ଧୋଇନେଲା ଆପ୍ରୋଚ୍ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ବୁଧବାର ଜିଲାର ୧୩ ବ୍ଲକରେ ମୋଟ…
କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ
କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ ହୋଇଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଦେଇଛି। ଜୁଲାଇ ମାସର ଶେଷ…
ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର
ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର…
ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…
ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି ।କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଜିଲାର ସମସ୍ତ ସରକାରୀ…
କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି । ବର୍ଷା ଏବଂ ଅପରିକଳ୍ପିତ ନିର୍ମାଣ କାର୍ଯ୍ୟ ଯୋଗୁଁ ହସ୍ପିଟାଲର ପ୍ରବେଶ ପଥ ସମ୍ପୂର୍ଣ୍ଣ…
ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…
ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨ ବର୍ଷ ୯ ମାସରେ ସେ ‘ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ’ରେ ସ୍ଥାନ ପାଇଥିବାବେଳେ…
ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ
କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି ଗଲାଣି। ଯଦି ଆଉ କିଛି ଦିନ ବର୍ଷା ଲାଗି ରହିବ ତେବେ ଧାନ…
ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…
କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍ଇ ସ୍କୁଲ ନିକଟରେ ଆର୍ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ କରିବାକୁ ଭବାନୀପାଟଣାର ଜଣେ ଠିକାଦାରଙ୍କୁ କାମ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। କିନ୍ତୁ…
ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ
କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ ଏହା ବନ୍ଦ ରହିଛି। ବହୁବାର ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୁନଃଚାଲୁ କରିବା…
୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ
ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ ଧରି ଚାଲିଥିବା ସଂଯୁକ୍ତ ଭାରତୀୟ ଖେଳ ଫେଡେରେସନ ଏସବିକେଏଫ ଅନ୍ତର୍ଜାତୀୟ କ୍ରୀଡ଼ାରେ ତିନୋଟି…
କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର
କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ ଭଡାରେ ବିଭିନ୍ନ ପନିପରିବା ଆଣୁଥିବାରୁ ବର୍ଷା ଋତୁରେ ଦରଦାମ ବଢ଼ିବାରେ ଲାଗିଛି। କେସିଙ୍ଗା…
ଲଗାଣ ବର୍ଷାରେ ରାସ୍ତା ବେହାଲ୍: ଭାଙ୍ଗିଲା ଝାଟିମାଟି ଘର
କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି ଭାଙ୍ଗି ଯାଇଯାଇଛି। ସେହିପରି କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ପିଡବ୍ଲୁଡି ରାସ୍ତା…

