ଉଚ୍ଚ ଚିକିତ୍ସା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। କୌଣସି ସଦୃଦୟ ବ୍ୟକ୍ତି କିମ୍ବା ସରକାରୀ ସହାୟତା ଯୋଗାଇ ଦେଲେ ମୋ ମୁଅ ଦୁକୁ ମାଝି (୧୨) ଭଲ ହୋଇଯିବ…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ
କୋକସରା,୭ା୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨ର କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ଟିର୍ଲିଆମ ଛକ ନିକଟରେ ମଙ୍ଗଳବାର ରାତିରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ…
୮୬୬ ନୂଆ ହିତାଧିକାରୀଙ୍କୁ ଭର୍ତ୍ତା, କାର୍ଡ ପ୍ରଦାନ
କୋକସରା,୭ା୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ବ୍ଲକର ୨୨ ପଞ୍ଚାୟତର ମଧୁବାବୁ ପେନ୍ସନ୍ ଯୋଜନାରେ ନୂତନ ଭାବେ ସାମିଲ ହୋଇଥିବା ୮୬୬ ଜଣ ହିତାଧିକାରୀଙ୍କୁ ଭତ୍ତା ଓ କାର୍ଡ ପ୍ରଦାନ କରାଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ
କୋକସରା,୬।୧୨(ଡି.ଏନ.ଏ.): ସିକନ୍ଦରାବାଦରେ ଇଟାଭାଟିରେ ପୋଡ଼ି ମୃତ୍ୟୁବରଣ କରିଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ା ପଞ୍ଚାୟତ ନେଗିଗୁଡା ଗ୍ରାମର ସତ୍ୟ ସୁନା(୨୭)ଙ୍କ ମୃତଦେହ ମଙ୍ଗଳବାର ପହଞ୍ଚିଛି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ମଶାଣିରେ ତାଙ୍କର ସତ୍କାର କରାଯାଇଛି। କୋକସରା ବ୍ଲକ ସାନପୋଡ଼ା…
୨୪ ଘଣ୍ଟା ନ ପୁରୁଣୁ ପୁଣି ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କୋକସର,୫।୧୨,(ଡି.ଏନ୍.ଏ.): ୨୪ ଘଣ୍ଟା ନ ପୁରୁଣୁ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସୋମବାର କଳାହାଣ୍ଡି ଜିଲା ଗମ୍ଭାରୀଗୁଡ଼ା ର୍ସିଲିଗୁଡା ଗାଁକୁ ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଥିବା ବେଳେ ପୁଣି ଜଣେ ଶ୍ରମିକଙ୍କ ସିକନ୍ଦରାବାଦରେ ମୃତ୍ୟୁ…
ହାତୀ ଘଉଡାଇବା ପାଇଁ ଉଦ୍ୟମ ଜାରି
କେସିଙ୍ଗା, ୫।୧୨(ଡି.ଏନ.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମ ପଞ୍ଚାୟତର ମାଲପଡା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ୫ଟି ହାତୀ ସୋମବାର ସକାଳେ ଏହି ଅଞ୍ଚଳରେ ପ୍ରବେଶ କରିଥିଲେ। ପରଲସିଙ୍ଗା ସରପଞ୍ଚ କୃତାଞ୍ଜଳ ଗୌଡ଼.ଏମ.ରାମପୁର ଅଞ୍ଚଳରୁ ହାତୀ ଆସିଥିବାର…
Archives


