କଳାହାଣ୍ଡି

ଧାନକିଣାରେ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ରୁପ୍ରାରୋଡ,୧୨ା୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ବି ବ୍ଲକର ବିଭିନ୍ନ ମଣ୍ଡିରେ ଶହ ଶହ କୁଇଣ୍ଟାଲ ଧାନ ପଡିରହିଛି। ଟୋକନ ପାଇଥିବା ସତ୍ତ୍ୱେ ଧାନ ଉଠୁ…

ଅର୍ଚ୍ଚନାଙ୍କ ସ୍ବରରେ ଝୁମିଲେ ଦର୍ଶକ: ଆକର୍ଷଣ ସାଜିଲା ସମ୍ବଲପୁରୀ-ଲୋକନୃତ୍ୟ

କେସିଙ୍ଗା,୧୨।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନନ୍ଦ ଉଲ୍ଲାସର ସହିତ ଏକ ବର୍ଣ୍ଣାଢ୍ୟ ପରିବେଶରେ ୨୮ତମ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦଯାପିତ ହୋଇଯାଇଛି। ଏହି ଉଦଯାପିତ ସାରସ୍ବତ ସମାରୋହରେ ମୁଖ୍ୟ…

ବାଟବଣା ବସୁଧା ଯୋଜନା, ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୧୨।୧(ପ୍ରଦୀପ କୁମାର ସାହୁ):ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ଯୋଜନାଗୁଡିକ ଠିକ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି…

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…

ମଥୁରା ଛକରେ ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବ ଆଇନଜୀବୀ

ଜୁନାଗଡ଼,୧୧।୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଛକ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ଆଇନଜୀବୀଙ୍କ ମୃତ୍ୟୁ ଘଟିଛି। ମୃତ ଆଇନଜୀବୀଙ୍କ ନାମ ରୁଦ୍ର କୃପା ଖମାରୀ (୨୫) ହୋଇଥିବାବେଳେ ତାଙ୍କ…

ଜାତୀୟ ତାଏକୋଣ୍ଡୋ ପ୍ରତିଯୋଗିତା: ଚମକିଲେ କଳାହାଣ୍ଡିର ପ୍ରତିଯୋଗୀ

ଭବାନୀପାଟଣା,୧୦।୧(ଉତ୍ତମ କୁମାର ଦାଶ): ଗୁଜୁରାଟର ଅହମଦାବାଦ କୋବାସ୍ଥିତ ପ୍ରେକ୍ଷାଧ୍ୟାନ ଏକାଡେମୀରେ ଡିସେମ୍ବର ଶେଷରେ ୪୦ତମ ଜାତୀୟ ଆଇଟିଏଫ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୁଜରାଟ ତାଏକୋଣ୍ଡୋ ଆସୋସିଏଶନ ଅଫ ଇଣ୍ଡିଆ ଏବଂ ତାଏକୋଣ୍ଡୋ ଫାଇଟର୍ସ ଆସୋସିଏଶନ ଅଫ ଆନୁକୂଲ୍ୟରେ ଅନୁଷ୍ଠିତ ଜାତୀୟ…

ବ୍ଲକ ମୁଖ୍ୟାଳୟରେ ଜିଓ ନେଟୱର୍କ ଶୂନ୍ୟ: ଅପହଞ୍ଚ ଡିଜିଟାଲ ସେବା, ହନ୍ତସନ୍ତ ହେଉଛନ୍ତି ହଜାର ହଜାର…

ଥୁଆମୂଳରାମପୁର,୧୦।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ନେଟ୍‌ୱର୍କ ସେବାର ଏକ ବିଚିତ୍ର ଚିତ୍ର ଦେଖିବାକୁ ମିଳିଛି। ବ୍ଲକର ପ୍ରାୟ ସମସ୍ତ ଗ୍ରାମ ପଞ୍ଚାୟତରେ ‘ଜିଓ’ ନେଟୱର୍କ ଉପଲବ୍ଧ ଥିବାରୁ ଅଞ୍ଚଳର ଶତକଡ଼ା ୮୦ ଭାଗ ଲୋକ ଏହି କମ୍ପାନୀର…

କଳାହାଣ୍ଡି ଉତ୍ସବ ଘୁମୁରା: ପ୍ରତିଯୋଗିତାରେ ଭାଗନେଲେ ଛାତ୍ରୀଛାତ୍ର

କେସିଙ୍ଗା,୧।୧୦(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନନ୍ଦ ଉଲ୍ଲାସର ସହିତ ଏକ ବର୍ଣ୍ଣାଢ୍ୟ ପରିବେଶରେ ଶନିବାର ସକାଳେ ମହାସମାରୋହରେ ୨୮ତମ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନ ୮ଟାରେ ସହରର ଅଧିଷ୍ଠାତ୍ରୀ ଦେବତା…

ମନ୍ଥର ଗତିରେ ଚାଲିଛି ଧାନ ସଂଗ୍ରହ

ଭବାନୀପାଟଣା, ୧୦।୧ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ମନ୍ଥର ଗତିରେ ଚାଲୁଥିବା ଦେଖିବାକୁ ମିଳିଛି। ଗତ ୫ ରୁ ୭ ମିଲର୍ସଙ୍କ ଆନ୍ଦୋଳନ ଯୋଗୁ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଥିଲା। ମିଲର୍ସଙ୍କ ଆନ୍ଦୋଳନ ସ୍ବଭାବିକ ହେବା…

ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ… 

ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ର ନୌକା ଓ ତୀର ଚାଳନା ପ୍ରତିଯୋଗିତା ଶୁକ୍ରବାର ଶେଷ ହୋଇଛି। ଇନ୍ଦ୍ରାବତୀ…

ପକ୍ଷୀପ୍ରେମୀଙ୍କ ପାଇଁ ଖୁସି ଖବର: ଭତ୍ରାଡ୍ୟାମରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଡିସେମ୍ୱରରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁ ଆରମ୍ଭରୁ ପ୍ରାୟ ୧୨ରୁ ଅଧିକ ବିଦେଶୀ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଭତ୍ରାଡ୍ୟାମ। ଏବେ ଉକ୍ତ ଡ୍ୟାମରେ…

କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri