କଳାହାଣ୍ଡି

ସାଇକେଲରେ ଭାରତ ଭ୍ରମଣ

କୋକସରା,୨୨ା୫(ଡି.ଏନ୍‌.ଏ.) ଖରା, ବର୍ଷା, ଶୀତ କାକରକୁ ଖାତିର ନ କରି ବର୍ଷେ ହେଲା ସାଇକେଲ ଯୋଗେ ଭାରତ ଭ୍ରମଣରେ ବାହାରି ଲୋକଙ୍କୁ ପରିବେଶ ସୁରକ୍ଷା ଉପରେ ସଚେତନ କରୁଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ସିଲିଗୁଡିର ଶ୍ୟାମ ବିଶ୍ୱାସ(୩୫)। ଶ୍ୟାମ ଗତ...

ସିଙ୍ଗାରି ଘାଟିରେ ଓଲଟିଲା ପିକ୍‌ଅପ୍‌ ଭ୍ୟାନ: ୨ ମୃତ, ୯ ଗୁରୁତର

ଭବାନୀପାଟଣା,୧୭।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସିଙ୍ଗାରିଘାଟିରେ ମଙ୍ଗଳବାର ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାର୍ଷିକନା ଗ୍ରାମର ଲାଲୁ ମାଝି ଓ...

ଆଇପିଏଲ୍‌କୁ ନେଇ ସଟ୍ଟା ଖେଳ, ୭୦ ହଜାର ଟଙ୍କା ସହ ଧରାପଡ଼ିଲେ ଯୁବକ

ଭବାନୀପାଟଣା,୧୭।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଆଇପିଏଲ୍‌ ମ୍ୟାଚକୁ ନେଇ ଖେଳା ହେଉଥିବା ସଟ୍ଟାଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ରାକେଶ ରଞ୍ଜନ ଚୌଧୁରୀ। ମଙ୍ଗଳବାର ରାକେଶଙ୍କୁ କୋର୍ଟ ଚାଲାଣ କରାଯିବ...

ମାଛଧରା ଜାଲରେ ଲାଗିଲା ନବଜାତ ଶିଶୁର ମୃତଦେହ

କୋକସରା,୧୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୁସୁମଖୁଣ୍ଟି ନିକଟସ୍ଥ ଇନ୍ଦ୍ରାବତୀ ବାମ କେନାଲରୁ ଏକ ନବଜାତ ଶିଶୁର ମୃତଦେହ ମିଳିଛି। ସୋମବାର ମଧ୍ୟାହ୍ନରେ କୁସୁମଖୁଣ୍ଟି ଗ୍ରାମର କିଛି ଲୋକ କେନାଲରେ ଜାଲ ପକାଇ ମାଛ ଧରୁଥିବା ସମୟରେ ଜାଲରେ ଏକ ନବଜାତକ ଶିଶୁପୁତ୍ରର...

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ...

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ...

ବାଙ୍ଗାଲୁରୁରେ ଟ୍ରେନ୍‌ ଧକ୍କାରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ: ଗାଁକୁ ଫେରିଲା ମୃତଦେହ

କୋକସରା,୧୪।୫(ଡି.ଏନ.ଏ.): ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ବାଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ଯୁବକ। ହେଲେ ଟ୍ରେନ୍‌ ଦୁର୍ଘଟଣାରେ ଆଖି ବୁଜିବା ଯୋଗୁ ଘରକୁ ଫେରିଲା ମୃତଦେହ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା...

ବିନା ସୂଚନା ଫଳକରେ ଚାଲିଥିଲା କୋଟି କୋଟି ଟଙ୍କାର କାମ: ଖବର ପ୍ରକାଶ ପରେ ତଦନ୍ତ ଆରମ୍ଭ

କେସିଙ୍ଗା,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଦ୍ୟାପୀଠ ପଛପଟେ ନିର୍ମାଣଧୀନ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ଓ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିନା ସୂଚନା ଫଳକରେ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏନେଇ ଶୁକ୍ରବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା।...

ନିରପେକ୍ଷ ତଦନ୍ତ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କୋକସରା,୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡୋଙ୍ଗରି ଗାଁର ଦ୍ୱାରିକା ଦାସ(୨୨)ଙ୍କୁ ହତ୍ୟା କରି ଅଭିଯୁକ୍ତମାନେ ଆତ୍ମହତ୍ୟା ରୁପ ଦେବାକୁ ଏକ ଗଛରେ ଟାଙ୍ଗି ଦେଇଥିଲେ। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ...

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ମାମଲା ରୁଜୁ...

୪୧ ବର୍ଷ ପରେ କେସିଙ୍ଗା ମହାବିଦ୍ୟାଳୟକୁ ମିଳିଲା ପଟ୍ଟା

କେସିଙ୍ଗା,୧୦।୫: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ମହାବିଦ୍ୟାଳୟକୁ ଦୀର୍ଘ ୪୧ ବର୍ଷ ପରେ ଉଚ୍ଚ ଶିକ୍ଷା ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଜମିର ପଟ୍ଟା ପ୍ରଦାନ କରାଯାଇଛି। କେସିଙ୍ଗା ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ଦୁଇଟି ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri