କଳାହାଣ୍ଡି

ମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଜେଲ ଦଣ୍ଡ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା କେଗାଁ ଥାନାରେ ୨୦୧୭ରେ ଏକ ମାମଲାକୁ ରଫାଦଫା କରିବା ପାଇଁ ଲାଞ୍ଚ ମାମଲାର ଚୂଡାନ୍ତ ରାୟ ଗୁରୁବାର ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୀତିକଣ୍ଠ ସାମଲ ପ୍ରକାଶ କରିଛନ୍ତି। ଭିଜିଲାନ୍ସ ଜଜ୍‌ ତାଙ୍କ ରାୟରେ…

ଧୋଇଗଲା ପୋଲ, ରାସ୍ତା

ଥୁଆମୂଳରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳ ଏବେ ସାମାନ୍ୟ ବର୍ଷରେ ବେହାଲ ହୋଇପଡ଼ିଛି। କେଉଁଠି ପୋଲ ଧୋଇ ନେଇଛି ତୋ କେଉଁଠି ବର୍ଷ କାଦୁଅ ପାଇଁ ବଡ଼ ଗାଡ଼ି ଯାଇପାରୁ ନାହିଁ। ଯାହାଫଳରେ ଲୋକେ ହନ୍ତସନ୍ତ…

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଛି। ବର୍ତ୍ତମାନ ସୁଦ୍ଧା ବ୍ରିଜ୍‌ଟିର ଗୋଟିଏ ପଟ…

ଯୋଗ ଦିବସରେ ଏଭଳି ବାର୍ତ୍ତା ଦେଲେ ଏନ୍‌ଏସି ଅଧ୍ୟକ୍ଷ

କେସିଙ୍ଗା୨୧।୬(ତୁମେଶର ସାହୁ): କେସିଙ୍ଗା ବ୍ଲକ ପ୍ରଶାସନ ଏବଂ ଏନ୍‌ଏସିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ସକାଳ ୬.୩୦ରୁ ଲୋକେ ଖେଳ ଭବନରେ ପହଞ୍ଚି ଥିଲେ। ନାମ ପଞ୍ଜୀକରଣ ପରେ…

ଆମପାଣି ଘାଟିରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିର ଏକ ବୁଲାଣିରେ ଗୁରୁବାର ସାରେ ଜଗଦଲପୁରରୁ କଣ୍ଟାବାଞ୍ଜି ଯାଉଥିବା ଏକ କାର୍‌ ଓ ବିପରୀତ ଦିଗରୁ ଆସୁଥିବା ମାଲ ବୋଝେଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ଧାନ ବିକ୍ରି ଟଙ୍କା ଧରି ଘରକୁ ଫେରୁଥିଲେ: ବାଟରୁ ଲୁଟିନେଲେ ଦୁର୍ବୃତ୍ତ

କୋକସରା,୨୦ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଲଟାପଡା ଗ୍ରାମର ଚାଷୀ ଉପେନ୍ଦ୍ର ରୋତି ଗୁରୁବାର କୋକସରା ଷ୍ଟେଟ ବ୍ୟାଙ୍କରୁ ଧାନ ଫସଲ ବିକ୍ରି ବାବଦରେ ୨୫ ହଜାର ଟଙ୍କା ଉଠାଇ ବାଇକ୍‌ରେ ଘରକୁ ଯାଉଥିଲେ। ହେଲେ…

ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ): ସରିଲା ଖରା ଛୁଟି। ମଙ୍ଗଳବାରଠାରୁ କଳାହାଣ୍ଡି ଜିଲାରେ ଖୋଲିବ ସ୍କୁଲ। ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲୁ ରହିବ ପାଠ ପଢା। ଏନେଇ କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର ସୂଚନା ଦେଇଛନ୍ତି।

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଚାଳକଙ୍କ ଜୀବନ

ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପୁଣି ସୋମବାର ଏକ ବାଇକ୍‌ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା…

‘ଯେତେ ମୁଣ୍ଡ ଯାଉଛି ଯାଉ କମ୍ପାନୀ ହାତରେ କୁଟ୍ରୁ ମାଳି ଟେକି ଦେବୁ ନାହିଁ’

ଥୁଆମୂଳ ରାମପୁର,୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ କେରପାଇ ପଞ୍ଚାୟତ କୁଟ୍ରୁ ମାଳି ପାହାଡ଼ରେ ରବିବାର ଏକ ସଂଗ୍ରାମୀ ସଭା ଅନୁଷ୍ଠିତ ହୋଇଯାଇଛି l ସଭାକୁ ହୀରାମଲ ନାଏକ ଓ ପୂଜାରୀ ମାଝୀ ଆୟୋଜନ କରିଥିବା ବେଳେ…

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି ସମ୍ପୂର୍ଣ୍ଣ…

ହାଇଦ୍ରାବାଦରେ ପୁଣି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୫ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)- କଳାହାଣ୍ଡି ଜିଲାରେ ଦାଦନ ସମସ୍ୟା ଥମିବାର ନାଁ ଧରିନି। ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ହେଲେ କୋକସରା ଥାନା ଚିଲିଗୁଡା ଗ୍ରାମର ମନଧର ଛାତ୍ରିଆ (୪୮)। ମିଳିଥିବା…

କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର

ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?